ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୩୬କୁ ବୃଦ୍ଧି
ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟା ମଧ୍ୟ ଦିନେ ବଢ଼ିଲେ ଦିନେ କମୁଛି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
ଡିଏମ୍ଇଟି ଦାୟିତ୍ୱ ନେଲେ ରମାରମଣ ମହାନ୍ତି
ଭୁବନେଶ୍ୱର,୧।୧୧(ବ୍ୟୁରୋ): ଡାଇରେକ୍ଟର ଅଫ୍ ମେଡିକାଲ ଏଜୁକେଶନ୍ ଆଣ୍ଡ୍ ଟ୍ରେନିଂ(ଡିଏମ୍ଇଟି) ଭାବେ ଡା. ରମାରମଣ ମହାନ୍ତି ଦାୟିତ୍ୱ ନେଇଛନ୍ତି। ଡିଏମ୍ଇଟି ଡା. ସିବିକେ ମହାନ୍ତିଙ୍କ କାର୍ଯ୍ୟକାଳ ରବିବାର ଶେଷ ହୋଇଥିବାବେଳେ ଡା. ରମାରମଣ ନୂଆ ଡିଏମ୍ଇଟି ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା…
ଠକେଇ ପାଇଁ ଜାଲ୍ କମ୍ପାନୀ
ଭୁବନେଶ୍ୱର,୧ା୧୧(ବ୍ୟୁରୋ): ଠକେଇ ପାଇଁ ଜାଲ୍ କମ୍ପାନୀ ଖୋଲିଥିଲେ। ଜାଲ୍ କର୍ମଚାରୀଙ୍କ ନାଁରେ ଜାଲ୍ କାଗଜପତ୍ର ତିଆରି କରି ଏକ ଅର୍ଥ ଲଗାଣକାରୀ ସଂସ୍ଥାରୁ ୧୦ଲକ୍ଷ ଋଣ ନେଇଥିଲେ। ଆଉ ୨୦ ଲକ୍ଷ ଋଣ ନେବା ପୂର୍ବରୁ ଧରାପଡିଯାଇଥିଲେ। ଉକ୍ତ ଅର୍ଥ ଲଗାଣକାରୀ…
ବାଣ ବିକ୍ରି, ଫୁଟାଇବା ଉପରେ ଲାଗିପାରେ କଟକଣା: ଆଜି ହାଇକୋର୍ଟଙ୍କୁ ଅବଗତ କରାଇବେ ଏସ୍ଆର୍ସି
ଭୁବନେଶ୍ୱର,୧ା୧୧(ବ୍ୟୁରୋ): ଆଗକୁ ଦୀପାବଳି ଆସୁଥିବା ବେଳେ ସରକାର ବାଣ ବିକ୍ରି ଓ ଫୁଟାଇବା ଉପରେ ରାଜ୍ୟବ୍ୟାପୀ କଟକଣା ଜାରି କରିଛନ୍ତି। ଏହାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ କରାଯାଇଛି। ସୋମବାର ଏହାର ଚୂଡ଼ାନ୍ତ ଶୁଣାଣି ହେବ। କୋର୍ଟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି…
କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୩୧୬ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ୩୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୧,୭୭୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୮୬ ଜଣ ଚିହ୍ନଟ ହୋଇଥିବା…
୬ଯାଏ ରାଜ୍ୟ ଗ୍ରନ୍ଥାଗାର ବନ୍ଦ
ଭୁବନେଶ୍ୱର,୧।୧୧(ବ୍ୟୁରୋ): ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରକୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଗ୍ରନ୍ଥାଗାରର ଆଉ ଦୁଇଜଣ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଏପରି ନିଷ୍ପତ୍ତି ନିଆଯାଇଛି। ଗତ ବୁଧବାର ଏଠାରୁ ଜଣେ କର୍ମଚାରୀ ପଜିଟିଭ୍ ବାହାରିବା ପରେ…
ଆଜିଠୁ ୟୁଜି ପ୍ରଥମବର୍ଷ ଶ୍ରେଣୀଗୃହ ପାଠପଢ଼ା
ଭୁବନେଶ୍ୱର,୧।୧୧(ବ୍ୟୁରୋ): କରୋନା ସ୍ଥିତି ବଦଳୁଥିବାରୁ ରାଜ୍ୟ ସରକାର ପର୍ଯ୍ୟାୟକ୍ରମେ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ୟୁଜି (ସ୍ନାତକ) ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ। ତେବେ କରୋନା କଟକଣାକୁ ଠିକ୍ ଭାବେ ପାଳନ କରିବାକୁ ଉଚ୍ଚଶିକ୍ଷା ବିଭାଗ…
ପେଟ୍ରୋଲ ୩୬, ଡିଜେଲ ୩୯ ପଇସା ବୃଦ୍ଧି
ଭୁବନେଶ୍ୱର/ନୂଆଦିଲ୍ଲୀ, ୧।୧୧: କ୍ରମାଗତ ୫ମ ଦିନ ଲାଗି ସାରା ଦେଶରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ପେଟ୍ରୋଲ ୩୬ ପଇସା ଏବଂ ଡିଜେଲ…
ସ୍କୁଲ ଅଧୀନକୁ ଆସିବ ଜମି
ଭୁବନେଶ୍ୱର,୧।୧୧(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ କେତେକ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନ ପରିସରରେ ଥିବା ଜମିଗୁଡ଼ିକର ମାଲିକାନା ସ୍କୁଲ ହୋଇ ନାହିଁ। ସେହି ସ୍କୁଲଗୁଡ଼ିକର ଅବ୍ୟବସ୍ଥିତ ଜମିଗୁଡ଼ିକର ରେକର୍ଡ ଅଫ ରାଇଟ(ଆର୍ଓଆର୍) ସଂଶୋଧନ କରିବାକୁ ଗଣଶିକ୍ଷା…
ନଭେମ୍ବର ପାଇଁ ଗାଇଡ୍ଲାଇନ୍
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ନଭେମ୍ବର ପାଇଁ ଗାଇଡ୍ଲାଇନ ଜାରି କରିଛନ୍ତି। ଗାଇଡ୍ଲାଇନ ଅନୁସାରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ନେଇ କଣ୍ଟେନମେଣ୍ଟ ଜୋନ୍, ଲକ୍ଡାଉନ କଟକଣା ବଳବତ୍ତର ରଖିଛନ୍ତି ସରକାର। ହେଲେ ନଭେମ୍ବର ୪ରେ ଦୀପାବଳିରେ ବାଣ ଫୁଟାକୁ ନେଇ ଗାଇଡ୍ଲାଇନ୍ରେ ସ୍ପଷ୍ଟ…
ରାଜ୍ୟ ସରକାରଙ୍କ ଭୁଲ ଯୋଗୁ ପରିବାଦର ଏବେ ଆକାଶଛୁଆଁ: ନିରଞ୍ଜନ
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦରଦାମ ବୃଦ୍ଧିକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ପ୍ରତିବାଦ ପ୍ରସଙ୍ଗରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ବିଜେଡି ପରିବା ଦରକୁ ନେଇ ପ୍ରତିବାଦ କରିବା ଏକ ହାସ୍ୟାସ୍ପଦ କଥା। ଏ ପ୍ରତିବାଦ ବିଜେଡି…
ଦୀପାବଳି ପରେ ଖୋଲିପାରେ ପ୍ରଥମରୁ ସପ୍ତମ ଶ୍ରେଣୀ
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ଖୁବ୍ ଶୀଘ୍ର ସ୍କୁଲ ଖୋଲିପାରେ। ଦୀପାବଳି ପରେ ଯେକୌଣସି ସମୟରେ ସରକାର ଏ ସଂପର୍କରେ ନିଷ୍ପତ୍ତି ନେଇ ପାରନ୍ତି। ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି। ସେ…
Archives


