ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୭୫ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୫୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ…
ଅଭିଯୁକ୍ତଙ୍କୁ ସୁରକ୍ଷା ଦେଉଛନ୍ତି ବିଜେଡି ନେତ୍ରୀ
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଆଦୌ ଛୋଟ ଘଟଣା ନୁହେଁ। ନାରୀ ହିଂସା, ନିର୍ଯାତନା, ହତ୍ୟାକାଣ୍ଡ, ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଆଦି ସାମାଜିକ ପ୍ରସଙ୍ଗରେ ବିରୋଧୀ ଦଳ ତଥା ସାଧାରଣ ଜନତା ପ୍ରଶ୍ନ କଲେ ଶାସକ ବିଜେଡିର ନେତ୍ରୀମାନେ ପ୍ରତିକ୍ରିୟାଶୀଳ ହୋଇ…
ଥାନାରେ ପୋଲିସ-ଭାଜପା ମହିଳା ମୋର୍ଚ୍ଚା ଧସ୍ତାଧସ୍ତି
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକଣ୍ଡରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଗିରଫ ଦାବିରେ ଶୁକ୍ରବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ କ୍ୟାପିଟାଲ ଥାନା ଭିତରକୁ ଧସେଇ ପଶିବାକୁ ଚେଷ୍ଟା କରାଯାଇଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ହୋଇଥିଲା।…
ତେଲ ଟ୍ୟାଙ୍କରରୁ ଜବତ ହେଲା ୨.୫ କୁଇଣ୍ଟାଲ ଗଞ୍ଜେଇ
ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ତେଲ ଟ୍ୟାଙ୍କରରେ ଚାଲାଣ ହେଉଥିଲା ଗଞ୍ଜେଇ। ସ୍ବତନ୍ତ୍ର ଭାବେ ପ୍ୟାକିଂ କରାଯାଇ ଟାଙ୍କି ଭିତରେ ରଖାଯାଇଥିଲା। ପୋଲିସ ନଜରରୁ ବର୍ତ୍ତିବା ପାଇଁ ଏଭଳି ଅଭିନବ କୌଶଳ ଆପଣାଇଥିଲେ ଗଞ୍ଜେଇ ଚାଲାଣକାରୀ। ଏପରି କି କୋରାପୁଟରୁ ଦୀର୍ଘ ୪୫୦ କିମିରୁ ଅଧିକ…
ବିନା ଛୁଞ୍ଚିରେ ଶିଶୁଙ୍କୁ ଦିଆଯିବ କରୋନା ଟିକା
ଭୁବନେଶ୍ବର,୨୨।୧୦(ବ୍ୟୁରୋ): ବିନା ଛୁଞ୍ଚିରେ ଟିକା ନେବେ ଶିଶୁ । କରୋନାର ଜାଇପର ଡି’ ଟିକା ବିନା ଛୁଞ୍ଚିରେ ଶିଶୁମାନଙ୍କୁ ଦେବାକୁ ପରାମର୍ଶ ଦିଆଯାଇଥିବା ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଶୁକ୍ରବାର ସୂଚନା ଦେଇଛନ୍ତି । ୧୨ ବର୍ଷରୁ ୧୮…
କରୋନାକୁ ନେଇ ସତର୍କ କରାଇଲେ ଡିଏମ୍ଇଟି
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି। ତଥାପି କରୋନା ଭୟ ଏଯାଏ ଯାଇନି, ତେଣୁ ସଚେତନ ରହିବା ଆବଶ୍ୟକ ବୋଲି ଡିଏମ୍ଇଟି ସିବିକେ ମହାନ୍ତି ସୂଚନା ଦେଇଛନ୍ତି। ସଚେତନ ନହେଲେ ତୃତୀୟ ଲହର ଆସିପାରେ ବୋଲି ସତର୍କ…
ପ୍ରଦୀପ ସେବା ନୁହେଁ, ହେବା ଲାଗି ଦଳ ଛାଡ଼ିଛନ୍ତି: ନିରଞ୍ଜନ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ନବରଙ୍ଗପୁର ପୂର୍ବତନ ଏମ୍ପି ପ୍ରଦୀପ ମାଝୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହି କ୍ରମରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସେବା ନୁହେଁ, ହେବା…
ମନୀଷ ମୃତ୍ୟୁ ମାମଲା: କନଷ୍ଟେବଳ ନିଲମ୍ବିତ
ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ହତ୍ୟା ମାମଲାରେ ଜଣେ କନଷ୍ଟେବଳ ନିଲମ୍ବିତ ହୋଇଛନ୍ତି। କନଷ୍ଟେବଳ ପ୍ରସନ୍ନ ବେହେରାଙ୍କୁ ନିଲମ୍ବିତ କରିଛନ୍ତି କମିଶନରେଟ ପୋଲିସ। ପ୍ରସନ୍ନ ଭୁବନେଶ୍ୱର ହାବିଲଦାର ଓ କନଷ୍ଟେବଳ ସଂଘର ସମ୍ପାଦକ ଥିବା ସୂଚନା…
ଏଥର ସେଣ୍ଟ୍ରାଲ କାଉଣ୍ଟିଂ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ଚଳିତବର୍ଷ ପଞ୍ଚାୟତ ନିର୍ବାଚନର ଏଥର ସେଣ୍ଟ୍ରାଲ କାଉଣ୍ଟିଂ ହେବ। ଭୋଟ୍ ସରିବା ପରେ ଭୋଟ୍ ବାକ୍ସ ଗୁଡିକୁ ଷ୍ଟ୍ରଙ୍ଗ୍ ରୁମରେ ରଖାଯିବ। ସେଥିପାଇଁ ବ୍ଲକ୍ ସ୍ତରରେ ଷ୍ଟ୍ରଙ୍ଗ୍ ରୁମ୍ ପ୍ରସ୍ତୁତ ହେବ। ଏନେଇ ରାଜ୍ୟ ନିର୍ବାଚନ କମିଶନ୍ର ଆଦିତ୍ୟ ପାଢୀ…
ବିଜେଡି ଅଫର୍କୁ ପ୍ରତ୍ୟାଖ୍ୟାନ ପରେ ସୁରଙ୍କୁ ଏମିତି କହିଥିଲେ ନବୀନ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ପ୍ରଦୀପ ମାଝି କଂଗ୍ରେସ ଛାଡ଼ିବା ପରେ ଜଟଣୀ ବିଧାୟକ ସୁର ରାଉତରାୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତାଙ୍କୁ ବିଜେଡିରେ ମିଶିବାକୁ ଅଫର ଆସିଥିଲା। ହେଲେ ଏବେ ନୁହେଁ, ୧୯ ବର୍ଷ ତଳେ। ଘରକୁ ଡାକି ବିଜେଡିରେ ମିଶିବାକୁ ତାଙ୍କୁ…
ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୩୦୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, ଜଗତସିଂହପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ…
ଅଭିଯୁକ୍ତଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହେବ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କ ୪ ଦିନିଆ ରିମାଣ୍ଡ ଅବଧି ଗୁରୁବାର ସରିଛି। ଇନ୍ଫୋସିଟି ଥାନା ପୋଲିସ ସେମାନଙ୍କୁ ଏସ୍ଡିଜିଏମ୍ କୋର୍ଟରେ ହାଜର କରିଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସମସ୍ତଙ୍କୁ…
Archives


