ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୬୨ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୩୦୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୨୧ ଜଣ ଲୋକାଲ…
ଫିଟ୍ନେସ୍ ପରୀକ୍ଷା କରିବ ମେଶିନ
ଭୁବନେଶ୍ୱର୧୨।୧୦(ବ୍ୟୁରୋ): ରାଜ୍ୟ ପରିବହନ ବିଭାଗ ଦ୍ୱାରା ଚଳିତ ମାସ ୨୩ ତାରିଖରୁ ଅଟୋମେଟେଡ୍ ଇନ୍ସପେକ୍ସନ ଆଣ୍ଡ ସାର୍ଟିଫିକେଶନ ସେଣ୍ଟର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇସାରିଥିବାବେଳେ କେବଳ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନକୁ ଅପେକ୍ଷା ରହିଛି। କେନ୍ଦ୍ର ସରକାରଙ୍କ…
ପରାଶରଙ୍କୁ ଜାତୀୟ ବିଜ୍ଞାନ ଏକାଡେମୀ ପୁରସ୍କାର
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପ୍ରଥମ ଓଡ଼ିଆ ଭାବେ ଡ. ପରାଶର ମହାନ୍ତି ସମ୍ମାନଜନକ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଶିକ୍ଷକ ପୁରସ୍କାର-୨୦୨୧ ପାଇଛନ୍ତି। ସେ ଏବେ ଉତ୍ତରପ୍ରଦେଶ କାନପୁରସ୍ଥିତ ଭାରତୀୟ ବୈଷୟିକ ପ୍ରତିଷ୍ଠାନ (ଆଇଆଇଟି)ର ଗଣିତ ଓ ପରିସଂଖ୍ୟାନ ବିଭାଗରେ ପ୍ରଫେସର ଅଛନ୍ତି। ଏହି…
ରାତିସାରା ହୋଟେଲରେ ଥିଲେ ମନୀଷ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଭୁବନେଶ୍ୱର ତମାଣ୍ଡୋ ଥାନା ଅନ୍ତର୍ଗତ ପାତ୍ରପଡା ଗାଁ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗ ଦାସ (୩୦)ଙ୍କ ମୃତଦେହ ମିଳିବା ଘଟଣାକୁ ଦୁଇଦିନ ବିତିଛି। ତାଙ୍କର ମୃତ୍ୟୁ କିପରି ହୋଇଛି ତାହା ଏବେ ବି ପରଦା…
ସଚିବାଳୟ ଜୁନିୟର ଷ୍ଟେନୋଗ୍ରାଫର ହେବେ ଜେଇଏ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ସଚିବାଳୟ ଷ୍ଟେନୋଗ୍ରାଫର ଓ ପିଏ ରୁଲ୍ସ-୧୯୯୭କୁ ସଂଶୋଧନ କରାଯାଇଛି। ନୂଆ ସର୍ଭିସ ରୁଲ୍ସରେ କେତେକ ପରବର୍ତ୍ତନ କରାଯାଇଛି। ଏଥିରେ ନିଯୁକ୍ତି ପାଇଁ ଥିବା ପାଠ୍ୟକ୍ରମ ପରିବର୍ତ୍ତନ ହେବା ସହ କମ୍ପ୍ୟୁଟର ଦକ୍ଷତା ଇତ୍ୟାଦିକୁ ମାପକାଠି ଭାବେ ଧରାଯାଇଛି। ଜୁନିୟର…
୭୭ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆସନ୍ତା ଖରିଫ ଓ ରବି ଋତୁରେ ରାଜ୍ୟ ସରକାର ୭୭ ଲକ୍ଷ ମେଟ୍ରିକ ଟନ ଧାନ (୫୨ ଲକ୍ଷ ମେଟ୍ରିକ ଟନ ଚାଉଳ) ସଂଗ୍ରହ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଖରିଫରେ ୬୩ ଓ ରବି ଋତୁରେ ୧୪ ଲକ୍ଷ…
୮ ଜିଲାରୁ ମୌସୁମୀ ଫେରିଲା
ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀର ଫେରିବା ଆରମ୍ଭ ହୋଇଛି। ସୋମବାର ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ା ଆଦି ୮ ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ଭାବେ ଅପସରି ଯାଇଛି। ସେହିପରି ଅନୁଗୋଳ ଓ…
ଠିକା କର୍ମଚାରୀ ଏବେ ‘ଇନିସିଆଲ୍ ଆପଏଣ୍ଟିଜ୍’
ରାଜ୍ୟ କ୍ୟାବିନେଟ୍ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଏଥିରେ ୧୭ଟି ଗୁୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିଛି। ଠିକା କର୍ମଚାରୀଙ୍କୁ ‘ଇନିସିଆଲ୍ ଆପଏଣ୍ଟିଜ୍’ ଭାବେ ଗ୍ରହଣ କରାଯିବା ସହ ପ୍ରଥମ ବର୍ଷରୁ ସେମାନଙ୍କୁ ଅତିରିକ୍ତ ୫୦%…
ଶଯ୍ୟାଶାୟୀଙ୍କୁ ଘରେ ଟିକା
କଟକ ଅଫିସ,୧୧ା୧୦: ବାର୍ଦ୍ଧକ୍ୟ ଜନିତ ହେଉ କିମ୍ବା କୌଣସି ରୋଗରେ ଶଯ୍ୟାଶାୟୀ ଥିଲେ, ସେମାନେ ଘରେ ଟିକା ନେଇପାରିବେ। ଏ ନେଇ ସୋମବାର କଟକ ମହାନଗର ନିଗମ(ସିଏମସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ା ଶଯ୍ୟାଶାୟୀମାନେ ଟିକା ନେବାକୁ ଚାହୁଁଥିଲେ ସିଏମ୍ସି…
କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିର ଯାଇପାରିବେ ଶ୍ରଦ୍ଧାଳୁ
ପୁରୀ ଅଫିସ,୧୧।୧୦: ଦଶହରା, ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ପୂର୍ବଭଳି ସବୁ ରବିବାର ମଧ୍ୟ ଦର୍ଶନ ବନ୍ଦ ରହିବ। ତେବେ ୨୦ ତାରିଖ କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ। ସେହିପରି…
ପୂର୍ବରୁ ଆବେଦନ କରିଥିବା ଆଶାୟୀଙ୍କୁ ଦେବାକୁ ପଡିବନି ଟଙ୍କା
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜ୍ୟରେ ଯୁକ୍ତ୨ ନାମଲେଖା ଶେଷ ହୋଇଯାଇଛି। କିନ୍ତୁ ଏବେ ବି ଅନେକ ଉଚ୍ଚ ମାଧ୍ୟମିକ ସ୍କୁଲରେ ସିଟ୍ ଖାଲି ପଡ଼ିଛି। ବଳକା ସିଟ୍ ପୂରଣ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା କରିବା…
ଫେରିଯାଉଛି ମୌସୁମୀ
ଭୁବନେଶ୍ବର,୧୧।୧୦(ବ୍ୟୁରୋ): ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଏବଂ ନୂଆପଡ଼ା ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରି ସାରିଥିବା ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ସୂଚନା…
Archives


