ମେଟ୍ରୋ

ବଢ଼ିଲା UG ନାମଲେଖା ଅବଧି, ଟଙ୍କା ଜମା କରି ନ ଥିଲେ…

ଭୁବନେଶ୍ୱର,୨୦ା୬: ପ୍ରଥମ ରାଉଣ୍ଡ UG ୨୦୨୫-୨୬ ନାମଲେଖା ଅବଧି ବଢ଼ିଛି। ଜୁନ୍‌ ୨୧ ତାରିଖ ଅର୍ଥାତ୍‌ ଆସନ୍ତାକାଲି ଅପରାହ୍ନ ୩ଟା ପର୍ଯ୍ୟନ୍ତ ବଢ଼ିଛି। ତେବେ ଟଙ୍କା ଜମା କରି ନ ଥିଲେ ବର୍ଦ୍ଧିତ ସମୟ ଭିତରେ ଜମା କରି ନାମ...

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ୬ ଛାତ୍ର କଂଗ୍ରେସ ନେତା ଅଟକ

ଭୁବନେଶ୍ୱର,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ହେଲେ ମୋଦିଙ୍କ ଗସ୍ତ ପୂର୍ବରୁ କଂଗ୍ରେସର ଯୁବଛାତ୍ର ନେତାଙ୍କୁ ପୋଲିସ ଉଠାଇ ନେଇଛି। ସୟଦ ୟାସିର୍‌ ନୱାଜଙ୍କ ସମେତ ୬ଜଣ କଂଗ୍ରେସ ନେତା ଅଟକ ରହିଛନ୍ତି। ଭାଜପା...

ଆଜି ବି ନବ ଦାସଙ୍କ ଘରେ ରେଡ୍‌

ଭୁବନେଶ୍ୱର,୨୦।୬: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେଡିର ଟାଣୁଆ ନେତା ଥିବା ସ୍ବର୍ଗତ ନବ ଦାସଙ୍କ ଘରେ ଶୁକ୍ରବାର ମଧ୍ୟ ଆୟକର ବିଭାଗ ପକ୍ଷରୁ ଚଢାଉ ଜାରି ଅଧିକାରୀମାନେ ଝାରସୁଗୁଡ଼ା ସ୍ଥିତ ଘର ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢାଉ ଜାରି...

ଆଜି ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ, ହେବ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୦।୬: ଆଜି ଅର୍ଥାତ୍‌ ଶୁକ୍ରବାର ମୁମ୍ବାଇ ଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ତାଙ୍କର ସର୍ଭାଇକାଲ ଆର୍ଥ୍ରାଇଟିସ୍‌ ଚିକିତ୍ସା ପାଇଁ ସେ ମୁମ୍ବାଇ ଯିବେ। କୋକିଲା ବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନଙ୍କର ଚିକିତ୍ସା ହେବ।...

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଆଜି ଏସବୁ ଜିଲାରେ ପ୍ରବଳ ବର୍ଷିବ, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦।୬: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଶୁକ୍ରବାର ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝରରେ...

ମାଟିମନସ୍କ ମହାମହିମ : ଏକ ଅନବଦ୍ୟ ଜୀବନଯାତ୍ରା

ସତରେ କ’ଣ ମାଟିଠୁ ଆକାଶ ଯାଏ ସେତୁ ବାନ୍ଧି ହୁଏ! ସତରେ କ’ଣ ମାଟି ଉପରେ ପାଦ ଥାପି ଆକାଶକୁ ହାତ ମୁଠାରେ ତୋଳି ଧରିହୁଏ! ମାଟିଠୁ ଆକାଶ ପର୍ଯ୍ୟନ୍ତ- ଏ କାହାଣୀ ଏକ ଅଭୂତପୂର୍ବ ଓ ଅନବଦ୍ୟ ଯାତ୍ରାର,...

ମନ୍ଦିର ପରେ ‘ମହାପ୍ରସାଦ’କୁ ନେଇ ରାଜନୀତି କଲେ ମମତା, ରାଗିଗଲେ ପୁରୀ ସେବାୟତ

ପୁରୀ,୨୦।୬: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦିଘାର ଜଗନ୍ନାଥ ମନ୍ଦିରରୁ ‘ପ୍ରସାଦ’କୁ ‘ମହାପ୍ରସାଦ’ ଆଖ୍ୟା ଦେଇ ରାଜ୍ୟବ୍ୟାପୀ ବଣ୍ଟନ କରି ଏକ ବ୍ୟାପକ ଧାର୍ମିକ ପ୍ରଚାର ଆରମ୍ଭ କରିଥିବା ଅଭିଯୋଗ ହୋଇଛି। ଏହି ପଦକ୍ଷେପ...

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର, ୨୦ା୬(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଭାଜପା ସରକାରର ବର୍ଷପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ମୋଦି ରାଜ୍ୟ ଗସ୍ତ କାର୍ଯ୍ୟକ୍ରମ ରଖିଛନ୍ତି। ଅପରାହ୍ନ ୩ଟା ୪୦ ମିନିଟ୍‌ରେ ସେ...

ସୁଗାର ମିଲ୍ ପୁନରୁଦ୍ଧାର ପାଇଁ ପ୍ରକ୍ରିୟା ଆରମ୍ଭ କଲେ ଓଡ଼ିଶା ସରକାର

ଭୁବନେଶ୍ୱର, ୧୯ା୬: ଓଡ଼ିଶାର ବଲାଙ୍ଗୀର ଜିଲାରେ ଥିବା ବିଜୟାନନ୍ଦ ସମବାୟ ସୁଗାର ମିଲକୁ ପୁନରୁଦ୍ଧାର କରିବା ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିକଟରେ ଇଣ୍ଡିଆନ ପଟାଶ ଲିମିଟେଡ (ଆଇପିଏଲ) ଦ୍ୱାରା ଏହି...

କାଲି ଆସିବେ ମୋଦି: ଟ୍ରାଫିକ ପରାମର୍ଶ ଜାରି, ଜାଣନ୍ତୁ କେଉଁ ରୁଟ୍‌ ରହିବ ବନ୍ଦ

ଭୁବନେଶ୍ୱର,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ଶୁକ୍ରବାର, ଜୁନ ୨୦ ଭୁବନେଶ୍ୱର ଗସ୍ତ ନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ବିସ୍ତୃତ ଟ୍ରାଫିକ ପରାମର୍ଶ ଜାରି କରାଯାଇଛି। ଏହା ସହିତ ସାଧାରଣ ଲୋକଙ୍କ ସୁରକ୍ଷା ଓ ଯାନବାହାନ ଚଳାଚଳରେ ସୁବିଧା...

ଆସନ୍ତାକାଲି ଖୋଲିବ ସ୍କୁଲ: ଜିଲ୍ଲାପାଳମାନଙ୍କୁ ଏପରି ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୯।୬: ଗ୍ରୀଷ୍ମ ଛୁଟି ପରେ ଶୁକ୍ରବାର ସ୍କୁଲଗୁଡ଼ିକ ପୁନର୍ବାର ଖୋଲିବାକୁ ଯାଉଥିବା ବେଳେ, ଓଡ଼ିଶା ସରକାର ସମସ୍ତ ଜିଲାପାଳଙ୍କୁ ଶିକ୍ଷାନୁଷ୍ଠାନଗୁଡ଼ିକ ଶିକ୍ଷାଗତ କାର୍ଯ୍ୟକ୍ରମର ସୁଚାରୁ ପୁନରାରମ୍ଭ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗର...

ଓଡ଼ିଶାବାସୀଙ୍କ ପାଇଁ ଖୁସିଖବର: ୧୯ ହଜାର କୋଟି ପ୍ରକଳ୍ପ ଭେଟି

ଭୁବନେଶ୍ୱର,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଆସିବେ। ସେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହା ସହ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବା ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri