ମେଟ୍ରୋ

ସିନେମାରେ ଲାଗିଥିଲା ପ୍ରତାପଙ୍କ ଟଙ୍କା

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ଓ୍ବେଲଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି) ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ ହେବା ପରେ ତାଙ୍କୁ ବୁଧବାର ଗିରଫ କରାଯାଇଛି। ସେ ଏବେ…

ଶୁକ୍ରବାର ୬ ଘଣ୍ଟିଆ ‘ଓଡ଼ିଶା ବନ୍ଦ’

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ସକାଳ ୬ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ଜରୁରୀକଳୀନ ଓ ମେଡିକାଲ ସେବାକୁ…

ସାଇବର ଠକେଇ ଜାଲରେ ଓକାକ୍‌ର ମୁଖ୍ୟ

ଭୁବନେଶ୍ବର,୧୧।୧୧(ବ୍ୟୁରୋ): ସାଇବର ଠକେଇ ଜାଲରେ ଓକାକ୍‌ର ମୁଖ୍ୟ ମନୋଜ କୁମାର ପଟ୍ଟନାୟକ। ଓଡିଶା କମ୍ପୁଟର ଆପ୍ଲିକେଶନ ସେଣ୍ଟର (ଓକାକ) ମୁଖ୍ୟଙ୍କ ହ୍ବାଟ୍ସଆପ ନମ୍ବର ହ୍ୟାକ କରି ଲକ୍ଷାଧିକ ଟଙ୍କାର ଠକେଇ ହୋଇଥିବା ଅଭିଯୋଗ ହୋଇଛି। ହ୍ବାଟ୍ସଆପ ହ୍ୟାକ କରିବା ପରେ ତାଙ୍କ…

ଲଘୁଚାପ ସକ୍ରିୟ, କିଛି ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

ରାଜ୍ୟରେ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୭୦କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ…

ରାଜ୍ୟରେ ୨୭୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ୧୧୩ ଜଣ…

ସୁଦୀପ୍ତ ଇଣ୍ଡିଆନ ଅଏଲ ନିର୍ଦ୍ଦେଶକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭାଜପା ନେତା ସୁଦୀପ୍ତ ରାୟ ଇଣ୍ଡିଆନ ଅଏଲର ନିର୍ଦ୍ଦେଶକ ରୂପେ ଦାୟିତ୍ୱ ପାଇଛନ୍ତି। ସୁଦୀପ୍ତ ରାଜ୍ୟ ସରକାରଙ୍କ ଯୋଗାଣ ବିଭାଗ ଅଧୀନରେ ଦୁଇ ଦୁଇଥର ଅଧ୍ୟକ୍ଷ ଭାବେ ସୁଚାରୁରୂପେ କାର୍ଯ୍ୟ ଭାର ତୁଲାଇଥିଲେ। ତାଙ୍କ ଅଧ୍ୟକ୍ଷତା ସମୟରେ ଚାଷୀମାନଙ୍କଠାରୁ ଧାନକିଣା…

ଅପାରଗତା ଅଟକାଇଛି ପ୍ରକଳ୍ପ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ପର୍ଯ୍ୟଟନ ବିଭାଗର ଆନ୍ତରିକତା ଅଭାବରୁ ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରରେ ସେତେଟା ଆଖିଦୃଶିଆ ବିକାଶ ହୋଇପାରୁ ନାହିଁ। ସରକାର ପ୍ରତ୍ୟେକ ବର୍ଷ ବଜେଟରେ ପର୍ଯ୍ୟଟନ ବିଭାଗ ପାଇଁ ବ୍ୟୟ ବୃଦ୍ଧି କରି ଚାଲିଥିଲେ ମଧ୍ୟ ଅପାରଗ ଅଧିକାରୀମାନଙ୍କ ଯୋଗୁ ତାହା ଠିକଣା…

ଓଡ଼ିଶା ବନ୍ଦ ସଫଳ କରିବାକୁ ନିବେଦନ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ ଆସନ୍ତା ୧୨ ତାରିଖ ସକାଳ ୬ଟାରୁ ୧୨ଟା ପର୍ଯ୍ୟନ୍ତ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଏହାକୁ ରାଜ୍ୟବ୍ୟାପୀ ସଫଳ କରିବା ତଥା ରାଜଧାନୀର ସବୁ ସ୍ଥାନରେ…

ଦିଲ୍ଲୀରେ ପହଞ୍ଚିଲା ଯୁବ କଂଗ୍ରେସର ଆନ୍ଦୋଳନ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): କଳାହାଣ୍ଡି ମହାଲିଙ୍ଗସ୍ଥିତ ସନ୍‌ସାଇନ୍‌ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଓ ଗିରଫ କରିବା ସହ ମାମଲାର ନିରପେକ୍ଷ ତଦନ୍ତ ଦାବିରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ତା’ର…

୧୫ରୁ ଖୋଲିବ ଷଷ୍ଠ-ସପ୍ତମ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ନଭେମ୍ବର ୧୫ରୁ ଷଷ୍ଠ ଏବଂ ସପ୍ତମ ଶ୍ରେଣୀ  ସ୍କୁଲ ଖୋଲିବ। ଏନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ତେବେ ସ୍କୁଲରେ କୋଭିଡ ଗାଇଡ୍‌ଲାଇନ୍‌ ଅନୁଯାୟୀ ପାଠପଢ଼ା ହେବ ବୋଲି ସେ କହିଛନ୍ତି।…

ଗିରଫ ହେଲେ କୋଟିପତି ଓପିଏଚ୍‌ଡବ୍ଲ୍ୟୁସି ଡେପୁଟି ମ୍ୟାନେଜର ପ୍ରତାପ ସାମଲ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲେଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି)ର ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବୁଧବାର ଗିରଫ କରାଯାଇଛି। ଶେଷରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ପ୍ରତାପ ସାମଲ ଓ ତାଙ୍କ ସ୍ତ୍ରୀଙ୍କ ନାଁରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri