ମେଟ୍ରୋ

ଭାଲେଣ୍ଟାଇନ୍‌ ସପ୍ତାହ ପାଇଁ ସତର୍କ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୮।୨(ବ୍ୟୁରୋ): ଫେବୃୟାରୀ ୭ରୁ ଆରମ୍ଭ ହୋଇଛି ଭାଲେଣ୍ଟାଇନ୍‌ ସପ୍ତାହ। ଏଥିପାଇଁ କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ସତର୍କତା ଜାରି କରାଯାଇଛି। ସାଇବର ଠକେଇ ଆଶଙ୍କା କରି କ୍ରାଇମ୍‌ବ୍ରାଞ୍ଚ ଏହି ପଦକ୍ଷେପ ନେଇଛି। ଅଜଣା କଲ୍‌ ଓ ଗିଫ୍ଟ ଆଦି ଦେବା ନେବାରେ ସତର୍କତା ଅବଲମ୍ବନ…

ଆଜି ବିଜେଡିର ଚାଉଳ, ଭାଜପାର ମମିତା ପ୍ରସଙ୍ଗ ନେଇ ଆନ୍ଦୋଳନ

ଭୁବନେଶ୍ୱର, ୮।୨(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରର ଓଡ଼ିଶା ତଥା କୃଷକ ବିରୋଧୀ ମନୋଭାବ ଜାରି ରହିଛି। କେନ୍ଦ୍ରୀୟ ଅବହେଳାର ସର୍ବଶେଷତମ ଉଦାହରଣ ହେଉଛି ଓଡ଼ିଶାରୁ ବଳକା ଚାଉଳ ଉଠାଇବାକୁ କେନ୍ଦ୍ର ସରକାର ରୋକ୍‌ଠୋକ୍‌ ମନା କରିବା। ଏହାଦ୍ୱାରା ଓଡ଼ିଶାର କୋଟି…

ବଢ଼ିଲା ତାତି: ୯ରୁ ପଶ୍ଚିମା ବାୟୁ ପ୍ରବାହ

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରୁ ଶୀତ ଅପସରି ଯାଉଛି। ରାତିରେ ହାଲୁକା ଶୀତ ହେଉଥିଲେ ମଧ୍ୟ ଦିନର ତାପମାତ୍ରା ଉପରମୁହଁା ହେଲାଣି। ଗତ ଦୁଇ ତିନିଦିନ ହେବ ଦିନର ସର୍ବୋଚ୍ଚ ତାପମାତ୍ରା ୪ରୁ ୫ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇଛି। ଖରା ପ୍ରକୋପ ଧୀରେ…

ଆଜିଠୁ ଖୋଲିବ ପ୍ଲାନେଟାରିୟମ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆଜି ଠାରୁ ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ, ବୁର୍ଲା ଡ.ଏପି.ଜେ ଅବଦୁଲ କଲାମ ପ୍ଲାନେଟାରିୟମ ଏବଂ ଖଣ୍ଡପଡା ପଠାଣି ସାମନ୍ତ ସଂଗ୍ରହାଳୟ ଖୋଲିବ । ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ସୋ’ ଦେଖିବାକୁ ଅନୁମତି ମିଳିବ। ପ୍ଲାନେଟାରିୟମ ବୁଲିବାକୁ ଆସୁଥିବା…

ନାଲ୍‌କୋର ୩ୟ ତ୍ରୈମାସରେ ୩.୫% ଅଭିବୃଦ୍ଧି

ଭୁବନେଶ୍ୱର,୮।୨: ଆଲୁମିନା ଏବଂ ଆଲୁମିନିୟମ୍‌ ଉତ୍ପାଦନକାରୀ ଓ ରପ୍ତାନିକାରୀ ଉଦ୍ୟୋଗ ନ୍ୟାଶନାଲ୍‌ ଆଲୁମିନିୟମ୍‌ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ)୨୦୨୧-୨୨ ଆର୍ଥିକ ବର୍ଷର ୩ୟ ତ୍ରୈମାସରେ ଅଭୂତପୂର୍ବ ସଫଳତା ହାସଲ କରିଛି। ଏହି ଆର୍ଥିକ ବର୍ଷର ୩ୟ ତ୍ରୈମାସରେ କମ୍ପାନୀ ଏହାର ନିଟ୍‌ ଲାଭରେ…

ଓଡ଼ିଶାର ୧.୨୩ କୋଟି ଶ୍ରମିକ କେନ୍ଦ୍ର ଯୋଜନାର ଲାଭ ଉଠାଇଛନ୍ତି

ଭୁବନେଶ୍ୱର, ୮।୨(ବ୍ୟୁରୋ): ଓଡ଼ିଶାର ଅଣ ସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୧ କୋଟି ୨୩ ଲକ୍ଷ ଶ୍ରମିକ କେନ୍ଦ୍ର ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାରେ ଲାଭ ପାଇଛନ୍ତି। ସୋମବାର ଲୋକ ସଭାରେ ଶ୍ରମ ଓ ନିଯୁକ୍ତି…

ଥାନାଧିକାରୀଙ୍କ ବିରୋଧରେ କମିଶନରଙ୍କୁ ଭେଟିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୮।୨(ବ୍ୟୁରୋ): କ୍ୟାପିଟାଲ ଥାନା ଅଧିକାରୀଙ୍କ ବିରୋଧରେ ପୋଲିସ କମିଶନରଙ୍କୁ ଫେରାଦ ହୋଇଛି ପ୍ରଦେଶ ଛାତ୍ର କଂଗ୍ରେସ। ସୋମବାର ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ, ପିସିସି ସାଧାରଣ ସମ୍ପାଦକ ରଜତ ଚୌଧୁରୀ ଓ ପିସିସିର ପୂର୍ବତନ ରାଜନୈତିକ ସଚିବ ପ୍ରକାଶ ମିଶ୍ରଙ୍କୁ…

ଏମ୍ସ ଓପିଡି ଖୋଲିଲା

ଭୁବନେଶ୍ୱର, ୮।୨(ବ୍ୟୁରୋ): ଭୁବନେଶ୍ୱର ଏମ୍ସ ଓପିଡି ସୋମବାର ଖୋଲିଛି। ପ୍ରଥମ ଦିନରେ ୨,୫୦୦ ରୋଗୀ ଚିକିତ୍ସିତ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବଭଳି ସମସ୍ତ ବିଭାଗ ଓପିଡି କାର୍ଯ୍ୟସୂଚୀକୁ ଅନୁକରଣ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ପୂର୍ବଭଳି ସମସ୍ତ…

ସାଧୁସନ୍ଥଙ୍କ ମେଳରେ ଖଣ୍ଡଗିରି କୁମ୍ଭମେଳା ଆରମ୍ଭ

ଭୁବନେଶ୍ୱର, ୮।୨ (ବ୍ୟୁରୋ): ସୋମବାର ମାଘ ସପ୍ତମୀରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳା। ସାଧୁସନ୍ଥଙ୍କ ସମାଗମ ସହ ପ୍ରଭୁ ଅନନ୍ତକେଶରୀ ଦେବଙ୍କ ଆଗମନରେ ଚଳଚଞ୍ଚଳ ହୋଇପଡ଼ିଛି ପୂରା ଅଞ୍ଚଳ। ଶଙ୍ଖ ଧ୍ୱନି ସହ ଘଣ୍ଟଘଣ୍ଟା ଶବ୍ଦରେ ସୃଷ୍ଟି ହୋଇଛି…

ଭାଜପାରେ ମିଶିଲେ ଏକାମ୍ରର ଏକାଧିକ ଯୁବନେତା

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଏବଂ ଭୁବନେଶ୍ୱର ଜିଲା ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ଏକାମ୍ର ନିର୍ବାଚନମଣ୍ଡଳୀର ବହୁ ଯୁବ ନେତୃତ୍ୱ ସୋମବାର ଆନୁଷ୍ଠାନିକ ଭାବେ ଦଳରେ ଯୋଗଦାନ କରିଛନ୍ତି ା ଏକାମ୍ର ଭୁବନେଶ୍ୱର…

୭୫୧୬ ଜରୁରୀ ସେବା ପ୍ରଦାନ କରିଛି ଭିକ୍ଟର କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୮।୨(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଅପରାଧ, ଦୁର୍ଘଟଣା ଭଳି ଜରୁରୀକାଳୀନ ପରିସ୍ଥିତିରେ ଜନସାଧାରଣଙ୍କୁ ତ୍ୱରିତ ସହାୟତା ଦେବା ପାଇଁ କମିଶନରେଟ ପୋଲିସ ପକ୍ଷରୁ କାର୍ଯ୍ୟ କରୁଛି ଭିକ୍ଟର କଣ୍ଟ୍ରୋଲ ରୁମ୍‌। ଜାନୁୟାରୀ ମାସରେ ଏହି କଣ୍ଟ୍ରୋଲ ରୁମ୍‌ ଦ୍ୱାରା ୭୫୧୬…

କରୋନାରୁ ସୁସ୍ଥ ହେଲେ ୩୬୨୧ କରୋନା ଆକ୍ରାନ୍ତ

ଭୁବନେଶ୍ବର,୭।୨(ବ୍ୟୁରୋ) : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାରରେ ମଧ୍ୟ ବୃଦ୍ଧିପାଇଛି। ସୋମବାର ରାଜ୍ୟରେ ୩୬୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?