ମେଟ୍ରୋ

ଆଜି ଜଗତଜନନୀ ମା’ଦୁର୍ଗାଙ୍କର ଅଷ୍ଟମୀ ପୂଜା

ଭୁବନେଶ୍ୱର,୧୩ା୧୦: ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଅଷ୍ଟମୀ ପୂଜା। ସ୍ବତନ୍ତ୍ର ରୀତିନୀତି ଅନୁସାରେ ଦେବୀପୀଠରେ ମା’ଙ୍କ ପୂଜାର୍ଚ୍ଚନା ଚାଲିଛି। ମଣ୍ଡପ ମଧ୍ୟକୁ ଭକ୍ତମାନଙ୍କୁ ନ ଯିବା ପାଇଁ ବାରଣ ଥିବାରୁ ବାହାରେ ରହି ପୂଜା କରିଥିବା ଦେଖିବାକୁ ମିଳିଛି ସୋସିଆଲ ମିଡିଆ…

ଆଜି ରାଜ୍ୟରେ ୬୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୬୮ ଜଣ ଅଛନ୍ତି। ଏହି ୫୯୩ ଜଣଙ୍କ ମଧ୍ୟରୁ ୩୫୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫୮ଟି…

କୀଟନାଶକ ପିଇ ଜଣେ ମୃତ

ପୁରୁଣା ଭୁବନେଶ୍ୱର, ୧୩।୧୦(ଡି.ଏନ୍‌.ଏ.): ପାରିବାରିକ କଳହରୁ କୀଟନାଶକ ଔଷଧ ପିଇଥିବା ଜଣେ ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ଧଉଳି ଥାନା ଅନ୍ତର୍ଗତ ଜୟପୁରପାଟଣା ଗ୍ରାମର ଶ୍ୟାମଘନ ଜେନା(୪୫)। ସୂଚନା ମୁତାବକ, କୌଣସି କାରଣକୁ ନେଇ ୧୦ଦିନ…

ବଢ଼ିଲା ଜବତ ଟଙ୍କା, ସମ୍ପତ୍ତି ତାଲିକା

କଟକ ଅଫିସ,୧୩।୧୦: ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ି ଗିରଫ ହୋଇଥିବା ୩ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଦିନକୁ ଦିନ ଅଧିକ ତଥ୍ୟ ମିଳିବାରେ ଲାଗିଛି। ସେମାନଙ୍କୁ ମାରାଥନ ଜେରା କରାଯିବା ପରେ ୨ଅଧିକାରୀଙ୍କଠାରୁ ଭିଜିଲାନ୍ସ ପୁଣି ଲକ୍ଷାଧିକ ଟଙ୍କା ଓ ସମ୍ପତ୍ତି…

ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୩।୧୦: ରାଜ୍ୟର ବିଭିନ୍ନ ବେଳାଭୂମିରେ ମଦ ଦୋକାନ ଖୋଲିବା ନିଷ୍ପତ୍ତିକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଚ୍ୟାଲେଞ୍ଜ କରାଯାଇଛି। ବେଳାଭୂମିର ପରିବେଶ ନଷ୍ଟ ହେବା ସହ ଅପରାଧ ବୃଦ୍ଧି ପାଇବ। ତେଣୁ ସେଠାରେ ମଦ ଦୋକାନ ଖୋଲା ନ ଯିବା…

ଭସାଣିରେ ବନ୍ଦ ରହିବ ମଦ ଦୋକାନ

ପୁରୁଣା ଭୁବନେଶ୍ୱର,୧୩।୧୦(ଡି.ଏନ୍‌.ଏ.): ଚଳିତ ଦଶହରା ଭସାଣିରେ ଭୁବନେଶ୍ୱର କମିଶନରେଟ ପୋଲିସ ଅଞ୍ଚଳରେ ଥିବା ୧୮୭ଟି ମଦ ଓ ବାର୍‌ଗୁଡ଼ିକୁ ବନ୍ଦ ରଖାଯିବା ନେଇ ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୧୬ତାରିଖରେ ହେବାକୁ ଥିବା ଭସାଣି ଉତ୍ସବକୁ ନିରାଡ଼ମ୍ବର ଏବଂ…

ଖୁବ୍‌ଶୀଘ୍ର ପେଟ୍‌-ସିଟିସ୍କାନ୍‌ ସେବା

କଟକ ଅଫିସ,୧୩।୧୦: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ର ଲିନାକ୍‌ ବିଲ୍ଡିଂର ପ୍ରଥମ ମହଲାରେ ଖୁବ୍‌ଶୀଘ୍ର ସ୍ଥାପନ ହେବ ପେଟ୍‌ ସିଟିସ୍କାନ ମେଶିନ। ପବ୍ଲିକ-ପ୍ରାଇଭେଟ୍‌ ପାର୍ଟନରଶିପ୍‌ ପିପିପି ମୋଡ୍‌ରେ ଉକ୍ତ ମେଶିନ ଲଗାଯିବା ପାଇଁ ସ୍ଥିର ହୋଇଛି। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା…

ରାତି ୩.୨୯ରେ ଏକୁଟିଆ ଚାଲିଚାଲି ଯାଉଥିଲେ

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ଗାଁ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗ ଦାସଙ୍କ ମୃତଦେହ ମିଳବା ଘଟଣା ଦିନକୁ ଦିନ ରହସ୍ୟ ଘେରକୁ ଟାଣି ହୋଇଯାଉଛି। ଏହି ଘଟଣାକୁ ୩ଦିନ ବିତିଯାଇଥିଲେ ବି ମନୀଷଙ୍କ କିପରି…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲାରେ ରାସ୍ତା ଉପରେ ପଡିଛି କୁଢ଼କୁଢ଼ ଔଷଧ

ଝାରସୁଗୁଡ଼ା ଅଫିସ,୧୨ା୧୦: ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଓଡ଼ିଶା ଷ୍ଟେଟ୍‌ ମେଡିକାଲ୍‌ କର୍ପୋରେଶନ ଲିମିଟେଡ୍‌ (ଓଏସ୍‌ଏମ୍‌ସିଏଲ୍‌) ଗଠନ କରିଛନ୍ତି। ଏହା ଦ୍ୱାରା ନିରାମୟ ଯୋଜନାରେ ଲୋକଙ୍କୁ ଚିକିତ୍ସା ସହିତ ମାଗଣାରେ ଔଷଧ ଯୋଗାଇ ଦିଆଯାଉଛି। ଅନେକ ସମୟରେ ବିଭାଗୀୟ…

କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଲକ୍ଷଣ ବିହୀନ, ଗାଇଡ୍‌ଲାଇନ୍‌ ମାନନ୍ତୁ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପାର୍ବଣରେ ଭିଡଠାରୁ ଦୂରେଇ ରହିବା ଜରୁରୀ। ଏବେ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ପ୍ରତିଶତ ଲକ୍ଷଣ ବିହୀନ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ଗତ କିଛି ଦିନ ଧରି ବଜାରରେ ହେଉଥିବା ଜନଗହଳିର ଦୃଶ୍ୟ…

ଅଧା ଓଡ଼ିଶାରୁ ଫେରିଗଲାଣି ମୌସୁମୀ

ଭୁବନେଶ୍ୱର,୧୨।୧୦: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାପର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ୧୨ ତାରିଖ ସୁଦ୍ଧା ଓଡ଼ିଶାର ଅଧିକାଂଶ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି। ମଙ୍ଗଳବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି,…

ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୬୦କୁ ବୃଦ୍ଧି ପାଇଛି। ୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଜିଲାରୁ ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri