ମେଟ୍ରୋ

ରାଜ୍ୟରେ ୩୨୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୫…

ବେଆଇନ ବାଣ ବିକ୍ରି, ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩।୧୧(ବ୍ୟୁରୋ):ସବୁଜ ବାଣ ବିକ୍ରି ଓ ବ୍ୟବହାର ସମ୍ବନ୍ଧିତ ସୁପ୍ରିମକୋର୍ଟ ଏବଂ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ସହ ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ ଗାଇଡ୍‌ଲାଇନକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲାପାଳ ଓ…

ପାରିବାରିକ କଳହରୁ ଜୀବନ ଯାଉଛି

ଭୁବନେଶ୍ୱର, ୩।୧୧(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ବିଗତ ଦିନରେ ଘଟିଥିବା କେତେକ ଘଟଣାରୁ ମାନବିକତା ହଜିଯାଉଥିବା ଭଳି ମନେ ହେଉଛି। ଭୀମଟାଙ୍ଗି ଅଞ୍ଚଳରେ ଘରେ ପଶି ମହିଳାଙ୍କ ତଣ୍ଟି କାଟି ହତ୍ୟା, ମନୀଷ ଅନୁରାଗ ଦାସ ହତ୍ୟାକାଣ୍ଡ, ଜୟଦେବ ବିହାର, ସିଆର୍‌ପି ଛକ ଗୋଷ୍ଠୀ…

ପୁଅ, ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା

ଭୁବନେଶ୍ୱର, ୩ା୧୧(ବ୍ୟୁରୋ):ଆର୍ଥିକ ଅନଟନ ଓ ପାରିବାରିକ କଳହ ଆଉ ୨ଟି ଜୀବନ ନେଇଛି। ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ କଳିଙ୍ଗନଗର ଅଞ୍ଚଳରେ ମଙ୍ଗଳବାର ଘଟିଛି ଡବଲ ମର୍ଡର। ଅବନ୍ତୀ ମଙ୍ଗରାଜ ନାମକ ଜଣେ ବ୍ୟକ୍ତି ତାଙ୍କ ୯ବର୍ଷର ପୁଅ ଦିପ୍ତିଦୀପକ…

ଭିଜିବ ଦୀପାବଳି

ଭୁବନେଶ୍ୱର,୨।୧୧(ବ୍ୟୁରୋ): ଭିଜିବ ଦୀପାବଳି। ଉତ୍ତର ଶ୍ରୀଲଙ୍କାଠାରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳ ଯାଏ ଲମ୍ବିଥିବା ଟ୍ରପ୍‌ ଲାଇନ୍‌ ପ୍ରଭାବରେ ଉପକୂଳ ଓ ଏହାକୁ ଲାଗିଥିବା ଆଭ୍ୟନ୍ତରୀଣ ଓଡ଼ିଶାରେ କୋହଲି ପାଗ ଲାଗିରହିଛି। ଏଥିସହ ଦକ୍ଷିଣ ଓଡ଼ିଶା ଓ ଏହାର ନିକଟବର୍ତ୍ତୀ କିଛି ଅଞ୍ଚଳରେ…

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୪୦କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ଜଣେ ଥିବା ବେଳେ ଭୁବନେଶ୍ୱରରୁ ଜଣେ, ଜଗତସିଂହପୁରରୁ ଜଣେ ଏବଂ ପୁରୀରୁ ଜଣଙ୍କର…

ପୁଣି ବଢ଼ିଲା କରୋନା ସଂକ୍ରମଣ: ଆଜି ରାଜ୍ୟରେ ୩୨୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୬ ଜଣ ଲୋକାଲ…

କୋଭିଡ୍‌ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ପାଇଁ ୩ରୁ ଆବେଦନ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କରୋନା ସଂକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ପରିବାର କିମ୍ବା ନିକଟତମ ସମ୍ପର୍କୀୟଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ ରାଜ୍ୟ ସରକାର। ଏହି ଆର୍ଥିକ ସହାୟତା ପ୍ରଦାନ ପ୍ରକ୍ରିୟାକୁ ସୁଗମ କରିବା ପାଇଁ…

ନିକେତନ ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୨।୧୧(ବ୍ୟୁରୋ): ମେଡିକାଲ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି(ୟୁଜି) ରେଜଲ୍ଟ ସୋମବାର ପ୍ରକାଶ ପାଇଛି। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ଘୋଷିତ ଫଳ ଅନୁଯାୟୀ ସର୍ବଭାରତୀୟ ସ୍ତରରେ ୩ ଜଣ ପରିକ୍ଷାର୍ଥୀ ର଼୍ୟାଙ୍କ-୧ରେ ରହିଛନ୍ତି। ସେମାନେ ହେଲେ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, କାହିଁକି…

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ବାବଦରେ ଓଡ଼ିଶାର ୧୦୮୮.୭୨ କୋଟି ଟଙ୍କା କେନ୍ଦ୍ର ଉପରେ ବକେୟା ପଡ଼ିଛି। ଏଥିରେ ୩୭୭.୯୧ କୋଟି ଦରମା ଏବଂ ୭୧୦.୮୧ କୋଟି ଟଙ୍କା ମ୍ୟାଟେରିଆଲ ବାବଦକୁ ଅର୍ଥ ପାଇବାର ଅଛି। ଏହି ବକେୟା ରାଶି ତୁରନ୍ତ ପ୍ରଦାନ କରିବା…

ଟିକା ନେଇ ନ ଥିବା ଲୋକଙ୍କୁ ଖୋଜାଯିବ

ଭୁବନେଶ୍ୱର,୧।୧୧(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ପାଇଁ ଟିକାକରଣ ହିଁ ଏକମାତ୍ର ଅସ୍ତ୍ର। ଏଭଳି ସ୍ଥିତିରେ ଗ୍ରାମାଞ୍ଚଳରେ ବହୁ ଲୋକ ଆଦୌ ଟିକା ନେଇ ନ ଥିବା ଜଣାପଡିଛି। ସେପଟେ ଦ୍ୱିତୀୟ ଡୋଜ୍‌ ଟିକା ନେଇ ନ ଥିବା ଲୋକଙ୍କ ସଂଖ୍ୟା ମଧ୍ୟ…

ଆସିଲା କୁବେର କନଷ୍ଟେବଳଙ୍କ ଆୟ ବହିର୍ଭୂତ ସମ୍ପତ୍ତି ତାଲିକା: ଠାବ ହେଲାଣି ୬ କୋଟି ୯୭ ଲକ୍ଷରୁ ଅଧିକ ସମ୍ପତ୍ତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ବହିଷ୍କୃତ କୋଟିପତି କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ତାଲିକା ସୋମବାର ଭିଜିଲାନ୍ସ ଜାରି କରିଛି । ପ୍ରସନ୍ନ ୬ କୋଟି ୯୭ ଲକ୍ଷ ୧୫ ହଜାର ୫୭ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଛନ୍ତି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri