ମେଟ୍ରୋ

୨ କାନ୍ଥ ମଝିରେ ଶିଶୁକନ୍ୟା: ୨ଘଣ୍ଟା ପରେ ଉଦ୍ଧାର

ଚୌଦ୍ୱାର, ୩୦ା୧୦(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅଧୀନ ତଳ ବଜାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଅପରାହ୍ନ ୫ଟାରେ ଉକ୍ତ ଅଞ୍ଚଳର ଅମରେଶ ସାହୁଙ୍କ ସ୍ତ୍ରୀ ପୂଜା ଓ ତାଙ୍କ ଅଢ଼େଇ ବର୍ଷର ଝିଅ ସାଇପ୍ରିୟା ସହିତ…

ଇ-ଯାନ ପାଇଁ ଦେବାକୁ ପଡ଼ିବନି ଟିକସ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ)-ପେଟ୍ରୋଲ ଓ ଡିଜେଲ ଲିଟର ୧୦୦ ଟଙ୍କା ଟପି ଥିବାରୁ ଗାଡି ଚଳାଇବା ଜନସାଧାରଣଙ୍କ ପକ୍ଷେ ଅସହ୍ୟ ହେଲାଣି। ଏଥିସହିତ ଯାନବାହନ ଜନିତ ପ୍ରଦୂଷଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାଟେରୀ ଚାଳିତ ଇଲେକ୍ଟ୍ରୋନିକ ଯାନ(ଇ-ଭେହିକିଲ)କୁ ପ୍ରୋତ୍ସାହନ ଦେଇଛନ୍ତି। ଇ-ଭେହିକଲ ପ୍ରତି…

ବିବାହ, ବ୍ରତଘର, ଶୁଦ୍ଧିକ୍ରିୟା କଟକଣା କୋହଳ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ବିବାହ, ବ୍ରତଘର ଓ ଶୁଦ୍ଧିକ୍ରିୟା ଆଦିରେ ଅତିଥିଙ୍କ ସଂଖ୍ୟା ଉପରେ ଲାଗିଥିବା କଟକଣାକୁ କୋହଳ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଲାଗିଥିବା ଏହି କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ଏଣିକି ଏହିସବୁ କାର୍ଯ୍ୟକ୍ରମରେ ୨୫୦ ଜଣ ଅତିଥି…

୨ ନକଲି ଆଇଏଏସ୍‌ ଅଫିସର ଗିରଫ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଶୁକ୍ରବାର ୨ ନକଲି ଆଇଏଏସ୍‌ ଅଫିସରଙ୍କୁ କଟକ ଓ ଭୁବନେଶ୍ୱରରୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ସୂର୍ଯ୍ୟମଣି ତ୍ରିପାଠୀ ଓ ଅମିତ କୁମାର ସ୍ବାଇଁ। ଜଣେ ନିଜକୁ ଆଡିସିନାଲ ସେକ୍ରେଟାରୀ…

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୨୯ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଦୁଇ ଜଣ ରହିଥିବା ବେଳେ ନୟାଗଡ ଓ କଟକରୁ…

ରାଜ୍ୟରେ ୩୭୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୬…

ରମା ରମଣ ମହାନ୍ତି ନୂଆ ଡିଏମ୍‌ଇଟି

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଡାଇରେକ୍ଟର ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ୍‌ ଟ୍ରେନିଂ(ଡିଏମ୍‌ଇଟି) ଭାବେ ଡା. ରମାରମଣ ମହାନ୍ତିଙ୍କୁ ନିଯୁକ୍ତି ଦିଆଯାଇଛି। ଆସନ୍ତା ୩୧ ତାରିଖରେ ଡିଏମ୍‌ଇଟି ଡା. ସିବିକେ ମହାନ୍ତିଙ୍କ କାର୍ଯ୍ୟକାଳ ଶେଷ ହେଉଛି। ଏହାପରେ ନୂଆ ଡିଏମ୍‌ଇଟି ଦାୟିତ୍ୱ ନେବେ। ଡା. ମହାନ୍ତି…

ସାମୁଦ୍ରିକ ନିଷିଦ୍ଧାଞ୍ଚଳ ନେଇ ସତର୍କ କରିବ ସ୍ବତନ୍ତ୍ର ଆପ୍‌

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ସମୁଦ୍ରରେ ମତ୍ସ୍ୟଜୀବୀଙ୍କୁ ନିଷିଦ୍ଧାଞ୍ଚଳ ସମ୍ପର୍କରେ ସୂଚନା ଦେବା ସହ ସତର୍କ କରାଇବ ‘ଫିଶର ଫ୍ରେଣ୍ଡ୍‌ ମୋବାଇଲ୍‌ ଆପ୍ଲିକେଶନ’। ଏମ୍‌ଏସ୍‌ ସ୍ବାମୀନାଥନ ରିସର୍ଚ୍ଚ ଫାଉଣ୍ଡେଶନ ସହଯୋଗରେ ଓଡ଼ିଶା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ଆପ୍‌କୁ ଶୁକ୍ରବାର…

କ୍ଲିନ୍‌ ଏନର୍ଜି ସେସ୍‌ ୬୦% ଦିଅ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଓଡ଼ିଶାରୁ ଆଦାୟ ହେଉଥିବା କ୍ଲିନ୍‌ ଏନର୍ଜି ସେସ୍‌ରୁ ଅତିକମ୍‌ରେ ୬୦ ପ୍ରତିଶତ ଅଂଶ ଓଡ଼ିଶାକୁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି…

ଆଜି ଏସ୍‌ଆର୍‌ସି ନିଷ୍ପତ୍ତି ନେବେ

କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ ଆବେଦନ ଉପରେ ଶୁଣାଣି କରିବେ। ସବୁଜ ବାଣ ବିକ୍ରି ଅନୁମତି ସମ୍ପର୍କିତ ମାମଲାର ଶୁଣାଣି…

ଦାବି ପୂରଣ ନ ହେଲେ ଷ୍ଟିୟରିଂ ଛାଡ଼ିବାକୁ ଚେତାବନୀ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଦୀର୍ଘ ୨ ମାସ ହେବ ୧୦ ଦଫା ଦାବି ପୂରଣ ପାଇଁ ଦାବିପତ୍ର ଦିଆଯାଇଥିବା ବେଳେ ସରକାର ଏହାକୁ କର୍ଣ୍ଣପାତ କରୁନାହାନ୍ତି। କରୋନା ମହାମାରୀ କାଳରେ ନିଜ ଜୀବନକୁ ବାଜି ଲଗାଇ ଡ୍ରାଇଭରମାନେ ଗୋଟିଏ ଜାଗାରୁ ଅନ୍ୟତ୍ର ଯାଉଥିବା ବେଳେ…

ଓଇଆର୍‌ସି ଯୋଗୁ ବୁଡ଼ିବ ୪୨୩୪ କୋଟି

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉନ୍ନତ ମାନର ବିଦ୍ୟୁତ୍‌ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ବିଦ୍ୟୁତ୍‌ ବ୍ୟବସ୍ଥାକୁ ଘରୋଇକରଣ କରିଛନ୍ତି। ବିଂଶ ଶତାବ୍ଦୀର ୮୦ ଦଶକରୁ ଆରମ୍ଭ ହୋଇଥିବା ଏହି ପ୍ରୟାସ ବାରମ୍ବାର ଗୋଟିଏ ପ୍ରକାର ଫଳ ଦର୍ଶାଉଛି। କରଦାତାଙ୍କ ଅର୍ଥରେ ସୃଷ୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri