ମନୀଷ ଅନୁରାଗ ହତ୍ୟାକାଣ୍ଡ: ୪ ଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ କମିଶନରେଟ ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ଆଣିଛି। ଅଭିଯୁକ୍ତ ନୟାପଲ୍ଲୀ ଥାନା ଅଞ୍ଚଳରେ ରହୁଥିବା ଅମ୍ରିତ ପ୍ରୀତମ ବିଶ୍ୱାଳ, କନ୍ଧମାଳ ଜିଲା…
ଅଗରବତୀ କାରଖାନାରେ ଅଗ୍ନିକାଣ୍ଡ
କଟକ ଅଫିସ,୧୭।୧୦: କଟକ ଜଗତପୁର ସ୍ଥତି ଏକ ଅଗରବତୀ କାରଖାନାରେ ରବିବାର ସନ୍ଧ୍ୟାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ସ୍ଥାନୀୟ ଦମକଳବାହିନୀର ୨ଟି ଗାଡି ସହ କର୍ମଚାରୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି। ଅଗ୍ନକାଣ୍ଡରେ ବର୍ତ୍ତମାନ ସୁଦ୍ଧା କେହି…
ଆରମ୍ଭ ହେଲା ଓଜେଇଇ କାଉନସେଲିଂ
ଭୁବନେଶ୍ୱର,୧୭।୧୦: ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୧ବର୍ଷର ରବିବାରଠୁ ଆରମ୍ଭ ହୋଇଛି। ଏହା ଅପରାହ୍ନରୁ ଆରମ୍ଭ ହୋଇଛି। ବିଟେକ୍, ବିଆର୍କ, ବିପ୍ଲାନ୍, ବିସିଏଟି ଓ ଇଣ୍ଟିଗ୍ରେଟେଡ୍ ଏମ୍ଏସ୍ସି ପାଠ୍ୟକ୍ରମ ପାଇଁ ଏହି ପ୍ରକ୍ରିୟା ଆରମ୍ଭ ହେବ। ଅଧିକ ସୂଚନା ପାଇଁ ଓଜେଇଇ…
୭ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଶନିବାରଠାରୁ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହୋଇଛି। ଏହାର ପ୍ରଭାବରେ ରବିବାର ମଧ୍ୟ କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ତେବେ ପ୍ରବଳ…
ମନୀଷ ମୃତ୍ୟୁ ମାମଲା: ୩ ଅଭିଯକ୍ତଙ୍କୁ ମିଳିଲା ରିମାଣ୍ଡ ଅନୁମତି
ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ଦାସ ହତ୍ୟା ମାମଲାରେ ୩ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ନେବ ଇନ୍ଫୋସିଟି ପୋଲିସ। ସୋମବାରଠରୁ ସେମାନଙ୍କୁ ରିମାଣ୍ଡରେ ପୋଲିସ ନେବ । ଏ ନେଇ ଭୁବନେଶ୍ୱର ଜେଏମ୍ଏଫ୍ସି କୋର୍ଟ ଅନୁମତି ଦେଇଛନ୍ତି। ତେବେ…
ମନୀଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ପୋଲିସ
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ମୁହଁରୁ ସତ ଓଗାଳିବା ପାଇଁ କମିଶନରେଟ ପୋଲିସ ରିମାଣ୍ଡରେ ନେବ। ଆଜି ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ରିମାଣ୍ଡ ଆବେଦନର ଶୁଣାଣି ରହିଛି। ୫ ଦିନିଆ ରିମାଣ୍ଡରେ…
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଟାଟାରେ ଚାକିରି ଦେବା ନାଁରେ ଭାବି ଜ୍ୱାଇଁଙ୍କ ସହ ମିଶି ଠକେଇ ମାମଲାରେ ଏହି ଚଢ଼ାଉ କରାଯାଇଛି। ପ୍ରଦୀପଙ୍କ ସହ ତାଙ୍କ ମୁଖ୍ୟ ସହଯୋଗୀ…
ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୮୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
୨୪ ଘଣ୍ଟାରେ ୪୪୩ କରୋନା ପଜିଟିଭ୍ ଚିହ୍ନଟ; କେବଳ ୭୫ ପିଲା
ଭୁବନେଶ୍ୱର ୧୭।୧୦ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ଦେଖାଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।…
ତଦନ୍ତ ଘେରରେ ସାଉଥସିଟି ହୋଟେଲ, ମୁଖ୍ୟ ଅଭିଯୁକ୍ତ କିଏ…
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚାର ପରିସରକୁ ଆସିଥିବା ପାତ୍ରପଡ଼ାସ୍ଥିତ ସାଉଥ ସିଟି ହୋଟେଲ ଆଣ୍ଡ ବାର୍ର କାର୍ଯ୍ୟକଳାପ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ହୋଟେଲ ଓ…
୧୮ ଯାଏ ପ୍ରବଳ ବର୍ଷିବ
ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): ରାଜ୍ୟରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ୧୭ରେ ଉପକୂଳ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।…
୪ ଜିଲା ପଛୁଆବର୍ଗ, ୧୪ ଜିଲା ଏସ୍ସି,ଏସ୍ଟିଙ୍କ ପାଇଁ ସଂରକ୍ଷିତ
ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଜିଲା ପରିଷଦ ଅଧ୍ୟକ୍ଷ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶନିିବାର ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତିରେ ପଛୁଆବର୍ଗଙ୍କ ପାଇଁ ୪ ଜିଲା ସଂରକ୍ଷିତ ରଖାଯାଇଛି। ସେଗୁଡ଼ିକ ହେଲା ଅନୁଗୋଳ, କେନ୍ଦୁଝର, ଖୋର୍ଦ୍ଧା ଓ…
Archives


