ମୁହଁ ଖୋଲିଲେ ମନ୍ତ୍ରୀ ଦିବ୍ୟଶଙ୍କର
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ମନ୍ତ୍ରୀ ଏକ ପ୍ରେସ ବିବୃତିରେ କହିଛନ୍ତି, ମମିତାଙ୍କ ମୃତ୍ୟୁ ପାଇଁ ଗଭୀର ମର୍ମାହତ। ତାଙ୍କ ପରିବାର ପ୍ରତି ମୋର…
ବାଣ ଫୁଟିଲେ ବଢିପାରେ କରୋନା: ଡିଏମ୍ଇଟି
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ କୋଭିଡ୍କୁ ନେଇ ସ୍ବାସ୍ଥ୍ୟ ବିଭାଗ ଚିନ୍ତା ବଢେଇବା ଭଳି ସୂଚନା ଦେଇଛି। ବାଣ ଫୁଟିଲେ ବଢିପାରେ କରୋନା ଏ ନେଇ ଡିଏମ୍ଇଟି ନିର୍ଦ୍ଦେଶକ ଡାକ୍ତର ସିବିକେ ମହାନ୍ତି କହିଛନ୍ତି। ବର୍ତ୍ତମାନ କରୋନା ରହିବା ଓ ବଢ଼ିବା ଚିନ୍ତାଜନକ ବିଷୟ…
ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୨୫କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ ଅନୁଗୋଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛନ୍ତି । ତେବେ ଆଜି ରାଜ୍ୟରେ…
ବଦଳିବ ପାଗ
ଭୁବନେଶ୍ବର,୨୯।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲାରେ ସ୍ବଳ୍ପ ଧରଣର ବର୍ଷା ହେବ। ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହା ପ୍ରଭାବରେ ରାଜ୍ୟରେ…
ରାଜ୍ୟରେ ୩୬୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫୩…
ଗିରଫ ପରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ମନୀଷ ଅନୁରାଗ ଦାସ ହତ୍ୟା ମାମଲା ପରେ ବିବାଦ ଘେରକୁ ଆସି ଜେଲରେ ଥିବା ବହିଷ୍କୃତ କନଷ୍ଟେବଳ ପ୍ରସନ୍ନ ବେହେରାଙ୍କ ଅଡ଼ୁଆ ବଢିବାରେ ଲାଗିଛି। ପ୍ରସନ୍ନଙ୍କ ବିରୋଧରେ ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ…
‘ଏବେ ଭୁବନେଶ୍ୱରେ କମିବ ନାହିଁ ସଂକ୍ରମଣ’
ଭୁବନେଶ୍ୱର, ୨୯।୧୦ (ବ୍ୟୁରୋ): ରାଜ୍ୟରେ ସମ୍ପ୍ରତି କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ଅପରପକ୍ଷେ ରାଜ୍ୟରୁ ଚିହ୍ନଟ ହେଉଥିବା ସଂକ୍ରମିତଙ୍କ ମଧ୍ୟରେ ସର୍ବାଧିକ ରାଜଧାନୀ ଭୁବନେଶ୍ୱରରୁ ରହୁଛନ୍ତି। ଭୁବନେଶ୍ୱରକୁ ପ୍ରତିଦିନ ବାହାର ରାଜ୍ୟରୁ ଯାତ୍ରୀମାନେ ଯାତାୟାତ କରୁଛନ୍ତି। ତେଣୁ ବର୍ତ୍ତମାନ ଏଠାରେ ସଂକ୍ରମଣ…
ଶୈଳେଶ ଡାନି ବିଜେଡିରୁ ନିଲମ୍ବିତ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ସମ୍ବଲପୁର ଜିଲା ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଶୈଳେଶ ଡାନିଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଡାନିଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ବିଜେଡି ପକ୍ଷରୁ ଗୁରୁବାର ଜାରି କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇ…
‘ମମିତାଙ୍କୁ ନ୍ୟାୟ ଦେବାକୁ ଏହି ବୟସରେ କଳାକୋର୍ଟ ପିନ୍ଧିବି’
ଭୁବନେଶ୍ୱର,୨୮।୧୦:ବହୁ ଚର୍ଚ୍ଚିତ ମମିତା ମେହେର ମାମଲାରେ ଲଢ଼ିବାକୁ ବଲାଙ୍ଗୀର ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଗୁରୁବାର ବଲାଙ୍ଗୀରଠାରେ ଗଣମାଧ୍ୟମ ଆଗରେ କହିଛନ୍ତି। ମମିତା ହତ୍ୟା ମାମଲା କେବଳ ଓଡ଼ିଶା ନୁହେଁ ଭାରତ ବର୍ଷରେ ବିରଳ। ଯେଉଁଭଳି ଭାବେ…
ସ୍କୁଟି ରଖି ମହାନଦୀକୁ ଡେଇଁଲେ ଯୁବକ
ଭୁବନେଶ୍ୱର,୨୮।୧୦: କଟକ ମୁଣ୍ଡଳୀ ବ୍ରିଜ ଉପରେ ସ୍କୁଟି ଓ ମୋବାଇଲ ଫୋନ୍ ରଖି ମହାନଦୀକୁ ଡେଇଁଲେ ଯୁବକ। ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିିଛନ୍ତି। ହେଲେ ତାଙ୍କର କୌଣସି ପତ୍ତା ମିଳି ପାରିନାହିଁ। ଗୁରବାର ଅପରାହ୍ନରେ ଯୁବକ ଜଣକ ବ୍ରିଜ…
ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୨୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ ଓ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା…
ରାଜ୍ୟରେ ୪୧୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୫…
Archives


