ମେଟ୍ରୋ

ଆହୁରି ୫ ଦିନ ବର୍ଷିବ

ଭୁବନେଶ୍ୱର,୧୩।୧୧(ବୁ୍ୟୁରୋ): ଥାଇଲାଣ୍ଡ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୧୨ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଯାହା ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ।୧୫ ତାରିଖରେ ଏହା ଦକ୍ଷିଣ ପୂର୍ବ…

ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୫ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ସଂସ୍କୃତି ବିଭାଗ ସଚିବ ହେଲେ ରଞ୍ଜନ କୁମାର ଦାସ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଆଇଏଏସ ରଞ୍ଜନ କୁମାର ଦାସ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ। ଏ ନେଇ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ତେବେ ସାଧାରଣ ପ୍ରଶାସନ ବିଭାଗ…

ରାଜ୍ୟରେ ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ୨୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୩ ଜଣ…

ଶେୟାର ମାର୍କେଟରେ ଲାଗିଛି ପ୍ରତାପଙ୍କ ଟଙ୍କା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ଓ୍ବେଲ୍‌ଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି)ର ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ କଳା କାରନାମାର ପେଡ଼ିି ଖୋଲିବାରେ ଲାଗିଛି। ପ୍ରତାପ ଓଡ଼ିଆ ଚଳଚ୍ଚିତ୍ରରେ ଟଙ୍କା…

୪ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ) କୋଭିଡ୍‌ ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ରାଜ୍ୟରେ କରୋନା ଟିକାକରଣ ୪ କୋଟି ଟପିଛି। ଏନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ କରି ସୂଚନା ଦେଇଛି। ଏହି ସଫଳତା…

‘ଓଡ଼ିଶାରେ ସାମୁଦ୍ରିକ ବାୟୋ ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ର ହେଉ’

ଭୁବନେଶ୍ୱର, ୧୩।୧୧(ବ୍ୟୁରୋ): ରାଜ୍ୟରେ ସାମୁଦ୍ରିକ ବାୟୋ ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିବା ନିମନ୍ତେ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଶୁକ୍ରବାର ନୂଆଦିଲ୍ଲୀଠାରେ ବିଜ୍ଞାନ ତଥା କାରିଗରି ମନ୍ତ୍ରଣାଳୟ ଆନୁକୂଲ୍ୟରେ ଆୟୋଜିତ…

ପୋଲିସ ଚାକିରି ନାଁରେ ୧.୪୭ କୋଟି ଠକେଇ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପୋଲିସ ଚାକିରି କରାଇଦେବାକୁ କହି ବଡ ଧରଣର ଠକେଇ ହୋଇଛି। ଏଭଳି ୩୮ଜଣ ଆଶାୟୀଙ୍କଠାରୁ ମୋଟ ୧କୋଟି ୪୭ ଲକ୍ଷ ଠକିଥିବା ଅଭିଯୋଗରେ ୨ଜଣଙ୍କୁ ଶୁକ୍ରବାର କ୍ରାଇମବ୍ରାଞ୍ଚର ଅଥର୍ର୍ନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେମାନେ ହେଲେ ବୈକୁଣ୍ଠନାଥ…

ତଦନ୍ତ ପାଇଁ ବାଙ୍ଗାଲୋର ଯିବ କ୍ରାଇମ୍‌ବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେଶନ ସେଣ୍ଟର (ଓକାକ୍‌) ସିଇଓ ତଥା ରାଜ୍ୟ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଆଇଟି ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ପଟ୍ଟନାୟକଙ୍କ ହ୍ବାଟ୍ସଆପ୍‌ ହ୍ୟାକ୍‌ କରାଯିବା ଏବଂ ତାଙ୍କର ୫ଜଣ ସମ୍ପର୍କୀୟଙ୍କୁ ମେସେଜ୍‌ କରି ୭ ଲକ୍ଷ ଟଙ୍କା…

ଲଘୁଚାପ: ଉପକୂଳରେ କୋହଲା ପାଗ, ବର୍ଷା

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ଆପରାଧିକ ମାମଲା ରୁଜୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ବିଜୁ ସେତୁ ଯୋଜନାରେ ବଲାଙ୍ଗୀର ଜିଲା ସୁକତେଲ ନଦୀ ଉପରେ ନିର୍ମାଣାଧୀନ ପୋଲର ୪ ନମ୍ବର ସ୍ପାନ ଭୁଶୁଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଥିଲେ। ଏହି ମାମଲାର ଶୁଣାଣି କରି ଲୋକାୟୁକ୍ତ ପୋଲ ନିର୍ମାଣ…

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri