ଚାଇଲ୍ଡ ପର୍ନ: ଓଡ଼ିଶାରେ ସିବିଆଇ ଚଢ଼ାଉ
ଭୁବନେଶ୍ୱର (ବ୍ୟୁରୋ)/ଯାଜପୁର ଅଫିସ/ବନ୍ତ(ଡି.ଏନ୍.ଏ.), ୧୭।୧୧:ବିପୁଳ ବୈଦେଶିକ ଟଙ୍କା ଆୟର ମାଧ୍ୟମ ପାଲଟିଛି ଚାଇଲ୍ଡ ଏବଂ ଆଡଲ୍ଟ ପର୍ନ ଭିଡିଓ। ଓ୍ବେବ୍ସାଇଟରେ ଶିଶୁମାନଙ୍କ ଅଶ୍ଳୀଳ ଭିଡିଓ ଅପ୍ଲୋଡ କରାଯାଉଛି। ଟେଲିଗ୍ରାମ୍ ଓ ହ୍ବାଟ୍ସଆପ୍ରେ ଏହାକୁ ପ୍ରସାରଣ କରାଯାଉଥିବା ନେଇ ଦେଶର ବିଭିନ୍ନ ସ୍ଥାନରୁ…
ଟିକାକରଣରେ ଜାତୀୟ ହାରଠୁ ଓଡ଼ିଶା ଆଗରେ
ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):କୋଭିଡ୍ ପରିଚାଳନା କ୍ଷେତ୍ରରେ ବିଶ୍ୱ ସ୍ତରରେ ପ୍ରଶଂସା ପାଇଥିବା ଓଡ଼ିଶା ପୁଣି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। କୋଭିଡ୍ ଟିକାକରଣରେ ଜାତୀୟ ହାରଠାରୁ ରାଜ୍ୟ ହାର ଅଧିକ ରହିଛି। ଜାତୀୟ ହାର ୭୯.୮ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୮୨.୪ ପ୍ରତିଶତ…
ଆଜି ରାଜ୍ୟରେ ୨୨୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୩୩ ଜଣ ଅଛନ୍ତି। ଏହି ୩୮୭ ଜଣଙ୍କ ମଧ୍ୟରୁ ୧୨୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୯୮ଟି…
୧୦ ଦିନରେ ୩,୪୮୮ ଫେରାର ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଓଡ଼ିଶା ପୋଲିସକୁ ବଡ଼ ସଫଳତା ମିଳିଛି। ୧୦ ଦିନ ଭିତରେ ୩ ହଜାର ୪୮୮ ଫେରାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ନଭେମ୍ବର ୫ରୁ ୧୪ ତାରିଖ ଭିତରେ ଫେରାରଙ୍କୁ ଧରିବା ଲାଗି ଓ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରାଇଭ…
ଏଥର ୭ ପଞ୍ଚାୟତରେ ହେବନି ନିର୍ବାଚନ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ ଆୟୋଗ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ତେବେ ନିର୍ବାଚନରେ ୬ ହଜାର ୭୯୪ ଗ୍ରାମ ପଞ୍ଚାୟତ ଓ ୯୧ ହଜାର ୯୧୬ ଓ୍ବାର୍ଡରେ ନିର୍ବାଚନ ଅନୁଷ୍ଠିତ ହେବ। ୨୦୧୭ ତୁଳନାରେ ଏ…
ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୮୧କୁ ବୃଦ୍ଧି ପାଇଛି। ୨ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ଥିବା ବେଳେ କଟକରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୦୬…
ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୨୦୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୨୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୫ ଜଣ ଲୋକାଲ…
୧୩୦ଟି ସ୍ମାର୍ଟ ସ୍କୁଲକୁ ଲୋକାର୍ପିିତ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୬।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫ ଜିଲାରେ ୧୩୦ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରିବେ। ୫ଟି ସ୍କୁଲ ଟ୍ରାନ୍ସଫରମେଶନ କାର୍ଯ୍ୟକ୍ରମରେ ୩୦ ଜିଲାରେ ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଚାଲିଛି। ଆଜି ଲୋକାର୍ପିତ ହେବାକୁ ଥିବା ସ୍କୁଲଗୁଡିକ ମଧ୍ୟରେ ନୂଆପଡାର…
ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିହ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ)/ଝାରସୁଗୁଡ଼ା (ଅଫିସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ସୋମବାର ଝାରସୁଗୁଡ଼ା ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ) ଅଧୀନରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ।…
ଡିଏସ୍ଏମ୍ ପାଇଁ ନିବେଶ ହେବ ୪୪୧ କୋଟି
ଭୁବନେଶ୍ୱର,୧୬।୧୧: ଏନର୍ଜି ଏଫିସିଏନ୍ସି ସର୍ଭିସେସ୍ ଲିମିଟେଡ୍ (ଇଇଏସ୍ଏଲ୍) ପକ୍ଷରୁ ଓଡ଼ିଶାର ଶକ୍ତି ବିତରଣ କମ୍ପାନୀଗୁଡ଼ିକ ଲାଗି ୟୁଟିଲିଟି ଭିତ୍ତିକ ଡିମାଣ୍ଡ ସାଇଡ ମ୍ୟାନେଜମେଣ୍ଟ(ଡିଏସ୍ଏମ୍) ଆରମ୍ଭ କରାଯାଇଛି। ପର୍ଯ୍ୟାୟ ଭିତ୍ତିରେ ଏହି ଯୋଜନା ଲାଗି ରାଜ୍ୟରେ ୪୪୧ କୋଟି ଟଙ୍କା ନିବେଶ ଯୋଜନା…
ଆଠଗଡ଼ ବନାଞ୍ଚଳ ଅଧିକାରୀ ନିଲମ୍ବିତ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ)/ ଆଠଗଡ଼(ସ୍ବ.ପ୍ର): ଆଠଗଡ଼ ବନଖଣ୍ଡ ଅଧୀନ ସୁବାସୀ ସଂରକ୍ଷିତ ଜଙ୍ଗଲରେ ଶିକାରୀ ଗୁଳିରେ ମୃତ ଦନ୍ତା ହାତୀକୁ ତରବରିଆ ଭାବେ ପୋତିଦିଆଯିବା ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଛି। ଆଠଗଡ଼ ବନାଞ୍ଚଳ ଅଧିକାରୀ (ରେଞ୍ଜର) ଆୟେଶା ଅକ୍ତରୀ ନିଶାଙ୍କୁ ସୋମବାର କାର୍ଯ୍ୟରୁ…
ଛାତ୍ରୀଛାତ୍ର ଗବେଷଣାତ୍ମକ ମନୋବୃତ୍ତି ନେଇ ଅଧ୍ୟୟନ କରନ୍ତୁ’
ଭୁବନେଶ୍ୱର,୧୬ା୧୧ (ବ୍ୟୁରୋ): ଦେଶର ପ୍ରତ୍ୟେକ ନାଗରିକ ହେଉଛନ୍ତି ଗବେଷକ। ପ୍ରତି ଗବେଷଣା ଲୋକଙ୍କ ଉପକାର ପାଇଁ ଉଦ୍ଦିଷ୍ଟ। ତେଣୁ ପୁରାତନରୁ ନୂତନ ଯୁଗ ପର୍ଯ୍ୟନ୍ତ, ନିଆଁର ବ୍ୟବହାରଠାରୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ପ୍ରୟୋଗ, ସବୁଥିରେ ଗବେଷକଙ୍କ ଅବଦାନ ରହିଛି। ଛାତ୍ରୀଛାତ୍ର…
Archives


