କମିଲା ବସ୍ ଭଡ଼ା
ଭୁବନେଶ୍ୱର,୬।୧୧(ବ୍ୟୁରୋ): କମିଲା ବସ ଭଡ଼ା। ତେଲ ଦର କମିବାରୁ ହ୍ରାସ ପାଇଛି ବସ୍ ଭଡ଼ା। ବିଭିନ୍ନ ବସ ସେବା ପାଇଁ ଭଡ଼ା ହ୍ରାସ କରାଯାଇଛି। ସାଧାରଣ ବସ ଭଡ଼ା ପୂର୍ବରୁ କିଲୋମିଟର ପିଛା ୯୨ ପଇସା ଥିବା ବେଳେ ଏବେ ଏହା…
ମଦମୁକ୍ତ ହେବ ପଞ୍ଚାୟତ ନିର୍ବାଚନ : ବଢ଼ିପାରେ ପ୍ରଚାର ଖର୍ଚ୍ଚ
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିମୁକ୍ତ କରିବାକୁ ଶନିବାର ସର୍ବଦଳୀୟ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ୪ ପ୍ରସ୍ତାବ ଉପସ୍ଥାପନ ହୋଇଛି। ଚଳିତ ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ସହ ଭୋଟର ତାଲିକାକୁ ତ୍ରୁଟିଶୂନ୍ୟ କରିବାକୁ ବୈଠକରେ…
ଶଙ୍ଖ ଧରିଲେ ପ୍ରଦୀପ ମାଝି
ଭୁବନେଶ୍ୱର,୬ା୧୧(ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଇଥିବା ନବରଙ୍ଗପୁରର ପୂର୍ବତନ ଏମ୍ପି ପ୍ରଦୀପ ମାଝି ଶନିବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ,ଏମ୍ପି ରମେଶ ମାଝି, ବିଜେଡିର ନବରଙ୍ଗପୁର ଜିଲା ପ୍ରଭାରୀ ତଥା କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା…
ରାଜ୍ୟରେ ଆଖି ବୁଜିଲେ ଆଉ ୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୫୪ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନୁଗୋଳ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା…
ନିର୍ବାଚନ ହାରୁଥିବା ଲୋକେ ଦଳ ଛାଡ଼ୁଛନ୍ତି: ତାରା
ଭୁବନେଶ୍ୱର,୬।୧୧(ବ୍ୟୁରୋ): ନବରଙ୍ଗପୁରର ପୂର୍ବତନ କଂଗ୍ରେସ ଏମ୍ପି ପ୍ରଦୀପ ମାଝି ଆଜି ବିଜେଡିରେ ଯୋଗ ଦେବେ । ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ପ୍ରଦୀପ ଓ ତାଙ୍କ ସହ ଅନେକ କର୍ମୀ ବିଜେଡିରେ ମିଶିବେ । କିଛି ବରିଷ୍ଠ କଂଗ୍ରେସ ନେତା ମଧ୍ୟ…
ପଞ୍ଚାୟତ ନିର୍ବାଚନ ଲାଗି ଆଜି ବସିବ ସର୍ବଦଳୀୟ ବୈଠକ
ଭୁବନେଶ୍ବର,୬।୧୧(ବ୍ୟୁରୋ): ରାଜ୍ୟ ନିର୍ବାଚନ ଆୟୋଗଙ୍କ ସର୍ବଦଳୀୟ ବୈଠକ ଶନିବାର ଦିନ ୧୧ ଟାରେ ବସିବ। ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ଜୋରଦାର ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ। ଏହି ବୈଠକ ନିର୍ବାଚନ ଆୟୋଗଙ୍କ ସଭାଗୃହରେ ଅନୁଷ୍ଠିତ ହେବ। ବୈଠକରେ ଯୋଗ…
ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୮ କରୋନା ପଜିଟିଭ୍
ଭୁବନେଶ୍ୱର,୪।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୯…
ଭାଜପାରେ ମିଶିଲେ ଦିଲୀପ, ଉତ୍ତମ
ଭୁବନେଶ୍ୱର,୬।୧୧(ବ୍ୟୁରୋ):ନିମାପଡ଼ା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଦିଲୀପ ନାୟକ ଏବଂ ଦିଗପହଣ୍ଡି ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା ଉତ୍ତମ ପାଣିଗ୍ରାହୀ ଆନୁଷ୍ଠାନିକ ଭାବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଅନୁଷ୍ଠିତ ମିଶ୍ରଣ ପର୍ବରେ…
୧୦ ଦିନ ପାଇଁ ବିଜେଡି ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍ର ଅହେତୁକ ଦରବୃଦ୍ଧି ବିରୋଧରେ ବିଜେଡି ଆରମ୍ଭ କରିଥିବା ଆନ୍ଦୋଳନକୁ ୧୦ଦିନ ପାଇଁ ସ୍ଥଗିତ ରଖିଛି। ତୈଳ ଦରରେ ସାମାନ୍ୟ ହ୍ରାସ ପରେ ଦଳ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏହି ସମୟ…
‘ପଞ୍ଚାୟତିରାଜ୍ ନୁହେଁ, ଅଫିସର ରାଜ୍’
ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ବିଜେଡି ଶାସିତ ସରକାର ଏକ ପ୍ରକାର କ୍ଷମତାହୀନ ଓ ସ୍ଥାଣୁ କରିଦେଇଛି। ୧୯୯୨ ମସିହାରେ ୭୩ତମ ଓ ୭୪ତମ ସମ୍ବିଧାନ ସଂଶୋଧନ ମାଧ୍ୟମରେ ଯେଉଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାକୁ ସାମ୍ବିଧାନିକ ସ୍ବୀକୃତି ଦିଆଯାଇଥିଲା, ବର୍ତ୍ତମାନ ଏହା…
ଜଳଭଣ୍ଡାର ୧୪% ଶୁଖିଛି
ଭୁବନେଶ୍ୱର,୬।୧୧(ବ୍ୟୁରୋ): ଗତ ସପ୍ତାହରେ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି) ଦ୍ୱାରା କରାଯାଇଥିବା ସର୍ଭେ ଅନୁଯାୟୀ ଦେଶର ୧୩୦ ଜଳଭଣ୍ଡାରରେ ଜଳ ଧାରଣ କ୍ଷମତା ୨୫୭.୮୧୨ ବିଲିୟନ କ୍ୟୁବିକ୍ ମିଟର (ବିସିଏମ୍) ଥିବା ବେଳେ ଗତ ୧୦ ବର୍ଷ ମଧ୍ୟରେ ଏହା ୩୩.୩%…
ପୁରସ୍କାର ନାଁ ‘ଜୟଦେବ ସମ୍ମାନ’ ବଦଳରେ ‘ମୋହନ ସୁନ୍ଦର ଦେବ ଗୋସ୍ବାମୀ’ ରଖାଯାଉ
ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ସମୟରେ ଜୁରି ଅଧ୍ୟକ୍ଷ ଥିବା ସୁରେନ୍ଦ୍ର ସାହୁ ସରକାରଙ୍କ ନିକଟରେ ୫ଟି ପ୍ରସ୍ତାବ ରଖିଛନ୍ତି। ସେ କହିଛନ୍ତି, ଚଳଚ୍ଚିତ୍ର ଜଗତରେ ଜୀବନବ୍ୟାପୀ ସାଧନା ପାଇଁ ‘ଶ୍ରୀ ଜୟଦେବ ସମ୍ମାନ’ ପ୍ରଦାନ କରାଯାଉଛି। ତେବେ…
Archives


