ମେଟ୍ରୋ

ଧୀରେ ଧୀରେ ତଳମୁହାଁ ହେଉଛି ସଂକ୍ରମଣ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର,୨୧।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସଂକ୍ରମଣ କମିବା ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଆମର ଟେଷ୍ଟିଂ କମି ନାହିଁ । ଗାଇଡ୍‌ଲାଇନ ଅନୁସାରେ ଟେଷ୍ଟିଂ କରାଯାଉଛି ବୋଲି ସେ କହିଛନ୍ତି। ଆହୁରି କହିଛନ୍ତି ଆକ୍ଟିଭ…

ଭୁବନେଶ୍ୱର ଏୟାରପୋର୍ଟରେ ଓହ୍ଲାଇ ପାରିଲାନି ବିମାନ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜଧାନୀରେ ଘନ କୁହୁଡି ଯୋଗୁ ବିମାନ ସେବା ବ୍ୟାହତ ହୋଇଛି। ଫଳରେ ନୂଆଦିଲ୍ଲୀରୁ ଆସୁଥିବା ବିମାନ ଭୁବନେଶ୍ୱର ବିମାନ ବନ୍ଦରରେ ଓହ୍ଲାଇ ପାରିଲାନି । ଇଣ୍ଡିଗୋ- ୨୧୭୮ ବିମାନକୁ ରାୟପୁରକୁ କର୍ତ୍ତୃପକ୍ଷ ଡାଇଭର୍ଟ କରିଛନ୍ତି। ଭୁବନେଶରରେ ଆଜି ସକାଳୁ ଘନ…

‘ଶିଶୁଙ୍କ ଅତ୍ୟଧିକ କାନ୍ଦ ଆରିଥ୍‌ମିଆ ହୋଇପାରେ’

ଭୁବନେଶ୍ୱର, ୨୧।୧(ବ୍ୟୁରୋ): ଯଦି ଆପଣଙ୍କ ଶିଶୁ ଘଣ୍ଟା ଘଣ୍ଟା ଧରି ଲଗାତର କାନ୍ଦୁଛି, ତେବେ ଏହାକୁ ଅଣଦେଖା କରାଯିବା ଉଚିତ୍‌ ନୁହେଁ। ପିଲା କାନ୍ଦିଲେ ଅଧିକାଂଶ ଏହା ପେଟ କାଟୁଥିବା କିମ୍ବା କାନ ଟାଣୁଥିବା ବୋଲି ଭାବନ୍ତି। କିନ୍ତୁ ଏହା ବିପଦଜନକ…

ଆଜି ରାଜ୍ୟରୁ ୯୮୩୩ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୮୩୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୮୭,୨୯୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫,୬୯୯ ଜଣ ଚିହ୍ନଟ ହୋଇଥିବା…

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୦୭କୁ ବୃଦ୍ଧି

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ନାମାଙ୍କନ ବେଳେ ବଢୁଛି ଗହଳି

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ଗାଁଗହଳିରେ ରାଜନୀତି ସେତେ ସରଗରମ ହେଉଛି। ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଜୋରସୋର ଚାଲିଛି। ଗତ ୧୭ ତାରିଖରୁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରୁଥିବା ବେଳେ ବିଭିନ୍ନ ସ୍ଥାନରେ ଅସମ୍ଭବ ଭିଡ଼ ଦେଖିବାକୁ ମିଳୁଛି।…

ହାବିଲଦାରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ଦ୍ୱିତୀୟ ସ୍ତ୍ରୀ

ଭୁବନେଶ୍ୱର,୨୧।୧(ବ୍ୟୁରୋ): କମିଶନରେଟ ପୋଲିସରେ କାର୍ଯ୍ୟରତ ଜଣେ ହାବିଲଦାରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆସିଛି। ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ପତ୍ର ନ ଦେଇ ଦ୍ୱିତୀୟ ବିବାହ କରିବା ଏବଂ ଦ୍ୱିତୀୟ ସ୍ତ୍ରୀଙ୍କୁ ମାରଧର କରିବା ଭଳି ଅଭିଯୋଗ ହୋଇଛି। ନିର୍ଯାତନାର ଶିକାର ହୋଇଥିବା ଦ୍ୱିତୀୟ…

ଆଜି ନାମାଙ୍କନ ଶେଷ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କାର୍ଯ୍ୟ ଜୋରସୋରରେ ଚାଲିଛି। ଗତ ୪ ଦିନ ହେବ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ଜିଲା ପରିଷଦ ସଦସ୍ୟଙ୍କ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ ହେଉଛି। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ…

ଭିଡ଼ ରୋକିବାକୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ବେଳେ ହେଉଥିବା ଭିଡ଼ ରୋକିବାକୁ ନିର୍ବାଚନ କମିଶନ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୧୭ରୁ ନାମାଙ୍କନ ଚାଲିଥିବା ବେଳେ ଅନେକ ସ୍ଥାନରେ ଭିଡ଼ ପରିଲକ୍ଷିତ ହେଉଛି। ପ୍ରାର୍ଥୀଙ୍କ ସହ ସମର୍ଥକମାନେ ନାମାଙ୍କନ କେନ୍ଦ୍ରରେ ଭିଡ଼…

ରାଜ୍ୟରେ ସଂକ୍ରମଣ ସ୍ଥିର ଅଛି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ଏବେ ସ୍ଥିର ରହିଛି । ପ୍ରଥମେ ଯେଉଁ ଗତିରେ ସଂକ୍ରମଣ ବଢ଼ୁଥିଲା ସେଥିରେ କମ୍‌ ଆସିଛି । ଯାହା ଆମ ପାଇଁ ଆଶ୍ୱାସନାର ବିଷୟ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ବର୍ତ୍ତମାନ ସ୍ଥିତିରେ ୮୮…

ରାଜ୍ୟରୁ ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରୁ କରୋନା ନେଇଛି ଆଉ ୭ ମୁଣ୍ଡ। ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ୮୪ ବର୍ଷୀୟ ବୃଦ୍ଧ, ୬୪ ବର୍ଷୀୟ ବୃଦ୍ଧ, ୯୬ ବର୍ଷୀୟ ବୃଦ୍ଧ, ୭୯ ବର୍ଷୀୟ ବୃଦ୍ଧ ଥିବାବେଳେ ଗଞ୍ଜାମର ୪୫ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାର ୫୨ ବର୍ଷୀୟ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦, ୩୬୮ ଆକ୍ରାନ୍ତ; ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ…

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଦୈନିକ ଦଶ ହଜାରରୁ ଖସୁନାହିଁ କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୧୦,୩୬୮ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬,୦୧୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୩୫୩ ଲୋକାଲ କେସ୍‌ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?