ରାଜ୍ୟରେ ଉପରମୁହାଁ ସଂକ୍ରମଣ; ପିଲାଙ୍କ ପାଇଁ ବଢୁଛି ଚିନ୍ତା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ଶୁକ୍ରବାର ରାଜ୍ୟରେ ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୨ କ୍ୱାରାଣ୍ଟାଇନ୍ରୁ…
ପଶୁପକ୍ଷୀଙ୍କ ଜୈବିକ ଖାଦ୍ୟ ଉତ୍ପାଦନକୁ ଗୁରୁତ୍ୱ
ରସୁଲପୁର,୨୨।୧୦(ଡି.ଏନ.ଏ.): ରସୁଲପୁର ବ୍ଲକରେ ଜୈବିକ ପଦ୍ଧତିରେ ପଶୁପକ୍ଷୀଙ୍କ ଖାଦ୍ୟ ପ୍ରସ୍ତୁତିକୁ ଗୁରୁତ୍ୱ ଦିଆଯାଉଛି। ଗ୍ରାମ୍ୟ ଉନ୍ନତି ଫାଉଣ୍ଡେଶନ ପକ୍ଷରୁ ଏନେଇ ଚାଷୀଙ୍କୁ ପ୍ରୋତ୍ସାହିତ କରାଯାଉଛି। ଉକ୍ତ କାର୍ଯ୍ୟକ୍ରମର ସ୍ଥିତି ଅନୁଧ୍ୟାନ ପାଇଁ ସଂସ୍ଥା ମୁଖ୍ୟ ପରିଚାଳନା ଅଧିକାରୀ ଭିଶାଲ ମେସି ବ୍ଲକ…
ଇସ୍ତଫା ଦେଲେ କଂଗ୍ରେସ ନେତା ପ୍ରଦୀପ ମାଝୀ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ) : କଂଗ୍ରେସ ଦଳର ବରିଷ୍ଠ ନେତା ତଥା ନବରଙ୍ଗପୁରର ପୂର୍ବତନ ଏମ୍ପି ପ୍ରଦୀପ ମାଝୀ ଦଳରୁ ଇସ୍ତଫା ଦେଇଛନ୍ତି । ଦଳର ମୁଖ୍ୟ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖି ସେ ଦଳ ଛାଡ଼ିଥିବା ଜଣାପଡ଼ିଛି। ସେ ପ୍ରାଥମିକ ସଦସ୍ୟ ଓ…
୩ ବର୍ଷ ପରେ ୨ ପ୍ରକଳ୍ପକୁ ମଞ୍ଜୁରୀ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ମାଳମାଳ ଯୋଜନା ଘୋଷଣା ହେଉଛି। ତେବେ ସେଥିରୁ ଲୋକେ କେତେ ଉପକୃତ ହେଉଛନ୍ତି ତାହାର ଉତ୍ତର ଖୋଜିବା ଲାଗି ସରକାରୀ ସ୍ତରରେ ସେତେଟା ତତ୍ପରତା ପ୍ରକାଶ ପାଉନାହିଁ। ଯୋଜନାର ପରିକଳ୍ପନା ଓ ବାସ୍ତବତା ମଧ୍ୟରେ ଏକ ଦୀର୍ଘ ଅନ୍ତର ସୃଷ୍ଟି…
ବର୍ଷକରେ ଶହୀଦ ହୋଇଛନ୍ତି ୩୭୭
କଟକ ଅଫିସ,୨୨।୧୦:ପୋଲିସ ମୁଖ୍ୟାଳୟ ପରିସରରେ ଗୁରୁବାର ୬୨ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ଦିବସ ପାଳିତ ହୋଇଯାଇଛି। ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶର ବିଭିନ୍ନ ଆରକ୍ଷୀ ବିଭାଗରେ ଶହୀଦ ହୋଇଥିବା ଯବାନଙ୍କ ଅମର ଆତ୍ମା…
ମାଧ୍ୟମିକ ସ୍କୁଲରେ ନିଯୁକ୍ତ ହେବେ ୫୫୦ କ୍ରୀଡ଼ା ଶିକ୍ଷକ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ):ସରକାରୀ ମାଧ୍ୟମିକ ସ୍କୁଲଗୁଡ଼ିକରେ ଖାଲିଥିବା ପଦବୀରେ ୫୫୦ ଜଣ କ୍ରୀଡ଼ା ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପକ୍ଷରୁ ଅକ୍ଟୋବର ୫ରେ ହୋଇଥିବା ଅନ୍ଲାଇନ ପରୀକ୍ଷାଫଳ ଚୂଡ଼ାନ୍ତ ହୋଇଛି। ଏହି ପରୀକ୍ଷାରେ ମୋଟ ୫୫୦ ପ୍ରାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେମାନଙ୍କ…
ଓମାନରେ ୮ ଓଡ଼ିଆ ଶ୍ରମିକ ନିର୍ଯାତିତ
ବାଲୁଗଁ।/ବାଣପୁର, ୨୨।୧୦(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲାରେ ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏମାନେ ବାହାର ରାଜ୍ୟ କମ୍ପାନୀର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ନିଜକୁ ପଞ୍ଜୀକୃତ ଠିକାଦାର ବୋଲି ପରିଚୟ ଦେଇ ଗରିବ ଲୋକଙ୍କୁ ଅଧିକ ଟଙ୍କା ରୋଜଗାର ଆଶା…
ସେବାୟତଙ୍କ ପାଇଁ ଲାଗୁ ହେଲା ଡ୍ରେସ୍ କୋଡ୍
ପୁରୀ ଅଫିସ, ୨୨।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା ତଥା ଗର୍ଭଗୃହକୁ ପ୍ରବେଶ କରୁଥିବା ସେବାୟତଙ୍କ ପାଇଁ ଡ୍ରେସ୍ କୋଡ୍ ଲାଗୁ ହୋଇଛି। ପାରମ୍ପରିକ ବସ୍ତ୍ର ପରିଧାନ କରି ସେବାୟତମାନେ ଗୁରୁବାରଠାରୁ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିଛନ୍ତି। ସେହିପରି ଆସନ୍ତା ଦୀପାବଳି ପରଦିନଠାରୁ…
ସ୍ଲରି ପାଇପ୍ ଲାଇନ୍ ପାଇଁ ଜଳକର
ଯାଜପୁର ଅଫିସ,୨୨।୧୦: ସ୍ଲରି ପାଇପ୍ ଲାଇନ୍ରେ ଖଣିଜ ପଦାର୍ଥ ପରିବହନ କରୁଥିବା କମ୍ପାନୀଗୁଡ଼ିକ ଉପରେ ଜଳକର କେତେ ନିର୍ଦ୍ଧାରଣ ହେବ ସେନେଇ ପ୍ରସ୍ତାବ ଦେବାକୁ ଶିଳ୍ପ ବିଭାଗ ସମେତ ଷ୍ଟିଲ ଓ ଖଣି ବିଭାଗର ଅତିରିକ୍ତ ସଚିବଙ୍କୁ ରାଜ୍ୟ ଜଳ ସମ୍ପଦ…
ଦେଢ଼ କୋଟି ଟଙ୍କାର ବ୍ରାଉନସୁଗାର ହେଲା ଜବତ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ୍) ହାତରେ ଏକ ଆନ୍ତଃରାଜ୍ୟ ବ୍ରାଉନସୁଗାର ବେପାରୀ ଧରାପଡିଛନ୍ତି। ପଶ୍ଚିମବଙ୍ଗରୁ ଆସି କଟକ ଜିଲା ଟାଙ୍ଗୀ ୧୬ ନଂ. ଜାତୀୟ ରାଜପଥ ନିକଟରେ ଡିଲ୍ବେଳେ ବୁଧବାର ବିଳମ୍ବିତ ରାତିରେ ତାଙ୍କୁ ଏସ୍ଟିଏଫ୍ ଗିରଫ କରିଛି। ସେ…
୪୩ ମାଓବାଦୀଙ୍କ ସହ ଏକାଠି ଖାଇଲେ ସୁକୁମା ଏସ୍ପି
ମାଲକାନଗିରି, ୨୧ା୧୦ (ଡି.ଏନ.ଏ.): ସୁକ୍ମା ପୋଲିସ ନିକଟରେ ୪୩ ଜଣ ମାଓବାଦୀ ଗୁରୁବାର ଆତ୍ମ ସମର୍ପଣ କରିଛନ୍ତି। ତେବେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଏହି ମାଓବାଦୀଙ୍କ ସହ ତଳେ ବସି ସୁକୁମା ଏସ୍ପି ଏକାଠି ଖାଦ୍ୟ ଖାଇଥିଲେ। ଏମିତି ଏକ…
କେଦାରନାଥ ଥିଲେ ପ୍ରତିଭାଦୀପ୍ତ ପ୍ରଜ୍ଞାପୁରୁଷ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଐତିହାସିକ କେଦାରନାଥ ମହାପାତ୍ରଙ୍କ ୧୧୦ତମ ଜୟନ୍ତୀ ସମାରୋହ କେଦାରନାଥ ଗବେଷଣା ପ୍ରତିଷ୍ଠାନ ସଭାଗୃହରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସଭାପତି ରଘୁନାଥ ମିଶ୍ର ଅଧ୍ୟକ୍ଷତା କରିଥିଲେ। ସଭାପତି ମିଶ୍ର କହିଥିଲେ, କେଦାରନାଥ ଥିଲେ ପୋଥି, ପଥର ଓ ପ୍ରତ୍ନତତ୍ତ୍ୱରେ ପ୍ରତିଭାଦୀପ୍ତ…
Archives


