ଏଣିକି ପୂର୍ଣ୍ଣ ସାମର୍ଥ୍ୟରେ ଚାଲିବ ଅଫିସ; ସଂକ୍ରମିତ ହେଲେ ମିଳିବ ୭ ଦିନ ଛୁଟି
ଭୁବନେଶ୍ୱର,୧ା୨(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମିତ ହେଲେ ସରକାରୀ କର୍ମଚାରୀଙ୍କୁ ୭ଦିନ ଛୁଟି ମିଳିବ। ଏହାଠାରୁ କର୍ମଚାରୀମାନେ ଯଦି ଅଧିକ ଦିନ ରହିବେ ତେବେ ସେମାନଙ୍କୁ ମେଡିକାଲ ସାର୍ଟିଫିକେଟ ଆଣିବାକୁ ପଡ଼ିବ। ସାଧାରଣ ପ୍ରଶାସନ ବିଭାଗ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ…
କେନ୍ଦ୍ରୀୟ ବଜେଟରେ ବ୍ୟୟବରାଦ ହ୍ରାସକୁ ମୁଖ୍ୟମନ୍ତ୍ରୀଙ୍କ ନାପସନ୍ଦ; କହିଲେ ଏମିତି
ଭୁବନେଶ୍ୱର,୧।୨(ବ୍ୟୁରୋ): କେନ୍ଦ୍ରୀୟ ବଜେଟକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। କୃଷକ ଓ କୃଷି କଲ୍ୟାଣ, ଉଚ୍ଚଶିକ୍ଷା, ଗ୍ରାମୀଣ ବିକାଶ ଏବଂ ମହିଳା ଓ ଶିଶୁ ବିକାଶ ଭଳି ବିଭାଗ ପାଇଁ ବ୍ୟୟବରାଦ ହ୍ରାସ କରିବା ସମ୍ପୃକ୍ତ କ୍ଷେତ୍ରର…
୩ରୁ ବର୍ଷା ! ଏସବୁ ଜିଲାରେ କୁଆପଥର ମାଡ଼କୁ ନେଇ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧।୨(ବ୍ୟୁରୋ): ଆସନ୍ତା ୩ ତାରିଖରୁ ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୪ରେ ଏହାର ପରିମାଣ ବୃଦ୍ଧି ପାଇବାର ଅନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ପଶ୍ଚିମା ଝଡ଼ ଆଗମନର ଆଶଙ୍କା ଓ ବଙ୍ଗୋପସାଗର ଅଞ୍ଚଳରୁ…
ହାତ ଛାଡ଼ି ଶଙ୍ଖ ଧରିଲେ କୋରାପୁଟର ୩ ଟାଣୁଆ ନେତା
ଭୁବନେଶ୍ୱର,୧।୨(ବ୍ୟୁରୋ): କୋରାପୁଟ ଜିଲାର ୩ ଟାଣୁଆ ନେତା ବିଜୁ ଜନତା ଦଳ(ବିଜେଡି)ରେ ମିଶିଛନ୍ତି। ସେମାନେ କୋରାପୁଟ ଓ ମାଲକାନଗିରି ଜିଲା ବିଜେଡି ପର୍ଯ୍ୟବେକ୍ଷକ ଚନ୍ଦ୍ରସାରଥି ବେହେରା ଏବଂ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ।…
‘ବହୁତ କମ୍ ଦିନରେ ଭଲ ସ୍ଥିତିକୁ ଆସିବା’
ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜ୍ୟରେ ଲଗାତାର ଭାବେ କରୋନା ସଂକ୍ରମଣ ହ୍ରାସ ପାଉଥିବା ଦେଖାଯାଉଛି । କିଛି ଦିନ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଥିବା ବେଳେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଏହି ସ୍ଥିତିକୁ ନେଇ ମଙ୍ଗଳବାର ପ୍ରତିକ୍ରିୟା…
କମୁଛି କରୋନା ଗ୍ରାଫ୍ : ଅଳ୍ପ ଦିନ ଭିତରେ ସମ୍ପୂର୍ଣ୍ଣ ଭଲ ସ୍ଥିତିକୁ ଫେରିବା
ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣର ଗତି ଲଗାତାର ଭାବେ କମି ଚାଲିଛି । ଏହାକୁ ମାାନିଲେ ଆଗକୁ ଏହି ଟ୍ରେଣ୍ଡ ଜାରି ରହିବ। ବହୁତ ଅଳ୍ପ ଦିନ ଭିତରେ ଆମେ ସମ୍ପୂର୍ଣ୍ଣ ଭଲ ସ୍ଥିତିକୁ ଆସିବା ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ…
ରାଜ୍ୟରୁ ପୁଣି ୧୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୬୨୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କଟକ ଜିଲାରୁ…
ରାଜ୍ୟରେ ଚିହ୍ନଟ ହେଲେ ୩୦୮୬ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୦୮୬ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୪୫୪ ଜଣ ପିଲା ଅଛନ୍ତି। ୧୭୯୭ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୨୮୯ ଲୋକାଲ କେସ ରହିଛି। ଏନେଇ ମଙ୍ଗଳବାର ରାଜ୍ୟ ସୂଚନା…
ପ୍ରେମ ପ୍ରତାରଣା ପାଇଁ ଚାଲିଗଲା ୨ ଜୀବନ
ଭୁବନେଶ୍ୱର,୧।୨(ବ୍ୟୁରୋ): ଦୁଇବର୍ଷ ହେବ ଜଣେ ଗାୟିକାଙ୍କୁ ପ୍ରେମ କରୁଥିଲେ। ଉଭୟଙ୍କ ବିବାହ ବି ସ୍ଥିର ହୋଇଯାଇଥିଲା। ହେଲେ ପ୍ରେମିକାଙ୍କ ପ୍ରତାରଣା ଶେଷରେ ଜଣେ ମଡେଲଙ୍କ ପ୍ରାଣ ନେଇଗଲା। ସୋମବାର ଇନ୍ଫୋସିଟି ଥାନା ନନ୍ଦନବିହାର ଅଞ୍ଚଳରେ ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।…
ଛତିଶଗଡ଼, ଓଡ଼ିଶା ସବ୍ ଏରିଆ କମାଣ୍ଡର ହେଲେ ବ୍ରିଗେଡିୟର ଭିଗ୍ନେଶ ମହାନ୍ତି
ଭୁବନେଶ୍ୱର, ୧।୨ (ବ୍ୟୁରୋ): ଛତିଶଗଡ଼ ଓ ଓଡ଼ିଶା ସବ୍ ଏରିଆ କମାଣ୍ଡର ହେଲେ ବ୍ରିଗେଡିୟର ଭିଗ୍ନେଶ ମହାନ୍ତି। ବ୍ରିଗେଡିୟର୍ ପ୍ରଶାନ୍ତ ଚୌହାନଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଦାୟୀ ସବ୍ଏରିଆ କମାଣ୍ଡର ବ୍ରିଗେଡିୟର୍ ଚୌହାନ୍ ରାଜ୍ୟ ସରକାରଙ୍କ ସହ ଏକ ଉତ୍ତମ…
ସରାଇ ଆପ୍ ସୁରକ୍ଷିତ
ସରାଇ ଆପ୍ ହ୍ୟାକ୍ ହୋଇପାରିବ ନାହିଁ କି ? ଯଦି ଏହି ଆପ୍ ଦ୍ୱାରା କୌଣସି ନିରୀହ ଯାତ୍ରୀ କିମ୍ବା ବ୍ୟବସାୟୀ ପ୍ରତିନିଧିଙ୍କ ତଥ୍ୟ ଲିକ୍ ହୋଇଯାଏ, ତେବେ କ’ଣ ହେବ ? ଡିସିପି: ପୂର୍ବରୁ ଅନେକ ହୋଟେଲ ସେମାନଙ୍କ ଅତିଥିଙ୍କ…
ଆବାସ ପ୍ଲସ୍ ଖୋଲିବାକୁ ପୁଣି ଚିଠି ଲେଖିଲା ରାଜ୍ୟ
ଭୁବନେଶ୍ୱର,୧ା୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମ୍ଏୱାଇ-ଜି) ଅଧୀନରେ ଗୃହ ମଞ୍ଜୁର କରିବା ସଂକ୍ରାନ୍ତରେ ରାଜ୍ୟ ସରକାର କେନ୍ଦ୍ରକୁ ପୁଣି ମନେପକାଇ ଦେଇଛନ୍ତି। ରାଜ୍ୟ ସରକାର ଘର ଯୋଗାଇ ଦେବାକୁ କେନ୍ଦ୍ରକୁ ବାରମ୍ବାର ଅନୁରୋଧ କରିବା ପରେ ମଧ୍ୟ କୌଣସି ଉତ୍ତର ମିଳୁନାହିଁ।…

