ମେଟ୍ରୋ

ଆଜି ବସନ୍ତ ପଞ୍ଚମୀ

ଭୁବନେଶ୍ୱର,୫।୨(ବ୍ୟୁରୋ): ଆଜି ବସନ୍ତ ପଞ୍ଚମୀ। ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ମା’ ସରସ୍ବତୀ। ବିଧି ଅନୁସାରେ ବସନ୍ତ ପଞ୍ଚମୀରେ ସରସ୍ବତୀ ମନ୍ଦିରରେ ପାଞ୍ଜି ପୂଜା କରାଯାଏ । ଏହି ଦିନ ମହାପ୍ରଭୁ ଜଗନ୍ନାଥଙ୍କ ରଥକାଠ ଅନୁକୂଳ କରାଯାଏ। ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରେ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୦୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ଖସିବରେ ଲାଗିଛି ଦୈନିକ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪୯ ଜଣ ପିଲା ରହିଛନ୍ତି। ସେହିପରି ୧୫୨୧ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୦୮୨ଜଣ ଲୋକାଲ କେସ…

ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ଆଉ ୨୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୧୧କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

୭ରୁ ଖୋଲିବ ଏମ୍ସ ଓପିଡି

ଭୁବନେଶ୍ୱର,୫।୧(ବ୍ୟୁରୋ): ଭୁବନେଶ୍ବର ଏମ୍ସର ଓପିଡି ଆସନ୍ତା ୭ରୁ ଖୋଲିବ । କୋଭିଡ ସ୍ଥିତିରେ ସୁଧାର ଆସିବା ଦେଖି ରୋଗୀସେବାକୁ ପ୍ରାଧାନ୍ୟ ଦେଇ ଏମ୍ସ ପକ୍ଷରୁ ଓପିଡି ଖୋଲିବାକୁ ନିଷ୍ପତି ହୋଇଥିବା କର୍ତ୍ତୃପକ୍ଷ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତେବେ କୋଭିଡ ନିର୍ଦ୍ଦେଶାବଳୀ…

୮ରୁ ଖୋଲିବ ପ୍ଲାନେଟାରିୟମ

ଭୁବନେଶ୍ୱର, ୫।୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ପ୍ଲାନେଟାରିୟମଗୁଡିକୁ ପୁନଃ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଭୁବନେଶ୍ୱରସ୍ଥିତ ପଠାଣି ସାମନ୍ତ ପ୍ଲାନେଟାରିୟମ, ବୁର୍ଲାସ୍ଥିତ ଡ. ଏପିଜେ ଅବଦୁଲ କଲାମ ପ୍ଲାନେଟାରିୟମ ଓ…

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ମୁଖ୍ୟଯନ୍ତ୍ରୀ ଗିରଫ

ଭୁବନେଶ୍ୱର,୫ା୨(ବ୍ୟୁରୋ): ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)ର ମୁଖ୍ୟଯନ୍ତ୍ରୀ ରବି ନାରାୟଣ ପୃଷ୍ଟିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ମିଳିଛି। ଉକ୍ତ ସମ୍ପତ୍ତିର ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଭିଜିଲାନ୍ସ…

ହାଇଓ୍ବେ ପାଟ୍ରୋଲିଂ ପ୍ରଦର୍ଶନ ଅତି ଖରାପ

ଭୁବନେଶ୍ୱର, ୫।୨(ବ୍ୟୁରୋ): ରାଜ୍ୟ ସରକାର ଗତ କିଛିଦନ ହେଲା ଓଡ଼ିଶାରେ ସଡକ ଦୁର୍ଘଟଣାଜନିତ ମୃତ୍ୟୁ ହାର ହ୍ରାସ କରିବା ଲାଗି ଜୋର୍‌ଦାର ଉଦ୍ୟମ ଚଳାଇଛନ୍ତି। ସବୁ ଜିଲାର ଏସ୍‌ପି ଏବଂ ଜିଲାପାଳଙ୍କୁ ପରିବହନ ବିଭାଗ ସଚିବ ବିଷ୍ଣୁପଦ ସେଠୀ ଦୁଇଥର ଚିଠି…

ବଳକା ରାଜ୍ୟରେ ଉପଭୋକ୍ତା ଶୋଷିତ

ଭୁବନେଶ୍ୱର, ୫ା୨(ବ୍ୟୁରୋ): ଓଡ଼ିଶା ବିଦ୍ୟୁତ୍‌ରେ ବଳକା ରାଜ୍ୟ ବୋଲି ଶକ୍ତିମନ୍ତ୍ରୀ ବିଭିନ୍ନ ସମୟରେ ବିଧାନସଭାରେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ଦେଉଛନ୍ତି। ହେଲେ ବଳକା ରାଜ୍ୟ ହୋଇ ମଧ୍ୟ ରାଜ୍ୟର ବିଦ୍ୟୁତ୍‌ ଉପଭୋକ୍ତା ଚଢ଼ାଦର ଦେବାକୁ ବାଧ୍ୟ ହେଉଛନ୍ତି। ଗତ ୨୦ ବର୍ଷ…

ଓଡ଼ିଶା, ଛତିଶଗଡ଼କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ଭୁବନେଶ୍ୱର,୫।୨(ବ୍ୟୁରୋ): ହୀରାକୁଦ ନଦୀବନ୍ଧ ଯୋଜନା ଯୋଗୁ ବିସ୍ଥାପିତ ହୋଇଥିବା ଲୋକଙ୍କୁ ଥଇଥାନ ସମ୍ପର୍କିତ ଏକ ମାମଲାରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଓଡ଼ିଶା ଏବଂ ଛତିଶଗଡ଼ ମୁଖ୍ୟ ଶାସନ ସଚିବଙ୍କୁ ନୋଟିସ କରିଛନ୍ତି। ଏହି ଦୀର୍ଘ ଅସମାହିତ ପ୍ରସଙ୍ଗରେ ସମ୍ବଲପୁର, ଝାରସୁଗୁଡ଼ା,…

ଝାଡ଼ଖଣ୍ଡରେ ଜମତରା ଗ୍ୟାଙ୍ଗ ମାଷ୍ଟରମାଇଣ୍ଡ୍‌

ଭୁବନେଶ୍ୱର,୫।୨(ବ୍ୟୁରୋ): ଭୁବନେଶ୍ୱରରେ କ୍ରାଇମବ୍ରାଞ୍ଚ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଜମତରା ଗ୍ୟାଙ୍ଗର ୩ଜଣ ସାଇବର ଲୁଟେରାଙ୍କ ୪ ଦିନିଆ ରିମାଣ୍ଡ ଅବଧି ସରିଛି। ଶୁକ୍ରବାର ସେମାନଙ୍କୁ ପୁଣି ଜେଲ୍‌ ପଠାଇ ଦିଆଯାଇଛି। ତେବେ ଏମାନଙ୍କୁ ଜେରାବେଳେ ପୋଲିସକୁ ବହୁ ଗୁରୁତ୍ୱପୂର୍ଣ୍ଣ…

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର,୫ା୨(ବ୍ୟୁରୋ): ପଶ୍ଚିମାବାୟୁ ପ୍ରବାହ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଦିନତମାମ ଆକାଶ ମେଘାଚ୍ଛନ୍ନ ରହିବା ସାଙ୍ଗକୁ କେତେକ ସ୍ଥାନରେ ତୁହାକୁ ତୁହା ବର୍ଷା ହୋଇଛି। ଏପରି କି କେତେକ ସ୍ଥାନରେ…

ଆଜି ରାଜ୍ୟରେ ସୁସ୍ଥ ହେଲେ ୬୧୦୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୨(ବ୍ୟୁରୋ): ରାଜ୍ୟରେ ଦୈନିକ କୋଭିଡ୍‌ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ମଧ୍ୟ ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୬୧୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଓଡ଼ିଶାରେ ଏ ଯାଏ ମୋଟ ୧୨ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?