ମେଟ୍ରୋ

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୩୧୬କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ ୨ଜଣ ରହିଥିବା ବେଳେ ଜଗତସିଂହପୁର, ଖୋର୍ଦ୍ଧାରୁ ଜଣେ ଲେଖାଏ ରହିଛନ୍ତି ।

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୪ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ…

ନୂଆ ସମ୍ଭାବନା ନେଇ ସଜାଡ଼ି ହେଉଛି ପର୍ଯ୍ୟଟନ

ନୂଆ ଆଶା ନେଇ ସଜାଡ଼ି ହେଉଛି ଓଡ଼ିଶା ପର୍ଯ୍ୟଟନ। କରୋନା କଷଣ ଭିତରେ ଦୋହଲି ଯାଇଥିବା ପର୍ଯ୍ୟଟନ ଓ ହସ୍ପିଟାଲିଟି ଶିଳ୍ପ ଧୀରେ ଧୀରେ ଅଣ୍ଟା ସଳଖୁଛି। ରାଜ୍ୟର ପର୍ଯ୍ୟଟନ ସ୍ଥଳୀଗୁଡିକ ଖୋଲିବା ଆରମ୍ଭ କରିଥିଲେ ମଧ୍ୟ ଏଯାଏ ସ୍ଥିତି ସମ୍ପୂର୍ଣ୍ଣ…

ଦାବି ପୂରଣ ପାଇଁ ଘାସ ଚୋବାଇଲେ ଗାଁସାଥୀ

ଭୁବନେଶ୍ୱର,୨୬।୧୦: ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜି ଧାରଣାସ୍ଥଳରେ ପୁଣି ଏକାଠି ହେଲେ ଗାଁସାଥୀ। ଗାଁସାଥୀ(ମେଟ୍‌) କମିଟି ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ଓଡିଶା ପ୍ରଦେଶର ଶତାଧିକ କର୍ମକର୍ତ୍ତା ଓ ସଭ୍ୟାସଭ୍ୟ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ପର୍ଯ୍ୟାପ୍ତ ନିଯୁକ୍ତିର ଅଭାବ ଓ ଆର୍ଥିକ…

ସବୁ ଯାତ୍ରୀବାହୀ ଗାଡ଼ିରେ ରହିବ ଭିଏଲ୍‌ଟିଡି

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟର ସବୁ ଯାତ୍ରୀବାହୀ ଗାଡିରେ ଭିଏଲ୍‌ଟିଡି (ଭେଇକିଲ ଲୋକେଶନ ଟ୍ରାକିଂ ଡିଭାଇସ) ଲାଗିବ। ଓଲା, ଉବେର, ମୋ ବସ୍‌ ଭଳି ଯାତ୍ରୀବାହୀ ଗାଡିଗୁଡିକରେ ଏହି ସୁବିଧା ରହିଛି। ଏହାଦ୍ୱାରା ଯାତ୍ରୀମାନେ ଏହିସବୁ ବସ୍‌, କାର୍‌ କିମ୍ବା ଅଟୋ ଆଦିର ଯାତାୟାତ…

ସୀମା ଉଲ୍ଲଂଘନ କରି ତଦନ୍ତ କରୁଛନ୍ତି ଡିଆଇଜି

ପ୍ରଶ୍ନ-୧: ଗିରଫ ଲୋକଙ୍କୁ ଥାନାରେ ରଖାଯାଏ। ପୋଲିସ ବାରାକ କେବଳ କର୍ମଚାରୀଙ୍କ ରହିବା ପାଇଁ ଉର୍ଦ୍ଦିଷ୍ଟ। ଅପରାଧୀଙ୍କୁ ହାତକଡି ପଡିଲାନି କିମ୍ବା ହାଜତରେ ରଖାଗଲାନି। ପୋଲିସ ବାବୁମାନେ ସସମ୍ମାନେ ଅପରାଧୀଙ୍କୁ ନିଜ ଘରେ ନେଇ ରଖିଲେ। ଏହା ସମ୍ପୂର୍ଣ୍ଣ ଭାବେ ପୋଲିସ…

ପରିବର୍ତ୍ତନର ଅଗ୍ରଦୂତ ସାଜନ୍ତୁ ଯୁବପିଢ଼ି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସରେ ମହାତ୍ମା ଗାନ୍ଧୀ ଜାତୀୟ ଛାତ୍ରବୃତ୍ତି(ଏମ୍‌ଜିଏନ୍‌ଏଫ୍‌) ୨ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଧର୍ମେନ୍ଦ୍ର ଛାତ୍ରବୃତ୍ତିଧାରୀ ତଥା ଯୁବପିଢ଼ିଙ୍କୁ ଦକ୍ଷତା ବିକାଶର ପ୍ରୟାସରେ ତୃଣମୂଳସ୍ତରରେ ସାମାଜିକ ପରିବର୍ତ୍ତନର ଅଗ୍ରଦୂତ ହେବାକୁ…

ପଞ୍ଚାୟତ ନିର୍ବାଚନ ଲାଗି ଆଜି ପ୍ରକାଶ ପାଇବ ଚୂଡାନ୍ତ ତାଲିକା

ଭୁବନେଶ୍ବର,୨୬।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ନେଇ ମଙ୍ଗଳବାର ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ଓ୍ବାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଅଧ୍ୟକ୍ଷ ଆସନ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଆଜି ପ୍ରକାଶ ପାଇବ । ୯୨ ହଜାର ୱାର୍ଡ ମେମ୍ବର,…

ଡିଜିଟାଲ କ୍ଷେତ୍ରରେ ଦକ୍ଷ ହେବେ ଛାତ୍ରୀଛାତ୍ର, ଶିକ୍ଷକ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶିକ୍ଷାଲାଭ କରୁଥିବା ଛାତ୍ରୀଛାତ୍ର ଏବଂ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଏକବିଂଶ ଶତାବ୍ଦୀର ଟେକ୍ନୋଲୋଜି ଏବଂ ପଠନଶୈଳୀ ସମ୍ବନ୍ଧରେ ପ୍ରଶିକ୍ଷଣ ପ୍ରଦାନ ପାଇଁ ସୋମବାର ‘କ୍ୱେଷ୍ଟ ଆଲିଆନ୍ସ’ ଏବଂ ‘ମୋ ସ୍କୁଲ୍‌ ଅଭିଯାନ’ ମଧ୍ୟରେ ଏକ…

ଆଇସିଏଆର୍‌-ସିଆଇଡବ୍ଲ୍ୟୁଏ ସହ ସୋଆର ଚୁକ୍ତିନାମା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ):  ଗବେଷଣା କ୍ଷେତ୍ରରେ ସହଯୋଗ ନିମନ୍ତେ ଭୁବନେଶ୍ୱରସ୍ଥିତ ଆଇସିଏଆର୍‌-ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଓ୍ବିମେନ୍‌ ଇନ୍‌ ଏଗ୍ରିକଲ୍ଚର(ସିଆଇଡବ୍ଲ୍ୟୁଏ) ଏବଂ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ମଧ୍ୟରେ ସୋମବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ସୋଆର ପ୍ରତିଷ୍ଠାତା ସଭାପତି ମନୋଜ ରଞ୍ଜନ ନାୟକଙ୍କ ଉପସ୍ଥିତିରେ…

୩ ଓଡ଼ିଆ ପୁରସ୍କୃତ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ନୂଆଦିଲ୍ଲୀରେ ସୋମବାର ଅନୁଷ୍ଠିତ ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଓଡ଼ିଶାର ୩ଜଣଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ‘ଶଲା ବୁଢ଼ାର ବଦ୍‌ଲା’ ପାଇଁ ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର…

ଧରାପଡ଼ିଲେ ଗ୍ୟାଙ୍ଗଷ୍ଟାର ଗର୍ଲଫ୍ରେଣ୍ଡ

କଟକ ଅଫିସ୍‌,୨୫।୧୦: ବିଲ୍ଡରଙ୍କୁ ଦାଦା ବଟି ମାଗିବା ଓ ତାଙ୍କୁ ଆକ୍ରମଣ କରିବା ଅଭିଯୋଗରେ ଗ୍ୟାଙ୍ଗଷ୍ଟାର ସକିଲଙ୍କ ଗାର୍ଲଫ୍ରେଣ୍ଡ ମାନସୀଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। କଟକରୁ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ସହ ଦୁଇ ସହଯୋଗୀକୁ ମଧ୍ୟ ଲାଲବାଗ ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri