ମେଟ୍ରୋ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୨(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୬୦୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୨,୧୫,୩୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଆଜି…

ଓଡିଶାକୁ ରେଳ ଅନୁଦାନ

ଭୁବନେଶ୍ୱର,୨।୨(ବ୍ୟୁରୋ): ବଜେଟ୍‌ରେ ଓଡିଶାକୁ ରେଳ ଅନୁଦାନ ନେଇ ସୂଚନା। ଖୋର୍ଦ୍ଧା- ବଲାଙ୍ଗୀର ରେଳ ପାଇଁ ୮୯୧ କୋଟି ମଞ୍ଜୁର ହୋଇଛି। ସେହିପରି ଅନୁଗୋଳ- ସୁକିନ୍ଦା ରେଳ ଲାଇନ୍‌ ପାଇଁ ୪୭୫ କୋଟି, ହରିଦାସପୁର- ପାରାଦୀପ ଲାଇନ୍‌ ପାଇଁ ୮୫ କୋଟି ମଞ୍ଜୁର।…

ପିଲାଙ୍କ ଉପସ୍ଥାନ ତଥ୍ୟ ପଠାଇବେ ସ୍କୁଲ୍‌ ପ୍ରିନ୍ସିପାଲ

ଭୁବନେଶ୍ୱର,୨।୨(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଅନଲାଇନ୍‌ ପାଠପଢା ଉପରେ ଗୁରୁତ୍ୱାରୋପ କରାଯାଇଛି। ଉଭୟ ଅନ୍‌ଲାଇନ ଏବଂ ଅଫ୍‌ଲାଇନ କ୍ଲାସ କରୁଥିବା ପିଲାଙ୍କ ଉପସ୍ଥାନ ତଥ୍ୟ ଜଣାଇବା ପାଇଁ ସ୍କୁଲ୍‌ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ କେତେ ପିଲା ଅନ୍‌ଲାଇନ ଓ…

ନନ୍ଦନକାନନରେ ନାଲି ମହାବଳ ଶାବକର ମୃତ୍ୟୁ

ବାରଙ୍ଗ,୨।୨(ଡି.ଏନ୍‌.ଏ.): ନନ୍ଦନକାନନରେ ୧୦ ମାସର ନାଲି ମହାବଳ ଶାବକର ମୃତ୍ୟୁ ଘଟିଛି। ଧଳା ବାଘୁଣୀ ବିଜୟାର ଅଣ୍ଡିରା ଶାବକ ବଂଶୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫଳରେ ଚିଡ଼ିଆଖାନାରେ ବାଘ ସଂଖ୍ୟା ୨୮କୁ ଖସିଆସିଛି । ୧୦ ଦିନ ତଳେ ବାଘ ସଫାରୀରେ…

ପୌର ନିର୍ବାଚନ: ଫେବୃୟାରୀ ୧୦ରେ ପ୍ରାଥମିକ ଭୋଟର ତାଲିକା ପ୍ରକାଶ

ଭୁବନେଶ୍ୱର,୨।୨: ୧୧୦ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ୪୮ ମ୍ୟୁନିସିପାଲିଟି ଓ ୫୯ ଏନଏସି ସୀମା ନିିର୍ଦ୍ଧାରଣ ଓ ଆସନ ଆରକ୍ଷଣର ଚୂଡାନ୍ତ ତାଲିକା ଜିଲା ମାଜିଷ୍ଟ୍ରେଟ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିଛନ୍ତି । ସେହିପରି…

କବି ପ୍ରମୋଦ କୁମାର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨।୨(ବ୍ୟୁରୋ): କବି ପ୍ରମୋଦ କୁମାର ମହାନ୍ତିଙ୍କ ବୁଧବାର ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ କବି ପ୍ରମୋଦ କୁମାର ମହାନ୍ତିଙ୍କ…

ପରପାରିରେ କବି ପ୍ରମୋଦ କୁମାର ମହାନ୍ତି

ଭୁବନେଶ୍ୱର,୨।୨(ବ୍ୟୁରୋ): କବି ପ୍ରମୋଦ କୁମାର ମହାନ୍ତିଙ୍କ ବୁଧବାର ପରଲୋକ ହୋଇଛି। ୧୯୬୭ଠାରୁ ସେ ତାଙ୍କର କାବ୍ୟଯାତ୍ରା ଆରମ୍ଭ କରିଥିଲେ । କିନ୍ତୁ ୧୯୮୨ରେ ‘ଦେବୀପାଦ’ ହିଁ ତାଙ୍କୁ କବି ଭାବରେ ପ୍ରତିଷ୍ଠା କରିଥିଲା । ସେ ଦୀର୍ଘ ଚାରି ଦଶନ୍ଧି ହେବ…

ଚାକିରିରୁ ବିଦା ହେଲେ ବରିଷ୍ଠ ଆଇଏଏସ୍‌ ଅଫିସର ବିନୋଦ କୁମାର

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଚାକିରିରୁ ବହିଷ୍କାର କରିଛନ୍ତି। ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବାରୁ ତାଙ୍କୁ ଚାକିରୀରୁ ବିଦା କରାଯାଇଥିବା ନେଇ ବୁଧବାର…

ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୬୪୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

୩ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୩୪୫୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୩୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୧୨ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…

ବିଜେଡି ବିରୋଧରେ କାର୍ଯ୍ୟାନୁଷ୍ଠାନ ଶୂନ: ଭାଜପା

ଭୁବନେଶ୍ୱର, ୨।୨(ବ୍ୟୁରୋ): ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଶାସକ ବିଜେଡିକୁ ହାରିଯିବା ଭୟ ଘାରିଛି ା ହତାଶ ହୋଇ ବିଜେଡି ବିରୋଧୀଙ୍କ ପ୍ରତି ହିଂସାପରାୟଣ ହୋଇପଡ଼ିଛି ବୋଲି ଭାଜପାର ଏକ ପ୍ରତିନିଧି ଦଳ ମଙ୍ଗଳବାର ନିର୍ବାଚନ କମିଶନଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଭାଜପା…

ସଂକ୍ରମିତ ହେଲେ ୭ ଦିନ ମିଳିବ ଛୁଟି

ଭୁବନେଶ୍ୱର,୨।୨(ବ୍ୟୁରୋ)-କୋଭିଡ୍‌-୧୯ ସଂକ୍ରମିତ ହେଲେ ସରକାରୀ କର୍ମଚାରୀଙ୍କୁ ୭ଦିନ ଛୁଟି ମିଳିବ। ଏହାଠାରୁ କର୍ମଚାରୀମାନେ ଯଦି ଅଧିକ ଦିନ ରହିବେ ତେବେ ସେମାନଙ୍କୁ ମେଡିକାଲ ସାର୍ଟିଫିକେଟ ଆଣିବାକୁ ପଡ଼ିବ। ସାଧାରଣ ପ୍ରଶାସନ ବିଭାଗ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?