ମେଟ୍ରୋ

ଅଯଥାରେ ବିଭ୍ରାନ୍ତି କରୁଛି କଂଗ୍ରେସ: ପୃଥ୍ବୀରାଜ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ପ୍ରସଙ୍ଗକୁ ନେଇ କଂଗ୍ରେସ ଅଯଥାରେ ବିଭ୍ରାନ୍ତି କରୁଛି। ରାଜ୍ୟ ଭାଜପା ଏହି ପ୍ରସଙ୍ଗରେ ଲୋକମାନଙ୍କ ପାଖକୁ ଯିବା ସହ ସେମାନଙ୍କୁ ସଚେତନ କରାଇବ। ପ୍ରାୟ ୧ କୋଟି ଲୋକଙ୍କ ପାଖରେ ଭାଜପା ପହଞ୍ଚିବ ବୋଲି...

ରାଜଧାନୀରେ ଜଳିଗଲା ବସ୍‌

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗର ପ୍ଲଟ ନଂ ୩୧୬ ନିକଟରେ ଥିବା ଏକ ବସ୍‌(କେଏ-୦୧ଡି-୫୧୮୦)ରେ ବୁଧବାର ନିଆଁ ଲାଗି ଜଳିିଯାଇଛି। ଏଥିରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ତେବେ କେହି ଉଦ୍ଦେଶ୍ୟମୂଳକ ଭାବେ ଅଥବା...

ଦୁଇରୁ ତିନି ଦିନ ମଧ୍ୟରେ କମିବ ପିଆଜ ଦର: ମନ୍ତ୍ରୀ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଦୀର୍ଘ ଚାରି ମାସ ଧରି ପିଆଜ ଦର ଆକାଶଛୁଆଁ। ମହାରାଷ୍ଟ୍ର ଓ ଇଜିପ୍ଟରୁ ପିଆଜ ଆସିବା ସତ୍ତ୍ୱେ ବଜାରରେ ଏହାର ଖୁଚୁରା ଦର କମୁନାହିଁ। ଏବେ ବି ପିଆଜ କିଲୋ ପ୍ରତି ୯୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଛି।...

ସ୍କୁଲକୁ ଛାତ୍ରୀଛାତ୍ର ଗାଡ଼ି ନେଇ ଆସିବା ମନା, ଜାରି ହେଲା ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ସ୍କୁଲରେ ପଢ଼ୁଥିବା ପିଲାଙ୍କୁ ବାଇକ୍‌ ମନା। ୧୮ ବର୍ଷରୁ କମ୍‌ ବୟସର ପିଲାମାନେ ସ୍କୁଲକୁ ବାଇକ ଆଣି ଆସିପାରିବେ ନାହିଁ। ଏହି ନିୟମକୁ କଡ଼ାକଡ଼ି ପାଳନ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମସ୍ତ ଉଚ୍ଚ...

ନୂଆବର୍ଷ ପାଇଁ ସଜେଇ ହେଉଛି ପୁରୀ: ଆକର୍ଷଣୀୟ ହେବ ସିଂହଦ୍ୱାର ଶେଡ୍‌

ପୁରୀ ଅଫିସ, ୨୫ା୧୨:ଆସୁଛି ନୂଆବର୍ଷ। ସଜେଇ ହେଉଛି ପୁରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହେଉଛି ପର୍ଯ୍ୟଟନ ସହର। ବିଶେଷକରି ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁମାନେ ଯେପରି କୌଣସି ପ୍ରକାର ସମସ୍ୟାରେ ନ...

ଅଭିନେତ୍ରୀଙ୍କ ପ୍ରେମ ଠକେଇ, ମୁମ୍ବାଇରୁ ଭୁବନେଶ୍ୱର

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ମାଟ୍ରିମୋନି ସାଇଟ୍‌ରେ ଉଭୟଙ୍କର ହୋଇଥିଲା ପରିଚୟ। ତା’ପରେ ପ୍ରେମ ଆଉ ପ୍ରତାରଣା। ପ୍ରେମ ଓ ବିବାହ ବାହାନାରେ ପ୍ରେମିକଙ୍କଠାରୁ ଟଙ୍କା ଓ ସାମଗ୍ରୀ ହାତେଇନେବା ପରେ ପ୍ରତାରଣା କରିଛନ୍ତି ଜଣେ ଓଡ଼ିଆ ଅଭିନେତ୍ରୀ। ମୁମ୍ବାଇରୁ ଭୁବନେଶ୍ୱର ଯାଏ ଲମ୍ବିଥିବା ଏହି...

ବାଲୁକା କଳାରେ ପ୍ଲାଷ୍ଟିକ ବର୍ଜନର ବାର୍ତ୍ତା

ପୁରୀ ଅଫିସ, ୨୫ା୧୨: ପ୍ଲାଷ୍ଟିକ ପ୍ରଦୂଷଣକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ପ୍ଲାଷ୍ଟିକ କେବଳ ପରିବେଶକୁ ପ୍ରଦୂଷଣ କରୁଛି ତା’ ନୁହେଁ ମଣିଷ, ପଶୁପକ୍ଷୀ ସମସ୍ତଙ୍କ ପାଇଁ ଏହା ମାରାତ୍ମକ ସାଜିଲାଣିି। ପୁଣି ବିଭିନ୍ନ ପ୍ରକାର ରୋଗର କାରଣ ବିି।...

ମଧ୍ୟରାତ୍ରିରେ ଉତ୍ସବ, ଜନ୍ମନେଲେ ଯିଶୁ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଖ୍ରୀଷ୍ଟ୍ରିୟାନ ଧର୍ମାବଲମ୍ବୀଙ୍କ ବଡ଼ପର୍ବ ଖ୍ରୀଷ୍ଟମାସ ପାଳନ ପାଇଁ ଉତ୍ସବମୁଖର ହୋଇ ଉଠିଛି ରାଜଧାନୀ। ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିବସକୁ ପାଳନ କରିବା ଓ ତାଙ୍କ ଜନ୍ମମୁହୂର୍ତ୍ତରେ ଉତ୍ସବ ମନାଇବାକୁ ବର୍ଷ ତମାମ ଅପେକ୍ଷାରେ ଥିଲେ ଖ୍ରୀଷ୍ଟଧର୍ମାବଲମ୍ବୀ। ଏନେଇ ମଙ୍ଗଳବାରଠାରୁ ରାଜଧାନୀର ଦୁଇଟି ପ୍ରମୁଖ...

ବଦଳିବ ଝାରସୁଗୁଡ଼ାର ରୂପ

ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ) :ଝାରସୁଗୁଡ଼ା ସହରକୁ ଏକ ନୂତନ ଆଧୁନିକ ସହର ରୂପେ ବିକଶିତ କରିବା ପାଇଁ ସରକାରୀସ୍ତରରେ ପ୍ରଚେଷ୍ଟା ଆରମ୍ଭ ହୋଇଛି। ଏଥିପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ...

ଓଡ଼ିଶା ସରକାରୀ ମୁଦ୍ରଣାଳୟର ଇ-ବାଣିଜ୍ୟ ପୋର୍ଟାଲ୍‌ ଲୋକାର୍ପିତ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଓଡ଼ିଶା ସରକାରୀ ମୁଦ୍ରଣାଳୟର ଇ-ବାଣିଜ୍ୟ ପୋର୍ଟାଲ ମଙ୍ଗଳବାର ଅପରାହ୍ନରେ ଲୋକାର୍ପିତ ହୋଇଛି ା କୃଷି ଉତ୍ପାଦନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ପୋର୍ଟାଲ୍‌କୁ ଲୋକାର୍ପଣ କରିଛନ୍ତି ା...

ଓଡ଼ିଶାରେ ଝାଡ଼ଖଣ୍ଡ ଫଳାଫଳ ପ୍ରଭାବ ପଡ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଝାଡ଼ଖଣ୍ଡରେ ଜେଏମ୍‌ଏମ୍‌-କଂଗ୍ରେସ ମେଣ୍ଟକୁ ବଡ଼ ସଫଳତା ମିଳିଛି। ସୋମବାର ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ଭାଜପାକୁ ଶକ୍ତ ଧକ୍କା ଦେଇଛି। ଭାଜପାକୁ ପଛରେ ପକାଇ ଜେଏମ୍‌ଏମ୍‌-କଂଗ୍ରେସ ମେଣ୍ଟ ୮୧ ଆସନ ବିଶିଷ୍ଟ ବିଧାନସଭାରେ ୪୭ ଆସନରେ ସଫଳତା ପାଇଛି। ଏହି...

ମେ ମାସରେ ବଡ଼ ଆନ୍ଦୋଳନ କରିବ ନବ ନିର୍ମାଣ କୃଷକ ସଙ୍ଗଠନ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଚାଷୀଙ୍କ ପ୍ରତି ବିଶ୍ୱାସଘାତକତା କରାଯାଇଛି। ଏହାର ପ୍ରତିବାଦରେ ନବ ନିର୍ମାଣ କୃଷକ ସଙ୍ଗଠନ ରାଷ୍ଟ୍ରୀୟ ସଂଯୋଜକ ଆସନ୍ତା ୨୬ରୁ ଅନଶନରେ ବସିବେ। ମଙ୍ଗଳବାର ନବ ନିର୍ମାଣ କୃଷକ ସଙ୍ଗଠନର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ସଂଯୋଜକ ଶେଷଦେବ...

ଦିଲ୍ଲୀ ପରେଡ୍‌ରେ ପ୍ରଦର୍ଶିତ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଆସନ୍ତା ୨୦୨୦ ଜନରାଜ୍ୟ ଦିବସରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟସ୍ତରୀୟ ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ଲାଗି ଯୋଗ୍ୟ ବିବେଚିତ ହୋଇଛି। ପ୍ରତି ବର୍ଷ କେନ୍ଦ୍ର ପ୍ରତିରକ୍ଷା ବିଭାଗ ପକ୍ଷରୁ ସମସ୍ତ ରାଜ୍ୟକୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ...

୧୨ ଡିଗ୍ରୀ ଉପରେ ସବୁ ସହର: ପୁଣି ବଢ଼ିପାରେ ଶୀତ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଚଳିତ ବର୍ଷ ଉତ୍ତର ଦିଗରୁ ଥଣ୍ଡା ବାୟୁ ପ୍ରବାହ ଆରମ୍ଭ ହୋଇ ନାହିଁ। ଗତ ସପ୍ତାହରେ ୫/୬ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିଥିଲେ ମଧ୍ୟ ମଙ୍ଗଳବାର ରାଜ୍ୟର ସମସ୍ତ ସହରାଞ୍ଚଳରେ ସର୍ବନିମ୍ନ ତାପମାତ୍ରା...

ଓ୍ବାନ ନେଶନ, ଓ୍ବାନ ରାଶନ:ବଦଳିବ ରାଶନ କାର୍ଡ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):କେବଳ ରାଜ୍ୟ ନୁହେଁ, ଦେଶର ଯେ କୌଣସି ସ୍ଥାନରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ଏସ୍‌ଏ)ରେ ସାମିଲ ହୋଇଥିବା ହିତାଧିକାରୀମାନେ ସେମାନଙ୍କର ରାଶନ ନେଇପାରିବେ। ସମଗ୍ର ଦେଶ ପାଇଁ ଗୋଟିଏ ପ୍ରକାର ରାଶନକାର୍ଡ ପ୍ରଚଳନ ହେବ। ସେଥିରେ ରାଜ୍ୟ ସରକାରଙ୍କର କୌଣସି...

୨୭ରେ ହେବ ଯୁକ୍ତ୨ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରେ ଯୁକ୍ତ୨ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନଠାରେ ବିଭାଗ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ...

ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ହାଇକୋର୍ଟରେ ଖାରଜ

କଟକ ଅଫିସ,୨୫ା୧୨- ଗତ ସାଧାରଣ ନିର୍ବାଚନରେ ଆସ୍କା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଭଗବାନ ସାହୁଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ହତ୍ୟାକାଣ୍ଡ ସମ୍ପର୍କିତ ପ୍ରାଥମିକ ପ୍ରମାଣ ଅଭିଯୁକ୍ତଙ୍କ ବିରୋଧରେ...

ଖଣ୍ଡଗିରି ବାହାଦଲପୁର ଅନିଲ ଜେନା ହତ୍ୟା ଘଟଣା: ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ ନେଇ ସୂଚନା ଦେଲେ କମିଶନର

ଭୁବନେଶ୍ୱର,୨୪।୧୨: ଖଣ୍ଡଗିରି ଥାନା ଅଧୀନ ବାହାଦଲପୁର ଅନିଲ ଜେନା ହତ୍ୟା ଘଟଣାରେ କମିଶନରେଟ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ହତ୍ୟାକାଣ୍ଡର ଦୁଇ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଭରତ ସାହୁ ଓରଫ ବାପି ଓ ଦୁର୍ଗା ପ୍ରସାଦ ସାହୁ ଓରଫ...