ମେଟ୍ରୋ

କରୋନା ଆକ୍ରାନ୍ତ ହୋଇ ବାହାରେ ବୁଲୁଛନ୍ତି ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): କରୋନା ସଂକ୍ରମିତ ହୋଇ ବି ବାହାରେ ବୁଲୁଛନ୍ତି ଜଟଣୀ ବିଧାୟକ ସୁର ରାଉତରାୟ। ବୁଧବାର ସେ କୋଭିଡ ପଜିଟିଭ୍‌ ଥିବା ଜଣାପଡ଼ିଥିଲା। ହେଲେ ଗୁରୁବାର ତାଙ୍କୁ ଜୟଦେବ ଭବନ ନିକଟ ଚା’ ଖଟିରେ ଦେଖିବାକୁ ମିଳିଛି। ନୀଳ ପଞ୍ଜାବୀ…

ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୮୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…

ଆଜି କେନ୍ଦୁଝରରେ ବିଜୁ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ

ଭୁବନେଶ୍ବର,୧୮।୧୧(ବ୍ୟୁରୋ): ସ୍ବାସ୍ଥ୍ୟ କ୍ଷେତ୍ରକୁ ସୃଦୁଢ କରିବାକୁ ରାଜ୍ୟ ସରକାର ରାଜ୍ୟରେ ସ୍ମାର୍ଟ ହେଲ୍‌ଥ କାର୍ଡର ଶୁଭାରମ୍ଭ କରିଛନ୍ତି। ଅନେକ ଜିଲାରେ ଲୋକଙ୍କୁ ସ୍ମାର୍ଟ ହେଲଥ୍‌ କାର୍ଡ ବିତରଣ ଜାରି ରହିଛି। ତେବେ ଗୁରୁବାର କେନ୍ଦୁଝରରେ ଭର୍ଚୁଆଲ ମାଧ୍ୟମରେ ବିଜୁ ସ୍ମାର୍ଟ ହେଲଥ୍‌…

ରାଜ୍ୟରେ ୨୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୨୯ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୬…

ସଫେଇ କର୍ମୀଙ୍କୁ ପକ୍କାଘର ଦେବ ବିଏମ୍‌ସି

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ସଫେଇକର୍ମୀଙ୍କୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପକ୍କାଘର ମିଳିବ। ସେମାନେ ରହୁଥିବା ସ୍ଥାନକୁ ୨ ମାସ ଭିତରେ ରାସ୍ତା ଓ ଡ୍ରେନ୍‌ ନିର୍ମାଣ ହେବ। ସଫେଇ କର୍ମୀଙ୍କ ପିଲାଙ୍କୁ ଉନ୍ନତ ଶିକ୍ଷା ଯୋଗାଇବା ଲକ୍ଷ୍ୟରେ ନୂତନ ଅଙ୍ଗନଓ୍ବାଡ଼ି କେନ୍ଦ୍ର…

୧୮ରୁ ଆବେଦନ, ୨୪ରେ ମେରିଟ୍‌ ଲିଷ୍ଟ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷରେ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଖାଲି ପଡ଼ିଥିବା ସିଟ୍‌ରେ ଏହି ନାମଲେଖା ହେବ। ଏଥିପାଇଁ ଆସନ୍ତା…

ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପାଇବେ ହଜାରେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଜିଲା ଶିକ୍ଷା ଅଧିକାରୀଙ୍କ ସମୀକ୍ଷା ବୈଠକ ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ୧ ହଜାର ମେଧାବୀ ଛାତ୍ରୀଛାତ୍ରଙ୍କୁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପ୍ରଦାନ କରାଯିବ।…

ସଂସ୍କୃତି ସଚିବ ଦାୟିତ୍ୱ ନେଲେ ରଞ୍ଜନ ଦାସ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଭାବେ ବୁଧବାର ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ନିକଟରେ ସଂସ୍କୃତି ସଚିବ ଥିବା ଡ. ସୁରେଶ…

ନିଜ ସୁରକ୍ଷା କରିବେ ଗାଁ ଲୋକେ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟକୁ ଅଧିକାଂଶ ସମୟରେ ପ୍ରାକୃତିକ ବିପର୍ଯ୍ୟୟର ଭୟ ଲାଗି ରହିଛି। ଅନେକ ସମୟରେ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ପ୍ରାକୃତିକ ବିପତ୍ତି ରାଜ୍ୟକୁ ଛାରଖାର କରିଦେଉଛି। ଲୋକମାନଙ୍କୁ ବିପର୍ଯ୍ୟୟ ସମୟରେ ବଞ୍ଚାଇବା ସରକାରଙ୍କ ପାଇଁ ସବୁଠାରୁ ବଡ଼…

‘ଆଶୀର୍ବାଦ’ ଯୋଜନା ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଶିଶୁ ଅଧିକାର ସପ୍ତାହ ପାଳନ ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବୁଧବାର ‘ଆଶୀର୍ବାଦ’ ଯୋଜନାର ସଫଳ ଅନ୍‌ଲାଇନ୍‌ ପରିଚାଳନା ଏବଂ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ ନିମନ୍ତେ ସ୍ବତନ୍ତ୍ର ପୋର୍ଟାଲ ‘ashirbad.odisha.gov.in’ ଲୋକାର୍ପିତ ହୋଇଛି।…

୨୦୨୨ରେ ସରକାରୀ କର୍ମଚାରୀଙ୍କୁ ମିଳିବ ୧୦୪ଦିନ ଛୁଟି

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ସାନ୍ତାଳୀ ଭାଷାର ପ୍ରଚାର ତଥା ଅଲିଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ ଦିବସ ମେ ୧୬କୁ ସରକାରୀ ଛୁଟି ଘୋଷଣା କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ କରିଛନ୍ତି। ମୁର୍ମୁଙ୍କ ଜନ୍ମ ବୈଶାଖ…

ରିମାଣ୍ଡରେ ନିଲମ୍ବିତ ଓପିଏଚ୍‌ଡବ୍ଲ୍ୟୁସି ଡେପୁଟି ମ୍ୟାନେଜର

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ୍‌ ଓ୍ବେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି)ର ନିଲମ୍ବିତ ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ଭିଜିଲାନ୍ସ ୨ ଦିନିଆ ରିମାଣ୍ଡରେ ଆଣିଛି। ବେଆଇନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri