ମେଟ୍ରୋ

ଆଜି ପଞ୍ଚଭୂତରେ ବିଲୀନ ହେବେ ମିହିର ଦାସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଆଜି ପଞ୍ଚଭୂତରେ ବିଲୀନ ହେବେ ଭର୍ସାଟାଇଲ ଅଭିନେତା ମିହିର ଦାସ । କଟକର ସତିଚଉରା ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର ହେବ। ସେଠାରେ ମିହିରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର୍‌ ଦିଆଯିବ ବୋଲି କଟକ ଜିଲାପାଳ ସୂଚନା…

ଆଜି ପବିତ୍ର ଶାମ୍ବ ଦଶମୀ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଆଜି ପବିତ୍ର ଶାମ୍ବ ଦଶମୀ । ଏହି ଦିନ ସୂର୍ଯ୍ୟ ଦେବତାଙ୍କ ପୂଜା କରାଯାଏ । ଏ ନେଇ ପ୍ରାତଃରୁ ଚନ୍ଦ୍ରଭାଗା ତଟରେ ଶ୍ରଦ୍ଧାଳୁ ସୂର୍ଯ୍ୟ ଦେବତାଙ୍କ ପୂଜାର୍ଚ୍ଚନା କରିଛନ୍ତି । ପୌରାଣିକ କିମ୍ବଦନ୍ତୀ ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ…

ପଶ୍ଚିମରୁ ଉପକୂଳ ବର୍ଷିଲା

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ମଙ୍ଗଳବାର ବିଶେଷ କରି ବଲାଙ୍ଗୀର, ସୋନପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ଜଣାପଡ଼ିଛି। ସେହିପରି କଟକ ଓ…

ଆପଣଙ୍କ ବ୍ଲକରେ କେବେ ନିର୍ବାଚନ ଜାଣନ୍ତୁ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଫେବୃୟାରୀ ୧୬ରୁ ରାଜ୍ୟରେ ୫ଟି ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ଏହି ଘୋଷଣା କରିଛନ୍ତି। କେଉଁ ପର୍ଯ୍ୟାୟରେ କେଉଁ ବ୍ଲକରେ ଭୋଟ୍‌ ଗ୍ରହଣ କରାଯିବ ତାହା ନିମ୍ନରେ…

ନିର୍ବାଚନ ଘୋଷଣା ନିଷ୍ପତ୍ତି କମିଶନଙ୍କ ନିଜସ୍ବ ନୁହେଁ: କଂଗ୍ରେସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ କମିଶନର ଘୋଷଣା ଏବଂ ତତ୍‌ସଂଲଗ୍ନ ମାର୍ଗଦର୍ଶିକା ଓଡ଼ିଆ ପଞ୍ଚାୟତିରାଜ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି କଲା। ରାଜ୍ୟ ସରକାର ଓ ତାଙ୍କ ବଚସ୍କର ପାଲଟିଥିବା ରାଜ୍ୟ ନିର୍ବାଚନ କମିଶନ୍‌ ଏହି କଳଙ୍କିତ ଅଧ୍ୟାୟର…

ଆଉ ଜଣେ ଉଠାଦୋକାନୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ମାର୍କେଟ ବିଲ୍ଡିଂରୁ ଉଠା ଦୋକାନକୁ ଉଠାଇ ଦିଆଯିବା ପରେ ଜୀବିକା ହରାଇଥିବା ଜଣକ ପରେ ଜଣେ ବ୍ୟବସାୟୀ ଜୀବନ ହାରିବାରେ ଲାଗିଛନ୍ତି। ରବିବାର ବେଡ୍‌ଶିଟ୍‌ ବ୍ୟବସାୟୀ ଅଜିତ୍‌ ସାହାଣୀ ଆତ୍ମହତ୍ୟା କରିଥିବାବେଳେ ମଙ୍ଗଳବାର ପୁଣି ଆଉଜଣେ ଉଠା ଦୋକାନୀ ଆତ୍ମହତ୍ୟା…

ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶରେ କୋଭିଡ-୧୯ର ତୃତୀୟ…

ଦିନକରେ ୭ ହଜାର ଟପିଲା

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ୭ ହଜାର ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୯,୦୧୮ ନମୂନା ପରୀକ୍ଷା କରାଯାଇଥିବା ବେଳେ ୭,୦୭୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏପରି କି ସଂକ୍ରମଣ ହାର ୧୦.୨୫ ପ୍ରତିଶତକୁ ବୃଦ୍ଧି…

ଆଉ ନାହାନ୍ତି ମିହିର: ଗଭୀର ଶୋକ ପ୍ରକାଶ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ବରିଷ୍ଠ ଓଲିଉଡ୍‌ ଅଭିନେତା ମିହିର ଦାସ ଆଉ ନାହାନ୍ତି। ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ଡାକ୍ତରଖାନାରେ ମଙ୍ଗଳବାର ଅପରାହ୍ନରେ ତାଙ୍କର ପରଲୋକ ହୋଇଯାଇଛି। ଏହି ଖବର ଜଣାପଡ଼ିବା ପରେ ବହୁ ବିଶିଷ୍ଟ ଲୋକ ଶୋକ ପ୍ରକାଶ କରିଛନ୍ତି। ଓଡ଼ିଶା…

ବରିଷ୍ଠ ଅଭିନେତା ମିହିର ଦାସଙ୍କ ପରଲୋକ

କଟକ ଅଫିସ,୧୧।୧: ବରିଷ୍ଠ କଳାକାର ତଥା ଅଭିନେତା ମିହିର ଦାଶଙ୍କ ମଙ୍ଗଳବାର ଅପରାହ୍ନରେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ହେଲା ଯକୃତ ରୋଗରେ ଆକ୍ରାନ୍ତ ହୋଇ କଟକର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ…

ଆରପାରିରେ ବିଶିଷ୍ଟ ସାହିତି୍ୟକ ମଙ୍ଗଳୁ ଚରଣ

ଭୁବନେଶ୍ୱର,୧୧।୧(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ମଙ୍ଗଳବାର ସକାଳେ ପରଲୋକ ଘଟିଛି । ସମ୍ବଲପୁର ଜିଲା ପରମାଣପୁର ବାର ଡୁଙ୍ଗରିସ୍ଥିତ ତାଙ୍କର ଘରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବୟସରେ ହୋଇଥିଲା । ବାର୍ଦ୍ଧକ୍ୟ ଜନିତ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ୨୫ରେ ଚୂଡାନ୍ତ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୧୧।୧(ବ୍ୟୁରୋ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ନିର୍ବାଚନର କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ଘୋଷଣା ଅନୁସାରେ, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?