୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ୧୭୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୧…
କଂଗ୍ରେସ ଭବନରେ ପଶି ପିଟିଲା ପୋଲିସ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ସନ୍ସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟାକାଣ୍ଡକୁ ନେଇ ରାଜ୍ୟବ୍ୟାପୀ ଚାଲିଥିବା ଆନ୍ଦୋଳନ ଭୟଙ୍କର ରୂପ ନେଇଛି। ଗତ ଦୁଇଦିନ ଧରି ରାଜଧାନୀରେ ରକ୍ତ ବୋହିଛି। ଗୁରୁବାର ପୋଲିସର ଲାଠି ମାଡ଼ରେ ବହୁ ଯୁବ ଭାଜପା…
ରାଜ୍ୟ ସ୍ଥିତି ସମ୍ପର୍କରେ ନଡ୍ଡାଙ୍କୁ ଜଣାଇଲେ ସମୀର
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ରାଜ୍ୟ ସଭାପତି ସମୀର ମହାନ୍ତି ଗତ ବୁଧବାର ନୂଆଦିଲ୍ଲୀଠାରେ ସାକ୍ଷାତ୍ କରିଛନ୍ତି। ଆଲୋଚନା ବେଳେ ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି, ଦଳର ସାଙ୍ଗଠନିକ କାର୍ଯ୍ୟ, ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ମହିଳାଙ୍କ ପ୍ରତି ନିର୍ଯାତନା ଓ…
ବିଧାନସଭା ଅଧାରୁ ବନ୍ଦ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଅଧାରୁ ବନ୍ଦ ହୋଇଛି। ଲଗାତର ଗୃହ ଅଚଳ ହେବା ପରେ ଶୁକ୍ରବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ କରାଯାଇଛି। ଶୁକ୍ରବାର ଅପରାହ୍ନରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବିଧାନସଭା ଅଧିବେଶନକୁ ବନ୍ଦ…
ବୋହିନେଲେ ଲୁହାପଥର
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଖଣି ରାଜସ୍ବରେ ବ୍ୟାପକ ହେରଫେର ଓ ଅନିୟମିତତା ହୋଇଛି। ଲିଜ୍ଧାରୀ ଅନୁମୋଦିତ ପରିମାଣଠାରୁ ଅଧିକ ପରିମାଣର ଲୁହାପଥର ଉତ୍ତୋଳନ କରିଥିଲେ ମଧ୍ୟ ଖଣି ଯୁଗ୍ମ ନିର୍ଦ୍ଦେଶକ ସେମାନଙ୍କଠାରୁ ବଳକା ମୂଲ୍ୟ ଆଦାୟ କରିନାହାନ୍ତି। ଫଳରେ ସରକାରଙ୍କୁ ଖଣି ଟିକସ ବାବଦରେ…
ବାତ୍ୟା କ୍ଷୟକ୍ଷତି ଆକଳନ କରିବେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବାତ୍ୟା ‘ଜଓ୍ବାଦ’ କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସିବ। ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ଯୁଗ୍ମ ସଚିବ ସୌରଭ ରାୟଙ୍କ ନେତୃତ୍ୱରେ ଆସୁଥିବା ଏହି ଟିମ୍ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ। ୧୨ ଓ ୧୩ ତାରିଖ ୨…
୨୦ ଦିନ ପୂର୍ବରୁ ସରିଲା ଶୀତକାଳୀନ ଅଧିବେଶନ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଧାର୍ଯ୍ୟ ତାରିଖ ପୂର୍ବରୁ ଶୁକ୍ରବାର ଶେଷ ହୋଇଛି। ୨୦ ଦିନ ପୂର୍ବରୁ ତଥା ୧୭ଟି କାର୍ଯ୍ୟ ଦିବସ ବାକି ଥାଇ ଅଧିବେଶନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର।…
୨୪୬ ସାମ୍ପୁଲରେ ଓମିକ୍ରନ ନାହିଁ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଜିନୋମ ସିକ୍ୱେନ୍ସିଂ ପାଇଁ ଆଇଏଲ୍ଏସ୍ ଆସିଥିବା ୨୪୬ ସାମ୍ପୁଲରେ ଓମିକ୍ରନ ଭାରିଏଣ୍ଟ ନାହିଁ। ଏ ନେଇ ଆଇଏଲ୍ଏସ୍ ପକ୍ଷରୁ ସୂଚନା ଦିଆଯାଇଛି। ବିଦେଶରୁ ଆସିଥିବା ବ୍ୟକ୍ତିଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିବା ପରେ ଜିନୋମ ସିକ୍ୱେନ୍ସିଂ ପାଇଁ ସାମ୍ପୁଲଗୁଡିକ ପଠାଯାଇଥିଲା।…
ନିର୍ଦ୍ଧୁମ ଛେଚିଲା ପୋଲିସ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ମମିତା ହତ୍ୟା ମାମଲାକୁ ନେଇ ଝଡ଼ ଥମିବାର ନାଁ ଧରୁନି । ଗୋଟିଏ ପଟେ ୧୦ ଦିନ ହେଲାଣି ଗୃହ ସ୍ବାଭାବିକ ହୋଇପାରୁ ନ ଥିବା ବେଳେ ରାସ୍ତା ଉପରେ ଗର୍ଜୁଛନ୍ତି ବିରୋଧୀ। ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର…
ବିଜେଡିରେ ଯୋଗଦେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ସୁନ୍ଦରଗଡ଼ ତଳସରାର ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଡାକ୍ତର ପ୍ରଫୁଲ୍ଲ ମାଝି ଶୁକ୍ରବାର ବିଜେଡିରେ ଯୋଗଦେଇଛନ୍ତି। ଗତ ୬ ତାରିଖରେ ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଧାୟକ ପ୍ରତାପ…
ଶନିବାରରୁ ପୁଣି ବର୍ଷା
ଭୁବନେଶ୍ୱର,୧୦।୧୨(ବ୍ୟୁରୋ) ରାଜ୍ୟରେ କୋହଲା ପାଗ ସାଙ୍ଗକୁ କିଛି ସ୍ଥାନେ ସ୍ଥାନେ ଝିପି ବର୍ଷା ଲାଗି ରହିଛି । ଦକ୍ଷିଣ- ପଶ୍ଚିମ ବଙ୍ଗୋପସାଗରରୁ ଉତ୍ତର ବଙ୍ଗୋପସାଗର ମଧ୍ୟରେ ଟ୍ରପ ଲାଇନ ସୃଷ୍ଟି ହୋଇଛି । ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ…
ଅପରାହ୍ନ ୪ ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ନବମ ଦିନରେ ବି ଚାଲି ପାରିଲାନି ବିଧାନସଭା। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି। ଅଧିବେଶନ ଆରମ୍ଭରୁ ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ପ୍ରଦର୍ଶନ ସହ ଘଣ୍ଟ ବଜାଇ ବିରୋଧୀଙ୍କ…
Archives


