୧୮ରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ବାତିଲ
ପୁରୀ ଅଫିସ,୧୪।୧୦: ଆସନ୍ତା ୧୮ତାରିଖରେ ହେବାକୁ ଥିବା ଶ୍ରୀମନ୍ଦିର ପରିକ୍ରମା ଯୋଜନା ପ୍ରକଳ୍ପର ଭୂମି ପୂଜନ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଛି। ଏଥିସହ ଏହିଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତ ବାତିଲ ହୋଇଛି। ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ୧୮ ତାରିଖରେ…
ନାକ ତଳକୁ ମାସ୍କ, ସାମାଜିକ ଦୂରତା ବି ରହୁନି
ଭୁବନେଶ୍ୱର,୧୪।୧୦ (ବ୍ୟୁରୋ): କରୋନାର ଦୁଇଟି ଲହରରେ ବହୁ ଲୋକ ପ୍ରଭାବିତ ହୋଇଛନ୍ତି। ଏପରି କି ଅନେକ ଜୀବନ ମଧ୍ୟ ଗଲାଣି। ଏଭଳି ସ୍ଥିତିରେ ତୃତୀୟ ଲହରକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ବିଶେଷଜ୍ଞମାନେ ମତ ଦେଉଛନ୍ତି। ସାମାଜିକ ଦୂରତା, ଠିକ୍…
ରାଜଧାନୀ ଭିଡ଼ ବଢ଼ାଇଲା ସଂକ୍ରମଣ
ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ଭୂତାଣୁ ଏବେ ପୁଣି ସକ୍ରିୟ ହୋଇଉଠିଛି। ଲୋକେ ନିୟମ ମାନୁ ନ ଥିବାରୁ ସଂକ୍ରମଣ ଉପରମୁହାଁ ହେଉଛି। ବିଶେଷକରି ରାଜଧାନୀ ଭୁବନେଶ୍ୱରର ହାଟବଜାର, ରାସ୍ତାଘାଟରେ ହେଉଥିବା ଭିଡ଼ ପାଇଁ ସହରରେ ସଂକ୍ରମଣ ବଢ଼ିବା ସହ ଜିଲା…
କଂଗ୍ରେସ ଭବନରେ ଭଙ୍ଗାରୁଜା
ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଅନେକ ସମୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ କଂଗ୍ରେସର ମୁଖ୍ୟ କାର୍ଯ୍ୟାଳୟ କଂଗ୍ରେସ ଭବନ ଅଶାନ୍ତ ହେଉଛି। ଏପରିସ୍ଥଳେ ବୁଧବାର ଏଠାରେ ଦୁଇଥର ଭଙ୍ଗାରୁଜା ହୋଇଛି। ସକାଳେ ଯୁବ କଂଗ୍ରେସ କାର୍ଯ୍ୟାଳୟ ଭିତରେ ଓ ସନ୍ଧ୍ୟାରେ ପିସିସି ସଭାପତିଙ୍କ କକ୍ଷ ସମ୍ମୁଖରେ ବ୍ୟାପକ…
ଶିଳ୍ପ ପ୍ରଦୂଷଣ ଅନିୟନ୍ତ୍ରିତ
ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନ ସହ ସମତାଳ ଦେଇ ପରିବେଶ ପ୍ରଦୂଷଣ ମଧ୍ୟ ବଢ଼ିଚାଲିଛି। ଶିଳ୍ପ ପ୍ରଦୂଷଣ ସାଙ୍ଗକୁ ସହରାଞ୍ଚଳ ପ୍ରଦୂଷଣ ଅଣନିଃଶ୍ୱାସୀ କଲାଣି। ଜାତୀୟ ରାଜଧାନୀ ନୂଆଦିଲ୍ଲୀ ଭଳି ଅନେକ ବଡ଼ ସହର ବାୟୁ ପ୍ରଦୂଷଣରେ ଘାଣ୍ଟି ହେଉଛିି। ଓଡ଼ିଶାର ଶିଳ୍ପାଞ୍ଚଳଗୁଡ଼ିକରେ…
ଏନ୍ଇଇଟି: ସହଯୋଗ ଲୋଡ଼ିଲା ତାମିଲନାଡୁ
ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଡିଏମ୍କେ ସଂସଦୀୟ ଦଳର ଉପନେତା କାନିମୋଝି ବୁଧବାର ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନଙ୍କ ଲିଖିତ ଚିଠି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି। ଏହି ଚିଠିରେ ସର୍ବଭାରତୀୟ…
ରେଷ୍ଟୁରାଣ୍ଟରେ ଦାଣ୍ଡିଆ ନୃତ୍ୟ ପାଇଁ ଚାଲିଥିଲା ଯୋଜନା: ସିଲ୍ କଲା ବିଏମ୍ସି
ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜଧାନୀ ନିକୋ ପାର୍କ ନିକଟରେ ଥିବା ଏକ ରେଷ୍ଟୁରାଣ୍ଟକୁ ବୁଧବାର ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ସିଲ୍ କରିଛି। ସ୍ଥାନୀୟ ପ୍ରଶାସନଠାରୁ ଅନୁମତି ନ ନେଇ ଏହି ରେଷ୍ଟୁରାଣ୍ଟରେ ନବରାତ୍ରୀ ପାଇଁ ଦୁଇଦିନ ଦାଣ୍ଡିଆ ନୃତ୍ୟ ଆୟୋଜନ କରିବାକୁ ଯୋଜନା ଚାଲିଥିଲା।…
ମନୀଷଙ୍କ ମୃତ୍ୟୁ କାହାଣୀରେ ମିଷ୍ଟ୍ରୀ ଗର୍ଲଙ୍କ ଏଣ୍ଟ୍ରି; ସିସିଟିଭିରେ କଏଦ ହେଲା…
ଭୁବନେଶ୍ୱର,୧୩।୧୦(ବ୍ୟୁରେ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ମୋଡ଼ ନେଉଛି। ମନୀଷଙ୍କୁ ଶେଷ ଥର ପାଇଁ ସାଉଥ ସିଟି ହୋଟେଲ ସମ୍ମୁଖରେ ଦେଖିବାକୁ ମିଳିଥିଲା। ମନୀଷ ହୋଟେଲରୁ ବାହାରି ରାସ୍ତାରେ…
ଆଜି କରୋନା ନେଲା ୭ ଜୀବନ
ଭୁବନେଶ୍ୱର,୧୩।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୬୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ମନୀଷ ଅନୁରାଗ ମୃତ୍ୟୁ ମାମଲା: ଆତ୍ମସମର୍ପଣ କଲେ ୨ ସନ୍ଦିଗ୍ଧ
ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ବରିଷ୍ଠ ଖବରଦାତା ନବୀନ ଦାସଙ୍କ ବଡ଼ ପୁଅ ମନୀଷଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ଟୁଇଷ୍ଟ ସବୁ ପଦାକୁ ଆସୁଛି। ପୂର୍ବରୁ ମନୀଷଙ୍କ ଦୁଇ ସହଯୋଗୀକୁ ପୋଲିସ ଅଟକ ରଖିଥିବାବେଳେ ରବିବାର ଆଉ ୨ଜଣ କନ୍ଧମାଳରେ ଆତ୍ମସମର୍ପଣ କରିଛନ୍ତି।…
ଏବେ ବି ସହାୟତା ଅପେକ୍ଷାରେ ବିପନ୍ନ
ପୁରୀ ଅଫିସ,୧୩।୧୦:ଓଡ଼ିଶା ପାଇଁ ଅକ୍ଟୋବର ଏବେ ବାତ୍ୟା ମାସ ଭାବେ ଜଣା। ଓଡ଼ିଶାକୁ ଆସୁଥିବା ବାତ୍ୟାର ଅଧିକାଂଶ ପୂର୍ବ ଉପକୂଳର ପୁରୀ ସହରକୁ ଅଳ୍ପବହୁତ ପ୍ରଭାବିତ କରେ। ଏହି ଅକ୍ଟୋବରରେ ହିଁ ୧୯୯୯ ମହାବାତ୍ୟାଠାରୁ ଆରମ୍ଭ କରି ଫାଇଲିନ୍, ତିତିଲି ଓ…
ଜାମିନ ପାଇଁ ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ଚିଲିକା ବିଧାୟକ
କଟକ ଅଫିସ,୧୩।୧୦:ବାଲୁଗଁ। ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଜାତିଆଣ ଆକ୍ଷେପ ସହ ମାଡ଼ମାରିବା ଘଟଣାରେ ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନ ପାଇଁ ମଙ୍ଗଳବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗିରଫଦାରିକୁ ଏଡ଼ାଇବା ପାଇଁ ପୂର୍ବରୁ ସେ ହାଇକୋର୍ଟରେ ଆଗୁଆ…
Archives


