ଆଲୁମିନିୟମ ଶିଳ୍ପରେ କୋଇଲା ସଙ୍କଟ
ଭୁବନେଶ୍ୱର, ୨୮।୧୦: ପ୍ରାଥମିକ ଆଲୁମିନିୟମ ଶିଳ୍ପ ବର୍ତ୍ତମାନ କୋଇଲା ସଙ୍କଟ ଦେଇ ଗତି କରୁଛି। ଏହି ସମସ୍ୟା ଯଦି ଦୂର କରା ନ ଯାଏ ତେବେ ଆଲୁମିନିୟମ ମୂଲ୍ୟ ଶୃଙ୍ଖଳାର ଅଂଶ ଥିବା ୫ ହଜାରରୁ ଅଧିକ କ୍ଷୁଦ୍ର ଏବଂ ମଧ୍ୟମ…
ଟିକସ ନ କମାଇ ବୃଥା ଚେଷ୍ଟା
ଭୁବନେଶ୍ୱର, ୨୮।୧୦: ୨୦୨୧ କଥା ଦେଖିଲେ ଜାନୁୟାରୀ ପହିଲାରୁ ଅଦ୍ୟାବଧି ପେଟ୍ରୋଲ ୨୩.୯୭ ଟଙ୍କାରୁ ଊର୍ଦ୍ଧ୍ୱ ଏବଂ ଡିଜେଲ ୨୨.୫୫ ଟଙ୍କା ବଢ଼ିଛି। ଜାନୁୟାରୀ ପହିଲାରେ ନୂଆଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ଯଥାକ୍ରମେ ୮୩.୯୭ ଟଙ୍କା ଏବଂ ୭୪.୧୨…
ଦୁର୍ଘଟଣାରୁ ବର୍ତ୍ତିଲା ଭିସ୍ତାରା ବିମାନ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏକ ବିମାନ ଦୁର୍ଘଟଣାରୁ ବର୍ତ୍ତି ଯାଇଛି। ଆମ୍ ଆଦ୍ମୀ ପାର୍ଟି(ଏଏପି)ର ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂ ଏ ସମ୍ପର୍କରେ ଟୁଇଟ କରି ଜଣାଇଛନ୍ତି। ସେ ଏଥିରେ ଉଲ୍ଲେଖ କରିଛନ୍ତି ଯେ,…
କାମକୁ ନୁହେଁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍
ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ଆତଙ୍କବାଦୀ କାର୍ଯ୍ୟକଳାପକୁ ଦୃଷ୍ଟିରେ ରଖି ୨୦୦୫ରେ କେନ୍ଦ୍ର ସରକାର ଯାନବାହନଗୁଡ଼ିକରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବାକୁ ନିଷ୍ପତ୍ତି ନେଇଥିଲେ। ତଦୁନଯାୟୀ ଏହି ନମ୍ବର ପ୍ଲେଟ୍ ନୂଆ ଗାଡ଼ି କିଣିବା ସମୟରେ ଲାଗିକରି ଆସିବ। ବିନା ନମ୍ବରରେ କୌଣସି…
ନଭେମ୍ବରରୁ ଉତ୍ସବ ମୁଖରିତ ହେବ ମଞ୍ଚ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): କରୋନା ମହାମାରୀ ଥମିଛି। ଦୀର୍ଘଦିନ ଧରି ଜୀବନଜୀବିକାକୁ ନେଇ ସଂଘର୍ଷ କରୁଥିବା କଳାକାରମାନେ ମଞ୍ଚକୁ ଯିବାକୁ ଚାହିଁ ବସିଛନ୍ତି। ଏପଟେ କରୋନାର କୋପ ଭିତରେ ଧୁନ୍ଦି ହେଉଥିବା ଶିଶୁଠାରୁ ବଡ଼ ଲୋକଙ୍କ ପର୍ଯ୍ୟନ୍ତ ସମସ୍ତେ ମନକୁ ଟିକେ ହାଲ୍କା କରିବା…
ସର୍ବଦଳୀୟ ବୈଠକ ଡାକିଲେ ନିର୍ବାଚନ କମିଶନ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୬ ତାରିଖରେ ସର୍ବଦଳୀୟ ବୈଠକ ବସିବ। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବୁଧବାର ସମସ୍ତ ରାଜନୈତିକ ଦଳଗୁଡ଼ିକୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି। ଜିଲ୍ଲା ପରିଷଦଗୁଡ଼ିକର କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ…
ହାତୀ ଦାନ୍ତ ଜବତ, ଶିକାରୀ ଗିରଫ
ଭୁବନେଶ୍ୱର,୨୮।୧୦(ବ୍ୟୁରୋ): କ୍ରାଇମ୍ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ଅନୁଗୋଳ ବନବିଭାଗ ସହାୟତାରେ ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଅନୁଗୋଳ ଜିଲା ଠାକୁରଗଡ଼ ଥାନା ରାଣିବନ୍ଧ ଗ୍ରାମର ସୁଦର ନାୟକ। ତାଙ୍କଠାରୁ ଗୋଟିଏ ହାତୀ ଦାନ୍ତ…
ଜେନେକ୍ସ ଡାଇଗ୍ନୋଷ୍ଟିକକୁ ବିଏମ୍ସି ପଠାଇଲା ନୋଟିସ
ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଜେନେକ୍ସ ଡାଇଗ୍ନୋଷ୍ଟିକରେ ନକଲି କୋଭିଡ୍ ରିପୋର୍ଟ ଦିଆଯାଉଛି। ସମାନ ସାମ୍ପଲ ଆଇଡି ଏବଂ ଏସ୍ଆର୍ଏଫ୍ ଆଇଡିରେ ଏକାଧିକ ଲୋକଙ୍କୁ ରିପୋର୍ଟ ପ୍ରଦାନ କରାଯାଇଛି। ଏଭଳି ଅଭିଯୋଗ ନେଇ ଖବର ପ୍ରକାଶ ପାଇବା ପରେ ଜେନ୍ଏକ୍ସ ଡାଇଗ୍ନୋଷ୍ଟିକୁ ଭୁବନେଶ୍ୱର…
ଭୁବନେଶ୍ୱର ବିମାନବନ୍ଦରରେ ଥରିଲା ବିମାନ
ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବୁଧବାର ଏକ ବିମାନ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ଆପ୍ର ରାଜ୍ୟସଭା ସାଂସଦ ସଞ୍ଜୟ ସିଂ ଏହି ଦାବି କରିଛନ୍ତି। ଭିସ୍ତାରା ୟୁକେ୭୮୫ ବିମାନଟି ବୁଧବାର ସକାଳ ୭ରେ ଦିଲ୍ଲୀରୁ ବହାରି ଭୁବନେଶ୍ୱରରେ ପ୍ରାୟ…
ନଭେମ୍ବର ୧ରୁ ଅଫଲାଇନ୍ରେ ୟୁଜି ପାଠପଢା
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ନଭେମ୍ବର ୧ରୁ ୟୁଜି ପ୍ରଥମ ବର୍ଷ ପିଲାଙ୍କ ପାଠପଢା ଅଫଲାଇନ୍ରେ ଆରମ୍ଭ ହେବ। ସେହିପରି ନଭେମ୍ବର ୧୫ରୁ ପିଜି ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ଅଫଲାଇନ୍ରେ ଆରମ୍ଭ ହେବା ନେଇ ବିଶ୍ୱବିଦ୍ୟାଳୟ ଓ କଲେଜମାନଙ୍କୁ ଉଚ୍ଚ ଶିକ୍ଷା ସଚିବ…
ଘରୋଇକରଣ ହେବ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବଶୀଘ୍ର ଘରୋଇକରଣ ହେବା ନେଇ ଏଏଆଇ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୁବନେଶ୍ୱର ସମେତ ୧୩ଟି ପ୍ରମୁଖ ବିମାନବନ୍ଦରର ଘରୋଇକରଣ ହେବ। ଭୁବନେଶ୍ୱର, ବାରାଣସୀ, ଅମୃତସର, ତ୍ରିଚି, ଇନ୍ଦୋର, ରାୟପୁର ଭଳି ବଡ଼ ବଡ…
ଆସୁଛି ଆଉ ଏକ ଲଘୁଚାପ: ୩ ଦିନ ବର୍ଷିବ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟର ୭ ଜିଲାରେ…
Archives


