ମେଟ୍ରୋ

ପଣସ ଚାଷକୁ ପ୍ରୋତ୍ସାହିତ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୭ା୨(ବ୍ୟୁରୋ): ପୁଷ୍ଟିକର ନିରାପତ୍ତା ବୃଦ୍ଧି ଦିଗରେ ରାଜ୍ୟ ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ପଣସ ଚାଷକୁ ପ୍ରୋତ୍ସାହିତ ତଥା ଲୋକପ୍ରିୟ କରିବାକୁ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ରବିବାର ଲୋକସେବା ଭବନରୁ ଭର୍ଚୁଆଲ ମୋଡ୍‌ରେ…

ନଦୀ ପ୍ରଦୂଷଣ ଯାହାଙ୍କୁ ଶୁଆଇ ଦିଏ ନାହିଁ

ଭୁବନେଶ୍ୱର,୭।୨ (ବ୍ୟୁରୋ): ବଢ଼ୁଥିବା ନଦୀଜଳ ପ୍ରଦୂଷଣ ସତେ ଯେପରି ତାଙ୍କୁ ଶୁଆଇ ଦିଏ ନାହିଁ। ସେଇଥି ପାଇଁ ତ ରାତି ପାହିଲେ ବାହାରି ଯାଆନ୍ତି ନଦୀ ପଠାକୁ, ଯେଉଁଠି ପଡ଼ିଥାଏ କୁଢ଼କୁଢ଼ ମନୁଷ୍ୟକୃତ ଆବର୍ଜନା। ଆଉ ବାଲିଶଯ୍ୟା ଓ ନଦୀଜଳରୁ ବର୍ଜ୍ୟ…

ଆରମ୍ଭ ହେଲା ପ୍ରେମ ସପ୍ତାହ

ଭୁବନେଶ୍ୱର,୭।୨(ବ୍ୟୁରୋ): ବର୍ଷକର ଅପେକ୍ଷା ପରେ ଆସିଛି ପ୍ରେମୀ ଯୁଗଳଙ୍କ ପାଇଁ ବିଶେଷ ଦିନ ଭାଲେଣ୍ଟାଇନ୍ସ ଡେ’। ଏ ନେଇ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି। ଫେବୃୟାରୀ ୧୪ରେ ଭାଲେଣ୍ଟାଇନ୍ସ ଡେ’ ହେଉଥିବାବେଳେ ୭ତାରିଖ ସୋମବାରଠାରୁ ଆରମ୍ଭ ହେଉଛି ଭାଲେଣ୍ଟାଇନ୍ସ ଓ୍ବିକ୍‌…

ମଇଦାନରେ ୩ ଦଳର ନେତା, ଜମୁଛି ପ୍ରଚାର

ଖୋର୍ଦ୍ଧା ଅଫିସ, ୭ା୨: ଖୋର୍ଦ୍ଧା ମାଟିରେ ୩୦ ଜୋନ ବିଶିଷ୍ଟ ଜିଲା ପରିଷଦ ଆସନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସର ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ ହେବ। କିଏ କାହାକୁ ପଛରେ ପକାଇବ ସେନେଇ ଚାଲିଛି ଅଙ୍କ…

୭ ଦିନରେ ୩ କୋଟିର ସାମଗ୍ରୀ ଜବତ, ୮୩୨ ଗିରଫ

ଭୁବନେଶ୍ୱର,୭।୨(ବ୍ୟୁରୋ): ଶୃଙ୍ଖଳିତ ନିର୍ବାଚନ ପାଇଁ ରାଜ୍ୟ ଅବକାରୀ ବିଭାଗର ନିର୍ଦ୍ଦେଶକ୍ରମେ ଜିଲାସ୍ତରରେ ଚଢ଼ାଉ ଓ ଧରପଗଡ଼ ଅଭିଯାନକୁ ଜୋର୍‌ଦାର କରାଯାଇଛି। ଫଳରେ ୭ଦିନ ମଧ୍ୟରେ ୩କୋଟି ଟଙ୍କାର ଅବକାରୀ ସାମଗ୍ରୀ ଜବତ ହୋଇଛି। ଏଥିସହିତ ୧,୦୫୦ ମାମଲା ରୁଜୁ କରାଯାଇ ୮୩୨ଜଣଙ୍କୁ…

ସହସମ୍ପାଦିକାଙ୍କ ପିତୃ ବିୟୋଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ପାରାଦୀପ ବନ୍ଦରର ଅବସରପ୍ରାପ୍ତ କର୍ମଚାରୀ ରମେଶ ଚନ୍ଦ୍ର ଦାଶଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୬୮ ବର୍ଷ ହୋଇଥିଲା। ତାଙ୍କ ଘର ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ। ଭୁବନେଶ୍ୱର ଜାଗମରା ଅଞ୍ଚଳରେ ଭଡ଼ା…

୧୦ ଡିଗ୍ରୀ ତଳେ ୬ ସହର ତାପମାତ୍ରା

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ରବିବାର ୬ଟି ଅଞ୍ଚଳରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିଲା। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରହିଥିବାବେଳେ ସୋନପୁର ୮.୮, କେନ୍ଦୁଝର ୯, ଭବାନିପାଟଣା ୯.୨, ଝାରସୁଗୁଡ଼ା ୯.୪ ଓ କୋରାପୁଟରେ…

ଆଜିଠୁ ଖୋଲିବ ଏମ୍ସ ଓପିଡି

ଭୁବନେଶ୍ୱର,୭।୨(ବ୍ୟୁରୋ): ଏମ୍ସ ଭୁବନେଶ୍ୱରରେ ସୋମବାରଠାରୁ ପୁଣି ଓପିଡି ସେବା ଆରମ୍ଭ ହେବ। ସମସ୍ତ ବିଭାଗ କୋଭିଡ୍‌ ପ୍ରତିଷେଧକ ନିର୍ଦ୍ଦେଶାବଳୀ ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ପୂର୍ବରୁ ରହିଥିବା କାର୍ଯ୍ୟସୂଚୀ ଅନୁସାରେ ସୋମବାରଠାରୁ ଦୈନିକ ଓପିଡି କାର୍ଯ୍ୟ କରିବ। ନୂତନ ରୋଗୀଙ୍କ ପାଇଁ…

ଆଜିଠୁ ଖୋଲିବ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୭।୨(ବ୍ୟୁରୋ): କୋଭିଡ୍‌ କଟକଣା ସହ ରାଜ୍ୟରେ ସୋମବାରଠାରୁ ଶିକ୍ଷାନୁଷ୍ଠାନ ଖୋଲିବ। ସରକାରୀ ଓ ଘରୋଇ ସ୍କୁଲରେ ଅଷ୍ଟମରୁ ଦଶମ ଛାତ୍ରୀଛାତ୍ର ଶ୍ରେଣୀ ଗୃହରେ ବସି ପାଠ ପଢ଼ିବେ। ଏଥିସହିତ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ ସମେତ ସମସ୍ତ ବୈଷୟିକ ଓ ପ୍ରଫେଶନାଲ ଶିକ୍ଷାନୁଷ୍ଠାନଗୁଡ଼ିକରେ ମଧ୍ୟ…

‘ଲକ୍ଷଣ ଥିଲେ ପିଲାଙ୍କୁ ସ୍କୁଲ ଛାଡ଼ନ୍ତୁ ନାହିଁ’

ଭୁବନେଶ୍ୱର,୬।୨(ବ୍ୟୁରୋ): କରୋନାକୁ ନେଇ ସର୍ଭେଲାନ୍ସ ଜାରି ରହିବ। ଗାଁ ଗୁଡ଼ିକରେ ଆଶା କର୍ମୀ ଅଛନ୍ତି। ଆରଆରଟି ଟିମ୍‌ ମଧ୍ୟ ରହିଛି। କିଛି ଅସୁବିଧା ହେଲେ ନିୟମ ଅନୁସାରେ କାର୍ଯ୍ୟ କରାଯିବ। ଛୋଟ ପିଲାଙ୍କୁ ନିୟନ୍ତ୍ରଣ କରିବା କଷ୍ଟ, ତେଣୁ ଅଭିଭାବକ ମାନଙ୍କର…

ଚିରକାଳ ଅମର ରହିବେ ମେଲୋଡି କୁଇନ୍‌

ଭୁବନେଶ୍ୱର,୬।୨(ବ୍ୟୁରୋ): ଭାରତରତ୍ନ ଲତା ମଙ୍ଗେସ୍‌କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି । ସେ ଟୁଇଟ କରି କହିଛନ୍ତି, କିମ୍ବଦନ୍ତୀ ଗାୟିକା ତଥା ମେଲୋଡି କୁଇନ ଲତା ତାଙ୍କର ଅପୂର୍ବ କଣ୍ଠ ଯୋଗୁ ଚିରକାଳ ଅମର ରହିବେ ।…

ଏହି ଦୁଇଟି ଓଡ଼ିଆ ଫିଲ୍ମରେ କଣ୍ଠଦାନ କରିଥିଲେ ଲତା

ଭୁବନେଶ୍ୱର,୬ା୨(ବ୍ୟୁରୋ): ଚାଲିଗଲେ ସୁରର ରାଣୀ ଲତା ମଙ୍ଗେସକର। ସଙ୍ଗୀତ ବ୍ୟତୀତ ସେ ଆଉ କେଉଁ କଥାରେ ଅଧିକ ଗୁରୁତ୍ୱ ଦେଉ ନ ଥିଲେ। ସେ ୩୦ରୁ ଊର୍ଦ୍ଧ୍ୱ ଭାଷାରେ ଏବଂ ୫୦ ହଜାରରୁ ଅଧିକ ଗୀତ ଗାଇଛନ୍ତି। ତାଙ୍କ ବିୟୋଗରେ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?