ମେଟ୍ରୋ

୨୦ ବର୍ଷରେ ଓଡ଼ିଶା ବିକାଶକୁ ଦେଖ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବିଗତ ୨୦ ବର୍ଷରେ ଓଡ଼ିଶାରେ ବିକାଶର ବିଭିନ୍ନ କ୍ଷେତ୍ରରେ ଦ୍ରୁତ ପରିବର୍ତ୍ତନ ଘଟିଛି ବୋଲି ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ମଙ୍ଗଳବାର ଲୋକସେବା ଭବନରେ ଆଇଏସ୍‌ ଶିକ୍ଷାନବିସମାନେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଥିଲେ। ଏହି ଅବସରରେ ଗ୍ରାମୀଣ…

ଓଡ଼ିଶାକୁ ପ୍ରଥମ ଜାତୀୟ ଇ-ବିଧାନସଭା ଗୌରବ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଓଡିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ପ୍ରାପ୍ତ ହୋଇଛି। ରାଜ୍ୟ ସରକାରଙ୍କ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଜାତୀୟ ପ୍ରଯୁକ୍ତି ବିଦ୍ୟା କେନ୍ଦ୍ର ଓଡ଼ିଶା ଶାଖା ଓ ଓକାକ୍‌ର ବୈଷୟିକ ସହାୟତା କ୍ରମେ…

ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୩୬୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ରାଜ୍ୟରେ ୩୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ଅଛନ୍ତି। ଏହି ୩୮୭ ଜଣଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୪ଟି…

ମୁଖ୍ୟ ପାରିଲେନି, ଅଫିସର କରିବେ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):କୋଟିଆ ଗ୍ରାମପୁଞ୍ଜ, ନେରେଡି ବ୍ୟାରେଜ, ଝଞ୍ଜାବତୀ ଜଳପ୍ରପାତ, ପୋଲାଭରମ, ବାହୁଦା ନଦୀ ଜଳ ଛାଡ଼ିବା, ବାଲିମେଳା ଓ ଅପର ସିଲେରୁ ଜଳବିଦ୍ୟୁତ୍‌ କ୍ଷେତ୍ର ଆଦି ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସମାଧାନ ପାଇଁ ଆନ୍ଧ୍ର ଏବଂ ଓଡ଼ିଶା ସରକାରଙ୍କ ଅଫିସରମାନେ ମିଳିତ ଭାବେ…

ଖୋର୍ଦ୍ଧାରେ ବାର୍ଡ ଫ୍ଲୁ ଆଶଙ୍କା

ଭୁବନେଶ୍ୱର(ବ୍ୟୁରୋ)/ବେଗୁନିଆ,୯ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଧୀନ କୋତଳାଙ୍ଗ ଗ୍ରାମରେ ମଙ୍ଗଳବାର କାଉ ମଡ଼କ ଦେଖାଯାଇଛି। ଅଚାନକ କାଉ ମରୁଥିବା ଯୋଗୁ ବାର୍ଡ ଫ୍ଲୁ ଆଶଙ୍କା କରାଯାଇଛି। ଫଳରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଅଞ୍ଚଳରେ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ…

ଓଡ଼ିଶାରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ରାଜଧାନୀରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌.ଜଗନମୋହନ ରେଡ୍ଡୀ। ମଙ୍ଗଳବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେ ରାଜ୍ୟ ଅତିଥି ଭବନ ଯାଇଛନ୍ତି। କିଛି ସମୟ ବିଶ୍ରାମ ନେବା ପରେ ସେ ଲୋକ ସେବା…

ଭିଜିଲାନ୍ସ ଜାଲରେ ଓପିଏଚ୍‌ଡବ୍ଲ୍ୟୁସି ମ୍ୟାନେଜର : ୧୦ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/ବାସୁଦେବପୁର,୯।୧୧(ବ୍ୟୁରୋ/ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ହାଉସିଂ କର୍ପୋରେଶନର (ଓପିଏଚ୍‌ଡବ୍ଲ୍ୟୁସି) ମ୍ୟାନେଜର ପ୍ରତାପ ସାମଲଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଆୟ ବହର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ୧୦ ଜଣିଆ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଏକକାଳୀନ ଭିଜିଲାନ୍ସ…

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୬୪କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ଥିବା ବେଳେ ଅନୁଗେଳରୁ ଜଣେ ଅଛନ୍ତି। ତେବେ ଆଜି ରାଜ୍ୟରେ ୨୯୬…

ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୨୯୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୨ ଜଣ ଲୋକାଲ…

ପୋଲିସ ଟାର୍ଗେଟରେ ଫେରାର ୨୨

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀରେ ନୂଆ ଅପରାଧ ସାମ୍ରାଜ୍ୟ ଗଢ଼ିଥିବା କେବିଏନ୍‌ ଗ୍ୟାଙ୍ଗ୍‌ ଏବେ କମିଶନରେଟ ପୋଲିସର ନିଦ ହଜାଇଛି। ବନ୍ଧୁକ, ଖଣ୍ଡା, ଭୁଜାଲି ବୁଲାଇ ଭୟ ଓ ଆତଙ୍କ ଖେଳାଉଛି। ଗୋଟିକ ପରେ ଗୋଟିଏ ଭିଡିଓ ଭାଇରାଲ କରି ପୋଲିସକୁ ଖୋଲା ଚ୍ୟାଲେଞ୍ଜ…

ଜଙ୍କ୍‌ସନରେ ଯାଉଛି ଜୀବନ, ମାସକରେ ରିପୋର୍ଟ ଦିଅ: ୨୦୨୦ରେ ଦୁର୍ଘଟଣାରେ ଯାଇଛି ୧୧୬୪ ଜୀବନ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ିବା ଦ୍ୱାରା ଅନେକଙ୍କ ଜୀବନ ଚାଲିଯାଉଛି। ଏହାକୁ ରୋକିବା ପାଇଁ ସମସ୍ତ ପ୍ରକାର ପ୍ରୟାସ ସତ୍ତ୍ୱେ ସେତେଟା ସୁଫଳ ମିଳୁନାହିଁ। ଏପରିକି ଗତ ୬ ବର୍ଷରେ ମୃତ୍ୟୁସଂଖ୍ୟା ୨୧ ପ୍ରତିଶତ ବଢ଼ିଛି। ବିଶେଷକରି ବିଭିନ୍ନ ଜାତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri