ମେଟ୍ରୋ

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି। ଉଭୟଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ ହୋଇଛି। ୩ ଜଣ ଗିରଫ ହୋଇଛନ୍ତି। Dharitri…

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ ମଧ୍ୟରେ ୪୦ ହଜାରରୁ ଅଧିକ ମାମଲା ରୁଜୁ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ୯୫୦୩ ଡାକ୍ତର ପଦବୀ ଖାଲିପଡ଼ିଛି। ୬୨୭୧ ଡାକ୍ତର କାର୍ଯ୍ୟରତ ଅଛନ୍ତି।…

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହ ଶୀତଳତମ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟ ପାଣିପାଗ ବିଭାଗର…

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଏବଂ ଅନୁଦାନପ୍ରାପ୍ତ ଓ ଅଣ-ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକର ବିଭିନ୍ନ…

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି । ଏପରି କି କରୋନା ସତ୍ତ୍ୱେ ୫ବର୍ଷରେ ୭ଗୁଣ ବୃଦ୍ଧି ପାଇଛି ବୋଲି ପର୍ଯ୍ୟଟନ ମନ୍ତ୍ରୀ…

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ ବାଧ୍ୟତାମୂଳକ ଅବସର (ଭିଆରଏସ୍‌) ନେବାକୁ ଗୃହ ବିଭାଗରେ ଆବେଦନ କରିଛନ୍ତି। ଉକ୍ତ ଆବେଦନପତ୍ରରେ ଏହାର…

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…

ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଆମେ ଏମିତି ଜଣେ ନେତା ପାଇଛେ, ଯାହାଙ୍କ ହାତରେ କେନ୍ଦୁଝର ଦାୟିତ୍ୱ ଦେଇ…

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୪ଟି ଜିଲାରେ ଶୀତଲହରୀ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଆଜି ଭାରତୀୟ…

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌ ଉତ୍କଣ୍ଠା ବୃଦ୍ଧି ପାଇବାରେ ଲାଗିଛି । ଉଭୟ ଦଳର ଖେଳାଳିମାନେ ଭୁବନେଶ୍ୱରରେ ପହଞ୍ଚି ସାରିଥିବା…

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ । ଟିଟିଲାଗଡ଼ ବଏଜ୍ ହାଇସ୍କୁଲ୍ ପଡ଼ିଆରେ ଓଡିଶା କଳାକାର ଏକତା ମଞ୍ଚ ପକ୍ଷରୁ ଆୟୋଜିତ ଏହି…

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା ସୁରକ୍ଷା ମଧ୍ୟରେ ହୋଟେଲକୁ ନିଆଯାଇଛି ଏବଂ ସେଠାରେ ଖେଳାଳିମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ଆସନ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri