ମେଟ୍ରୋ

ଡରାଇଲାଣି ମୃତ୍ୟୁ ସଂଖ୍ୟା: ଆଉ ୨୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜ୍ୟରେ ଆଉ ୨୩ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ଭଦ୍ରକର ୮୮ ବର୍ଷୀୟ ବୃଦ୍ଧ, ଭୁବନେଶ୍ୱରର ୫୬ ବର୍ଷୀୟ ମହିଳା, ୫୨ ବର୍ଷୀୟ ବ୍ୟକ୍ତି, ୬୮ ବର୍ଷୀୟ ବୃଦ୍ଧ, ୭୦ ବର୍ଷୀୟ ବୃଦ୍ଧ, ୫୯ ବର୍ଷୀୟ ବ୍ୟକ୍ତି, ବଲାଙ୍ଗୀରର…

ଆଉ ନାହାନ୍ତି ଓଡ଼ିଶୀ ସଙ୍ଗୀତ କଣ୍ଠଶିଳ୍ପୀ ଦାମୋଦର ହୋତା

ଭୁବନେଶ୍ୱର,୬।୨(ବ୍ୟୁରୋ): ପାରମ୍ପରିକ ଓଡ଼ିଶୀ ବା ଉଡ୍ରପଦ୍ଧତୀୟ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଏବଂ ଗବେଷକ ଦାମୋଦାର ହୋତାଙ୍କ ପରଲୋକ ଘଟିଛି। ଶନିବାର ରାତିରେ ନୟାପଲ୍ଲୀସ୍ଥିତ ବାସଭବନ ‘ସୀତାରାମ’ ନିବାସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ…

ଗତ ୨୪ ଘଣ୍ଟାରେ ୨,୧୦୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୨(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ଦେଖାଯାଉଛି। ଗତ ୨୪ ଘଣ୍ଟାରେ ଆଉ ୨,୧୦୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧,୨୨୯ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୮୭୭ ଲୋକାଲ କେସ୍‌ ଏବଂ ୩୨୪ ପିଲା ରହିଛନ୍ତି।…

ଶୁଭିବନି ଖଣ୍ଡଗିରି କୁମ୍ଭମେଳାର କୋଳାହଳ

ଭୁବନେଶ୍ୱର, ୬।୨ (ବ୍ୟୁରୋ): ସୋମବାର ମାଘ ସପ୍ତମୀଠାରୁ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭ ମେଳା ଆରମ୍ଭ ହେବ। ହେଲେ କରୋନା କଟକଣା ପାଇଁ ଗତବର୍ଷ ଭଳି ଏଥର ମଧ୍ୟ ମେଳାର କୋଳାହଳ ଶୁଭିବ ନାହିଁ। ଯାତ୍ରା ପଡ଼ିଆ ଫାଙ୍କା ପଡ଼ିଥିବାବେଳେ ଖଣ୍ଡଗିରି-ଉଦୟଗିରି ରାସ୍ତା…

କୋଟିଆରେ ପୁଣି ଜମିପଟ୍ଟା ବାଣ୍ଟିଲା ଆନ୍ଧ୍ର

ପଟ୍ଟାଙ୍ଗୀ,୬।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜନୈତିକ ଦଳଗୁଡିକ ବ୍ୟସ୍ତ ଥିବା ବେଳେ ଏହାର ସୁଯୋଗ ନେଇ ଆନ୍ଧ୍ର ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଅନୁପ୍ରବେଶ କରି ଶନିବାର ଜମିପଟ୍ଟା ବଣ୍ଟନ କରିଛି। ପଞ୍ଚାୟତର…

ପୁଣି ଫେରିଲା ଶୀତ: ଘନ କୁହୁଡ଼ି ନେଇ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୬।୨(ବ୍ୟୁରୋ): ରାଜ୍ୟକୁ ପୁଣି ଶୀତ ଲହରି ଫେରିଛି। ଦୁଇଦିନ ଧରି ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା। ଶନିବାର ବର୍ଷା ନ ଥିଲେ ମଧ୍ୟ ଦିନରେ ଖରା ସହ ଶୀତୁଆ ପବନ ଲାଗି ରହିଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ…

ସୁଯୋଗ ପର୍ଯ୍ୟାପ୍ତ, ଉତ୍ପାଦନ ଦୁର୍ବଳ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଦିନକୁ ଦିନ ଶକ୍ତି ଚାହିଦା ବଢ଼ିବାରେ ଲାଗିଛି। ତାପଜ ଓ ଜଳବିଦ୍ୟୁତ୍‌ ଭଳି ପାରମ୍ପରିକ ଶକ୍ତି ଉତ୍ସଗୁଡ଼ିକ ଉପରେ ଚାପ ବୃଦ୍ଧି ହେବା ସହ ଉତ୍ପାଦନ ଖର୍ଚ୍ଚ ବଢ଼ିଚାଲିଛି। ବିକଳ୍ପ ଭାବେ କ୍ଷୁଦ୍ର ଜଳବିଦ୍ୟୁତ୍‌ ଶକ୍ତି, ସୌର, ପବନ, ବାୟୋଗ୍ୟାସ…

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୬।୨(ବ୍ୟୁରୋ): ବଜେଟ ଘୋଷଣା ପରେ ପ୍ରଥମଥର ଲାଗି କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି। କେନ୍ଦ୍ରରେ ମୋଦି ସରକାରଙ୍କ ‘ଆତ୍ମନିର୍ଭର ଅର୍ଥ ବ୍ୟବସ୍ଥା’ ଓ ଗତ ୧ ତାରିଖରେ…

ମାର୍ଚ୍ଚରେ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୬।୨(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷା ମାର୍ଚ୍ଚ ମାସରୁ ଆରମ୍ଭ ହେବ। ଥିଓରୀ ପରୀକ୍ଷା ମାର୍ଚ୍ଚ ୧୫ରୁ ଆରମ୍ଭ ହେବାକୁ ଥିବାବେଳେ ପ୍ରାକ୍ଟିକାଲ ପରୀକ୍ଷା ଫେବୃଆରୀ ୨୨ ତଥା ଶେଷ ସପ୍ତାହରୁ ଆରମ୍ଭ ହେବ ବୋଲି…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫,୩୭୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୫,୩୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୩୪,୩୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜିଠୁ ଖସିବ ପାରଦ

ଭୁବନେଶ୍ୱର,୫।୨(ବ୍ୟୁରୋ): ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ଶୁଖିଲା ରହିବ। ଆସନ୍ତା ୨ରୁ ୩ ଦିନ ଭିତରେ ରାତିର ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ମିଳିଛି। ସୂଚନା…

ରାଜ୍ୟବାସୀଙ୍କୁ ବସନ୍ତ ପଞ୍ଚମୀ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ଆଜି ବସନ୍ତ ପଞ୍ଚମୀ। ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ମା’ ସରସ୍ବତୀ। ବିଧି ଅନୁସାରେ ବସନ୍ତ ପଞ୍ଚମୀରେ ସରସ୍ବତୀ ମନ୍ଦିରରେ ପାଞ୍ଜି ପୂଜା କରାଯାଏ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ସେ ଲେଖିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?