ମେଟ୍ରୋ

ନିଜ ସ୍କୁଲରେ ହେବ ପରୀକ୍ଷା

କଟକ ଅଫିସ,୨୧।୧୦: ଚଳିତ ବର୍ଷ ନୂତନ ଢାଞ୍ଚାରେ ପରୀକ୍ଷା ଦେବେ ନବମ ଶ୍ରେଣୀ ଛାତ୍ରୀଛାତ୍ର। ନଭେମ୍ବର ୨୨ରୁ ନବମ ଶ୍ରେଣୀର ସମେଟିଭ୍‌-୧ ପରୀକ୍ଷା ଆରମ୍ଭ ହେବ। ଏ ନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର…

ଶିଶୁଙ୍କ ଟିକାକରଣ ପୂର୍ବରୁ ଦିଆଯିବ ସ୍ବତନ୍ତ୍ର ପ୍ରଶିକ୍ଷଣ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଶିଶୁମାନଙ୍କୁ କୋଭିଡ୍‌ ଟିକା ଦେବା ପାଇଁ ଶୁକ୍ରବାରଠାରୁ ପ୍ରସ୍ତୁତି ଆରମ୍ଭ ହେବ। ଗୁରୁବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ରାଜ୍ୟ ଟିକାକରଣ ନୋଡାଲ ଅଧିକାରୀ ଡା. ବିଜୟ ପାଣିଗ୍ରାହୀ ଏହି ସୂଚନା ଦେଇଛନ୍ତି। ଗୁରୁବାର ଦେଶରେ ଶହେ କୋଟି…

ଆଜିଠୁ ହଟିବ ପାର୍ବଣ କଟକଣା

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଗୁରୁବାରଠାରୁ ଟ୍ବିନ୍‌ ସିଟିରୁ ହଟିବ ପାର୍ବଣ କଟକଣା। ପାର୍ବଣ ସମୟକୁ ଦୃଷ୍ଟିରେ ରଖି ଗତ ୧୧ ତାରିଖରୁ ୨୦ ପର୍ଯ୍ୟନ୍ତ କଟକଣା ଲଗାଯାଇଥିଲା। ଏହାର ବୁଧବାର ଥିଲା ଶେଷ ଦିନ। ଏଣୁ ଆଜିଠାରୁ ଭୁବନେଶ୍ୱର ଏବଂ କଟକରେ ରାତି ୮ଟା…

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୨୯୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।…

ଆଜିଠୁ ଆରମ୍ଭ ଏକାଦଶ ଶ୍ରେଣୀର ପାଠପଢା

ଭୁବନେଶ୍ବର,୨୧।୧୦(ବ୍ୟୁରୋ): ଏକାଦଶ ଶ୍ରେଣୀର ପାଠପଢା ଗୁରୁବାର ଅଫଲାଇନରେ ଆରମ୍ଭ ହେବ। କୋଭିଡ୍‌ କଟକଣା ମାନି ଶ୍ରେଣୀ ଗୃହରେ ପାଠପଢିବେ ଛାତ୍ରୀଛାତ୍ର। ଏ ନେଇ ସମସ୍ତ ଶିକ୍ଷାନୁଷ୍ଠାନରେ ପ୍ରସ୍ତୁତି ଶେଷ ହୋଇଛି। ଦିନ ୧୦ଟାରୁ ୧ଟା ୩୦ ଯାଏଁ ଅଫଲାଇନରେ ପାଠପଢା ଚାଲିବ।…

ରାଜ୍ୟରେ ବଢୁଛି ପିଲାଙ୍କ ଚିନ୍ତା

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି। ରାଜ୍ୟରେ ଗୁରୁବାର ୫୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮…

ପରୀକ୍ଷା କେନ୍ଦ୍ର ପାଇଁ ସହର ବଦଳାଇପାରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଓ ଦ୍ୱାଦଶ ଟର୍ମ-୧ ପରୀକ୍ଷା ପାଇଁ ଛାତ୍ରୀଛାତ୍ରମାନେ ପରୀକ୍ଷା କେନ୍ଦ୍ର ପରିବର୍ତ୍ତନ କରିପାରିବେ। ଏ ନେଇ ବୁଧବାର ସିବିଏସ୍‌ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନେକ ଛାତ୍ରୀଛାତ୍ର ନିଜ ସ୍କୁଲ ଯେଉଁ…

ଅଭିଯୁକ୍ତଙ୍କ କଥାରେ ରହୁନି ତାଳମେଳ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରଉଚରା କରୁଛି ଇନ୍‌ଫୋସିଟି ଥାନା ପୋଲିସ। ଗୁରୁବାର ରିମାଣ୍ଡ ଅବଧି ସରୁଥିବାବେଳେ ପୋଲିସ ହାତରେ ମାତ୍ର ଆଉ…

ଅଧା ବୁଲାଇ ପର୍ଯ୍ୟଟକଙ୍କୁ ଛାଡ଼ିଦେଲା ବ୍ୟାଟେରି ଗାଡ଼ି

ବାରଙ୍ଗ,୨୧।୧୦(ଡି.ଏନ୍‌.ଏ.): ନନ୍ଦନକାନନର ବ୍ୟାଟେରି ଚାଳିତ ଗାଡ଼ିକୁ ନେଇ ବୁଧବାର ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୨୫ଜଣ ବଙ୍ଗୀୟ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଥିବାବେଳେ ଏକକାଳୀନ ବ୍ୟାଟେରି ଅଟୋରେ ଯିବା ଓ ସଫାରି ବୁଲିବା ପାଇଁ ଟିକେଟ କାଟିଥିଲେ। କିନ୍ତୁ ଅଧା ବୁଲାଇ…

ଉଦ୍‌ବେଗ ପ୍ରକାଶ କଲେ ଏନ୍‌ସିଡବ୍ଲ୍ୟୁ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ସାଇନ ଇଂଲିଶ ମିଡିୟମ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାକୁ ନେଇ ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଅଧ୍ୟକ୍ଷା ରେଖା ଶର୍ମା ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ହତ୍ୟା ଘଟଣାରେ ବ୍ୟକ୍ତିଗତ ହସ୍ତକ୍ଷେପ…

ପେଟ୍ରୋଲ ୩୬, ଡିଜେଲ ୩୮ ପଇସା ବଢ଼ିଲା

ଭୁବନେଶ୍ୱର,୨୧।୧୦: ଦୁଇଦିନ ବିରତି ପରେ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବଢ଼ିଛି। ବୁଧବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୬ ପଇସା ବଢ଼ି ୧୦୭.୧୩ ଟଙ୍କା ଛୁଇଁଥିବା ବେଳେ ଡିଜେଲ ଦର ୩୮ ପଇସା ଊର୍ଦ୍ଧ୍ୱରେ ରହି ୧୦୩.୫୩…

କରୋନା ନେଲା ମାସକର ଶିଶୁ ଜୀବନ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ସହ ମୃତ୍ୟୁ ସଂଖା କମ୍‌ ରହିଛି। ତେବେ ଦୈନିକ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ମଧ୍ୟରେ ପ୍ରାୟ ୧୮ପ୍ରତିଶତ ୧୮ବର୍ଷରୁ କମ୍‌ ବୟସର ପିଲା ରହୁଛନ୍ତି। ଏପରି ସ୍ଥିତିରେ ବୁଧବାର କରୋନାରେ ଜଣେ ଶିଶୁର ମୃତ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri