ମେଟ୍ରୋ

ଦିନକରେ ବିଏମ୍‌ସିର ୨୨ କର୍ମଚାରୀ ପଜିଟିଭ୍‌ ଚିହ୍ନଟ, ଲାଗିଲା କଟକଣା

ଭୁବନେଶ୍ୱର,୧୩।୧(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ରହିଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଫିସରେ ପଶିଛି କରୋନା। ଗୋଟିଏ ଦିନରେ ବିଏମ୍‌ସିର ୨୨ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିଲାଗି ଗୁରୁବାର ବିଏମ୍‌ସି କାର୍ଯ୍ୟାଳୟକୁ ସର୍ବସାଧାରଣ ପ୍ରବେଶ ଉପରେ କଟକଣା ଜାରି…

ପଞ୍ଚାୟତ ନିର୍ବାଚନ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ୧୭ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ନିର୍ବାଚନ ଅଧିକାରୀ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ, ଜିଲା ପରିଷଦ ସଭ୍ୟଙ୍କ ପାଇଁ ଜିଲା ଓ ବ୍ଲକ କାର୍ଯ୍ୟାଳୟରେ ବିଜ୍ଞପ୍ତି ପ୍ରକାଶ ପାଇଛି। ତ୍ରିସ୍ତରୀୟ ପଞ୍ଚାୟତ…

ରାଜଧାନୀର ୯ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଜୋନ୍‌

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢିି ଚାଲିଛି। ତେବେ ଆଉ ୯ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । କୋଭିଡ ପଜିଟିଭ୍‌ ବାହାରିବା ପରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଦକ୍ଷିଣ-ପୂର୍ବ…

‘ଅଳ୍ପ ଦିନରେ ଦ୍ୱିତୀୟ ଲହର ପିକ୍‌କୁ ଅତିକ୍ରମ କରିପାରେ’

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢି ଚାଲିଛି। ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। କୋଭିଡ ସଂକ୍ରମଣ ଉପର ମୁହାଁ ରହିଛି । ବହୁତ ଅଳ୍ପ ଦିନରେ ଦ୍ୱିତୀୟ ଲହର ପିକ୍‌ ଅତିକ୍ରମ କରିପାରେ। ସଂକ୍ରମଣ ପ୍ରଥମେ…

ରାଜ୍ୟରେ ଆଉ ତିନି ଜଣଙ୍କ ଜୀବନ ନେଇଛି କରୋନା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ତିନି ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୭୨କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଅନୁଗୋଳ, କେନ୍ଦ୍ରାପଡା ଓ ନୟାଗଡ ଜିଲାର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କରୋନାର ଲମ୍ଫ: ଆଜି ୧୦ହଜାର ଉପରେ ସଂକ୍ରମଣ, ଅଛନ୍ତି ୮୭୨ ପିଲା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ପୁଣି ରେକର୍ଡସ୍ତରରେ ପହଞ୍ଚିଲା କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦,୦୫୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୫,୮୩୩ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୨୨୬ ଲୋକାଲ କେସ୍‌ ରହିଛି। ସେହିଭଳି ସଂକ୍ରମିତଙ୍କ…

ଆଜି ୧୪ ଜିଲାକୁ କୁଆପଥର ବର୍ଷା

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏଥିସହ କୁଆପଥର ମାଡ଼ ହେଉଛି। ୧୫ ତାରିଖ ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ଦକ୍ଷିଣ ଆଭ୍ୟନ୍ତରୀଣ…

ସାଇଡ୍‌ମରାରୁ ଗଣ୍ଡଗୋଳ, ପାଟି ବନ୍ଦ କରିବାକୁ କହିବାରୁ ହତ୍ୟା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ସୁନ୍ଦରପଦାର ଦୀପକ କୁମାର ରାଉତରାୟଙ୍କ ହତ୍ୟା ମାମଲାରେ ଏୟାରଫିଲ୍ଡ ଥାନା ପୋଲିସ ଆଉ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଘଟଣାର ରହସ୍ୟ ଉନ୍ମୋଚନ କରିଛିି। ଗାଡି ସାଇଡ୍‌ମରାରୁ ଗଣ୍ଡଗୋଳ ଘଟିଥିବାବେଳେ ପାଟି ବନ୍ଦ କରିବାକୁ କହିବାରୁ ନିରୀହ ଦୀପକଙ୍କୁ…

ଓସିଏସ୍‌ ମେନ୍‌: ଚିନ୍ତାରେ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୩।୧(ବ୍ୟୁରୋ): ରାଜ୍ୟରେ କରୋନା ଏବେ ଉପରମୁହାଁ ରହିଛି। ଆହୁରି ଦୁଇମାସ ଏହି ଧାରା ଜାରି ରହିବ ବୋଲି ସ୍ବାସ୍ଥ୍ୟ ବିଭାଗ କହିସାରିଲାଣି। ଏଭଳି ସ୍ଥିତିରେ ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରୀକ୍ଷା କିଭଳି ଦେବେ, ତାହାକୁ ନେଇ ପରୀକ୍ଷାର୍ଥୀ ଚିନ୍ତାରେ ପଡ଼ିଯାଇଛନ୍ତି।…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୯୪୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୯୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୦,୪୮,୭୩୨ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୬୦ କରୋନା…

ପଞ୍ଚାୟତ ନିର୍ବାଚନ: ୧୫ରେ ସମୀକ୍ଷା ବୈଠକ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହୋଇସାରିଛି । ତେବେ ନିର୍ବାଚନରେ ଶାନ୍ତି ଶୃଙ୍ଖଳା ଓ ସୁରକ୍ଷା ନେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ଆସନ୍ତା ୧୫ରେ ସମସ୍ତ ଜଲାପାଳ, ଆରକ୍ଷୀ ଅଧୀକ୍ଷକ, ରାଜସ୍ବ କମିଶନର, ରେଞ୍ଜ…

ସରକାରୀ ହୋର୍ଡିଂରୁ ଉଠିବ ନେତା, ମନ୍ତ୍ରୀଙ୍କ ଫଟୋ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସମସ୍ତ ସରକାରୀ ହୋର୍ଡିଂରୁ ନେତା, ମନ୍ତ୍ରୀଙ୍କ ଫଟୋ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛିି । ଏଥି ସହିତ ସମସ୍ତ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?