ମେଟ୍ରୋ

ମଙ୍ଗଳବାର ବସିବ ସମୀକ୍ଷା ବୈଠକ

ଭୁବନେଶ୍ବର,୨୪।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ନେଇ ସମୀକ୍ଷା ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ମଙ୍ଗଳବାର ରାଜ୍ୟର କୋଭିଡ଼ ସ୍ଥିତିର ସମୀକ୍ଷା କରିବେ। ଅପରାହ୍ନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ କୋଭିଡ଼ର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି ।…

ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ୍‌କୁ କାଏମ୍‌ ରଖିଲେ ହାଇକୋର୍ଟ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ୍‌କୁ ହାଇକୋର୍ଟ କାଏମ୍‌ ରଖିଛନ୍ତି। ସଂଶୋଧିତ ଆଇନ୍‌କୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ସମସ୍ତ ମାମଲାକୁ ଖାରଜ କରିଦେଇଛନ୍ତିି। ତେବେ ରାଜ୍ୟ ସରକାର ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ୍‌ ୨୦୨୦ ଆଣିଥିଲେ। ଏହି ଆଇନ୍‌ ୟୁଜିସି ନିୟମ ଉଲ୍ଲଙ୍ଘନ ଅଭିଯୋଗରେ…

୨୬ରୁ ପୁଣି ବଢିବ ଶୀତ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୬ରୁ ଶୀତ ବଢିବ। ଆଗାମୀ ୨ଦିନ ମଧ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ଖସିବ। ପାଗ ମଧ୍ୟ ଶୁଖିଲା ରହିବ। ଏ ନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାତି ଏବଂ…

ପରୀକ୍ଷା ହେବ, ପ୍ରସ୍ତୁତ ରୁହ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୨୪।୧(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ଧିରେ ଧିରେ କମୁଛି। ତେବେ ଏହାରି ଭିତରେ ଦଶମ ଓ ଦ୍ବାଦଶ ପରୀକ୍ଷା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। ଯେହେତୁ ଏବେ ରାଜ୍ୟରେ ତଳମୁହାଁ ହେଉଛି, ତେଣୁ ପରୀକ୍ଷା କରିବାକୁ…

ଗାନ୍ଧୀ ମାର୍ଗରେ ରିହରସାଲ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ ଡ୍ରେସ୍‌ ରିହରସାଲ ସୋମବାର କରାଯାଇଛି। କୋଭିଡ୍‌ କଟକଣାରେ ଗାନ୍ଧୀ ମାର୍ଗରେ ଏହା ଅନୁଷ୍ଠିତ ହୋଇଥିବା ବେଳେ ପୋଲିସ ଡିଜି ସୁନିଲ ବଂଶଲ ଫୁଲ ଡ୍ରେସ ରିହରସାଲକୁ ନିରୀକ୍ଷଣ କରିଥିଲେ। ଏଥର ପରେଡ୍‌ରେ ୧୦ଟି…

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରୋନା ସଂକ୍ରମିତ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କୋଭିଡ୍‌ ପଜିଟିଭ ହୋଇଛନ୍ତି। ସେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି । ସଂକ୍ରମିତ ଚିହ୍ନଟ ହୋଇ ସେ ଏବେ ଚିକିତ୍ସିତ ହେଉଛନ୍ତି । ଗତ କିଛିଦିନରେ ଯେଉଁମାନେ…

ଆଜି ରାଜ୍ୟରୁ ୭,୨୯୧ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୭,୨୯୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୧୧,୯୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪,୨୨୬ ଜଣ ଚିହ୍ନଟ ହୋଇଥିବା…

ପାରମ୍ପରିକ ପିଠା ଦେଇଛି ପରିଚୟ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଓଡ଼ିଶାର ପାରମ୍ପରିକ ତଥା ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ପିଠା ଏବେ ପ୍ରାୟ ହଜିଯିବାକୁ ବସିଛି। ମାତ୍ର ଏହାକୁ ଉଜ୍ଜୀବିତ ରଖିବା ସହ ଏହା ମାଧ୍ୟମରେ ନିଜେ ଆତ୍ମନିର୍ଭରଶୀଳ ହୋଇ ଅନ୍ୟକୁ ରୋଜଗାରକ୍ଷମ କରାଇବାକୁ ଅଣ୍ଟା ଭିଡ଼ିଛନ୍ତି ଦୁଇ ବନ୍ଧୁ।…

ପଞ୍ଚାୟତ ପରେ ହୋଇପାରେ ପୌର ଭୋଟ୍‌

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଶେଷ ହୋଇ ରବିବାର ସୁଦ୍ଧା ନାମାଙ୍କନ କାଏମ ତାଲିକା ପ୍ରକାଶ ପାଇସାରିଛି। ସବୁଦଳର ପ୍ରାର୍ଥୀ ତୃଣମୂଳସ୍ତରରୁ ଭୋଟ ହାତେଇବା ଲାଗି ନିଜର ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଆରମ୍ଭ କରିଦେଲେଣି। ଏହାରି…

ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୨୫କୁ ବୃଦ୍ଧି

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏହି କିଛିଦିନ ହେବ ୧୦ ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ସୋମବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଯୁକ୍ତ୨ ପରୀକ୍ଷା ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୪।୧(ବ୍ୟୁରୋ): କରୋନା ପାଇଁ ଗତବର୍ଷ ବିନା ପରୀକ୍ଷାରେ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। କିନ୍ତୁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ନ ହେଲେ ବିକଳ୍ପ ପଦ୍ଧତିରେ ଫଳ ପ୍ରକାଶ ପାଇଁ ବ୍ୟବସ୍ଥା କରାଯାଇଛି। ହେଲେ ଯୁକ୍ତ୨ ପାଇଁ…

୧୩ ଜିଲାକୁ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୪ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଦୁଇଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, କୋରାପୁଟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?