ମେଟ୍ରୋ

୫୧ ଶିଳ୍ପ ନେଇଛନ୍ତି ୬୯୮୯.୩୯ କୋଟି

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଶିଳ୍ପାୟନ ପାଇଁ ସରକାର ଜମି ଦେଉଛନ୍ତି। ହେଲେ ବିଭିନ୍ନ ଶିଳ୍ପସଂସ୍ଥା ସେହି ଜମିକୁ ଉଦ୍ଦେଶ୍ୟ ବାହାରେ ଅନ୍ୟ କାର୍ଯ୍ୟରେ ବିନିଯୋଗ କରୁଛନ୍ତି। ଫଳରେ ମୂଲ୍ୟବାନ ଜମି ଦୀର୍ଘଦିନ ଧରି ତଥାକଥିତ ଶିଳ୍ପ ମାଲିକମାନଙ୍କ କବ୍‌ଜାରେ ରହୁଛି। ସରକାରୀ ଜମି ବନ୍ଧକ…

ପୁଣି ଖସିଲା ପାରଦ, ୩୧ ଯାଏ ଶୀତର ପ୍ରକୋପ ଜାରି

ଭୁବନେଶ୍ୱର,୨୮ା୧(ବ୍ୟୁରୋ)-ରାଜ୍ୟରେ ଗତ କିଛିଦିନ ହେବ ପାରଦ ଉପରମୁହାଁ ରହିଥିବା ବେଳେ ଗୁରୁବାରଠାରୁ ତଳମୁହାଁ ହୋଇଛି। କେତେକ ସ୍ଥାନରେ ଶୀତ ଲହରି ଆରମ୍ଭ ହୋଇଛି। ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡାବାୟୁ ପ୍ରବାହ ଯୋଗୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ତଳକୁ ଖସିଛି। ୮ଟି ସ୍ଥାନରେ…

ପୁଣି ବଢ଼ିବ ଶୀତ: ୧୩ ଜିଲାକୁ ୟେଲୋ ଓ୍ବାଣ୍ଣିଂ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିବ ଶୀତ। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ରାତିରେ ତାପମାତ୍ରା ହ୍ରାସ ପାଇବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଘନ କୁହୁଡ଼ି ସହ ଶୀତ ଲହର ନେଇ ୧୩ ଜିଲାକୁ ୟେଲୋ ଓ୍ବାଣ୍ଣିଂ…

ଓଡ଼ିଶା ପ୍ରସ୍ତୁତ ପ୍ରଥମ ଆଣ୍ଟିଜେନ ଟେଷ୍ଟ କିଟ୍‌କୁ ଅନୁମତି

ଭୁବନେଶ୍ବର,୨୮।୧(ବ୍ୟୁରୋ): ଓଡ଼ିଶା ପ୍ରସ୍ତୁତ ପ୍ରଥମ ଆଣ୍ଟିଜେନ ଟେଷ୍ଟ କିଟ୍‌କୁ ଆଇସିଏମ୍‌ଆର ଅନୁମତି ଦେଇଛିି । ଆଇଏମ୍‌ସିଓଭି- ଏଜି କିଟ୍‌କୁ ଅନୁମତି ମିଳିଥିବା ଜଣାପଡିଛି। ମେକ୍‌ ଇନ୍‌ ଓଡ଼ିଶା ରାପିଡ୍‌ ଆଣ୍ଟିଜେନ କିଟ୍‌କୁ ଭୁବନେଶ୍ବର ଇମ୍‌ଜେନେକ୍ସ ଇଣ୍ଡିଆ ଲିମିଟେଡ ପ୍ରସ୍ତୁତ କରିଛି ।…

‘ରାଜ୍ୟରେ କୋଭିଡ ସ୍ଥିତି ବର୍ତ୍ତମାନ କମିବା ଅବସ୍ଥାରେ ଅଛି’

ଭୁବନେଶ୍ବର ୨୮।୧(ବ୍ୟୁରୋ): ରାଜ୍ୟରେ କୋଭିଡ ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସେ କହିଛନ୍ତି, ରାଜ୍ୟରେ କୋଭିଡ ସ୍ଥିତି ବର୍ତ୍ତମାନ କମିବା ଅବସ୍ଥାରେ ଅଛି । ପୂରା ତଳକୁ ଆସିନାହିଁ । ଦ୍ୱିତୀୟତଃ ଟିକାକରଣ…

ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗା ବୁଡ଼ ମନା

ଭୁବନେଶ୍ୱର,୨୮।୧(ବ୍ୟୁରୋ): କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଏବର୍ଷ ମଧ୍ୟ ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ମନା ହୋଇଛି। କରୋନା କଟକଣା ମଧ୍ୟରେ ମାଘ ସପ୍ତମୀ ଓ ଚନ୍ଦ୍ରଭାଗା ନୀତି ହେବ। ଏ ନେଇ ବୈଠକରେ ନିଷ୍ପତ୍ତି ହୋଇଛି। ଐଶାନ୍ୟେଶ୍ୱର, ଦକ୍ଷିଣେଶ୍ୱର,…

ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ…

ଆଜି ରାଜ୍ୟରୁ ୫୦୫୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୦୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୬,୨୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୯୩୨ ଜଣ ଚିହ୍ନଟ ହୋଇଥିବା…

ନାମାଙ୍କନ ପାଇଁ ପୁନଃ ବିଜ୍ଞପ୍ତି

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଯେଉଁ ନିର୍ବାଚନମଣ୍ଡଳୀରେ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି କିମ୍ବା ସମସ୍ତ ପ୍ରାର୍ଥିପତ୍ର ଖାରଜ ହୋଇଛି, ସେଠାରେ ନାମାଙ୍କନ ପାଇଁ ପୁଣି ସୁଯୋଗ ଦିଆଯାଇଛି। ପୁଣି ଥରେ ନାମାଙ୍କନ ଦାଖଲ କରିବା ପାଇଁ ଜିଲାସ୍ତରରେ ଗୁରୁବାର ପୁନଃ ବିଜ୍ଞପ୍ତି ଜାରି…

ମୋ ଘର କଂଗ୍ରେସ ଭବନ: ପ୍ରସାଦ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ପୁରୀ ସତ୍ୟବାଦୀ ନିର୍ବାଚନମଣ୍ଡଳୀ ଅଧୀନ ୬ ଜିଲା ପରିଷଦ ଜୋନ୍‌ରେ କଂଗ୍ରେସ ଗୋଟିଏ ହେଲେ ପ୍ରାର୍ଥୀ ନ ଦେବା ଘଟଣାରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ମୁହଁ ଖୋଲିଛନ୍ତି। ଦଳ ପକ୍ଷରୁ ଟିକେଟ୍‌ ଦିଆଯିବା ସମ୍ପୂର୍ଣ୍ଣ ପିସିସି ସଭାପତିଙ୍କ…

ନିରପେକ୍ଷ ନ ହେଲେ ଚାକିରି ଯିବ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜୋର୍‌ ଧରିଥିବାବେଳେ ସରକାରୀ ଓ ସ୍ବାୟତ୍ତ ସଂସ୍ଥାର କର୍ମଚାରୀମାନଙ୍କୁ ନିରପେକ୍ଷ ରହିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ନଚେତ୍‌ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ ଅନୁସାରେ ଚାକିରି ହରାଇବାକୁ ପଡିବ ବୋଲି ମୁଖ୍ୟ…

୨୯ରୁ ବଢ଼ିବ ଶୀତ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଆସନ୍ତା ୩୧ ଯାଏ ରାଜ୍ୟରେ ପାଗ କୁହୁଡ଼ି ଓ ଶୀତୁଆ ରହିବ। ଆସନ୍ତା ୨୯ରେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଶୀତ ଲହରି ପ୍ରବାହିତ ହେବ। ୨୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ବଲାଙ୍ଗୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?