ମେଟ୍ରୋ

ଖୋଲିବ ସ୍କୁଲ; ୨ ଦିନ ପାଠ ପଢ଼ା ଯିବନି

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ଆସନ୍ତା ୨୧ରୁ ଏକାଦଶ ଓ ୨୫ ତାରିଖରୁ ଅଷ୍ଟମ ଶ୍ରେଣୀ ଖୋଲିବ। ଏ ନେଇ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ମାର୍ଗଦର୍ଶିକା ଜାରି କରିଛି। ଅଷ୍ଟମ ଶ୍ରେଣୀ ପାଇଁ ୧୭ରୁ ୨୪ ତାରିଖ ମଧ୍ୟରେ ଶିକ୍ଷକ ଓ…

ପଦ୍ମ ଧରିଲେ ଅଞ୍ଜଳି

ଭୁବନେଶ୍ବର,୧୮।୧୦(ବ୍ୟୁରୋ) : ଭାଜପାରେ ମିଶିଲେ ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ନେତ୍ରୀ ଅଞ୍ଜଳି ବେହେରା । ସୋମବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ସେ ଦଳରେ ମିଶିଛନ୍ତି। ତାଙ୍କ ସହ…

ମନୀଷ ହତ୍ୟା ମାମଲା: ରିମାଣ୍ଡରେ ଗଲେ ୩ ଅଭିଯୁକ୍ତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ମନୀଷ ଦାସ ହତ୍ୟା ମାମଲାରେ ଗିରଫ ହୋଇ ୩ ଅଭିଯୁକ୍ତଙ୍କୁ ସୋମବାର କମିଶନରେଟ ପୁଲିସ ରିମାଣ୍ଡରେ ନେଇଛି । ଝାରପଡ଼ା ଜେଲରେ ଥିବା ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଯାଇଛନ୍ତି। ଅଭିଯୁକ୍ତଙ୍କୁ ନେଇ ସିନ ରିକ୍ରିଏଶନ କରାଯିବା ନେଇ…

ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୯୦କୁ ବୃଦ୍ଧି

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଇ-ପଞ୍ଜୀକରଣରେ ଓଡ଼ିଶା ଆଗରେ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ୨ ମାସ ମଧ୍ୟରେ ଇ-ଶ୍ରମ ପୋର୍ଟାଲରେ ସାରା ଦେଶରୁ ୪ କୋଟିରୁ ଅଧିକ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଶ୍ରମିକ ପଞ୍ଜୀକରଣ କରିବାରେ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ସର୍ବାଗ୍ରେ ରହିଛି। ମିଳିଥିବା ତଥ୍ୟ ମୁତାବକ, ଏହି ପୋର୍ଟାଲରେ…

ରାଜଧାନୀରେ ମାତିଛନ୍ତି ଚୋର ଗ୍ୟାଙ୍ଗ୍‌: ବାଲ୍‌କୋନି କବାଟ ଭାଙ୍ଗି ନେଇଗଲେ ୨୦ଲକ୍ଷ ଟଙ୍କାର ଗହଣା

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଅସୁରକ୍ଷିତ ହୋଇପଡୁଛି ରାଜଧାନୀ ରାତି। ଅନ୍ଧାର ବଢ଼ିବାମାତ୍ରେ ଗଳିକନ୍ଦିରୁ ରାଜରାସ୍ତା ସବୁଠି ଅପରାଧୀଙ୍କ ରାଜ୍‌ ଚାଲୁଛି। ଲୋକେ ଶୋଇଯିବା ପରେ କମିଶନରେଟ ପୋଲିସ ବି ଶୋଇଯାଉଛି। ପାଟ୍ରୋଲିଂ ଠିକ୍‌ ହେଉ ନ ଥିବାରୁ ବାରମ୍ବାର ଚୋରି, ଡକାୟତି, ଲୁଟ୍‌, ହତ୍ୟା…

ଆଜି ରାଜ୍ୟରୁ ୩୪୦ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୦ ଶିଶୁ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୩୪୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୫,୪୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯୯ ଜଣ ଚିହ୍ନଟ ହୋଇଥିବା…

ବିଧାୟକଙ୍କ ଘରେ ୨୩ ଘଣ୍ଟାର ରେଡ୍‌

ଭୁବନେଶ୍ୱର (ବ୍ୟୁରୋ)/ ବ୍ରହ୍ମପୁର ଅଫିସ,୧୮ା୧୦: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବଡ଼ଧରଣର ଚଢାଉ କରିଥିଲା। ଲୋକାୟୁକ୍ତଙ୍କ ନିର୍ଦ୍ଦେଶ କ୍ରମେ ଭିଜିଲାନ୍ସ ପକ୍ଷରୁ ସକାଳ ପ୍ରାୟ ୭ଟାରୁ ଏକକାଳୀନ ପ୍ରଦୀପଙ୍କ ଭୁବନେଶ୍ୱରସ୍ଥିତ…

ଆଜି ଦେଶବ୍ୟାପୀ ରେଳରୋକୋ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ସାରାଦେଶରେ ୬ ଘଣ୍ଟିଆ ରେଳରୋକୋ ହେବ। ପୂର୍ବାହ୍ନ ୧୦ରୁ ରେଳରୋକୋ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଜାରି ରହିବ। କୃଷକ ଗଣହତ୍ୟା ମାମଲାରେ ନିରପେକ୍ଷ ତଦନ୍ତ ପାଇଁ କେନ୍ଦ୍ରମନ୍ତ୍ରୀ ଅଜୟ…

ଏକାଦଶ ଶ୍ରେଣୀ ପାଇଁ ଗାଇଡ୍‌ଲାଇନ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ଏକାଦଶ ଶ୍ରେଣୀ ଖୋଲିବ। ଏଥିପାଇଁ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଏ ନେଇ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ…

ଦୋଛକିରେ ପିଲାଙ୍କ ସ୍ବାସ୍ଥ୍ୟ, ଭବିଷ୍ୟତ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୧ ତାରିଖରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିବାକୁ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏଥିସହ ଏସ୍‌ଓପି ମଧ୍ୟ ଜାରି ହୋଇଛି। କରୋନା କଟକଣାକୁ କିଭଳି କଡ଼ାକଡ଼ି ଭାବେ ପାଳନ କରି ପିଲାଙ୍କ ପାଠପଢ଼ା ହେବ…

ଏକାଦଶ ଶ୍ରେଣୀ ପାଇଁ ଆସିଲା ଗାଇଡଲାଇନ୍‌

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଏକାଦଶ ଶ୍ରେଣୀ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ରବିବାର ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁସାରେ, ଦୂରଦୂରାନ୍ତରୁ ଆସୁଥିବା ପିଲାଙ୍କ ପାଇଁ ପ୍ରଥମ ଦିନରେ ଇଣ୍ଡକସନ ସେସନ ରଖାଯିବ। ଇଣ୍ଡକସନ ସେସନରେ ପିଲାଙ୍କ ସହ ଜଣେ ଅଭିଭାବକ ରହିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri