କ୍ୟାବିନେଟ୍ ବୈଠକରେ ୧୬ ପ୍ରସ୍ତାବ ଅନୁମୋଦନ
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ଇତିମଧ୍ୟରେ ଶେଷ ହୋଇଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ ଯୋଗ ଦେଇଥିଲେ। ଉକ୍ତ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସାଧାରଣ…
ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ୫ ହଜାର
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): କେଉଁଠି ଦୁର୍ଘଟଣା ଘଟିଲେ ପୀଡ଼ିତଙ୍କୁ ଡାକ୍ତରଖାନାରେ ନେଇ ପହଞ୍ଚାଇବା ଲାଗି ବହୁ ବ୍ୟକ୍ତି ଇଚ୍ଛା କରୁନାହାନ୍ତି। କାଳେ ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ପହଞ୍ଚାଇଲେ ବାରମ୍ବାର ପୋଲିସ ଜେରାର ସମ୍ମୁଖୀନ ହେବାକୁ ପଡ଼ିବ ସେଥିଲାଗି ଅଧିକାଂଶ ଲୋକ ଏଥିରୁ ନିଜକୁ ଦୂରେଇ…
କୋଭିଡ୍ ଯୋଗୁ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବଢ଼ୁଛି
ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): କୋଭିଡ୍ ଯୋଗୁ ରାଜ୍ୟରେ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବହୁ ସଂଖ୍ୟାରେ ବଢ଼ିଛି। ଏ ନେଇ ରବିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ସୂଚନା ଦେଇ କହିଛନ୍ତି, ଏହି ପରିସ୍ଥିତିର କିପରି ସମାଧାନ ହୋଇପାରିବ ସେଥିପାଇଁ ବିଭିନ୍ନ…
ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୫୫କୁ ବୃଦ୍ଧି
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ପୁଣି ବାଦାମବାଡ଼ି ରାସ୍ତାରେ ଭୂତଳ ପାଇପ୍ ଫାଟିଲା
କଟକ ଅଫିସ,୧୧ା୧୦: କଟକ ବାଦାମବାଡି ଟ୍ରାଫିକ ଛକରେ ରବିବାର ଅପରାହ୍ନରେ ପୁଣିଥରେ ଭୂତଳ ପାଣି ପାଇପ ଫାଟିଥିଲା। ଏଥିଯୋଗୁ ସେଠାରେ ବିରାଟ ଗର୍ତ୍ତ ସୃଷ୍ଟି ହେବା ସହ ପ୍ରାୟ ୧୫ ଫୁଟ ଉଚ୍ଚକୁ ପାଣି ଉଠୁଥିବା ଦେଖିବାକୁ ମିଳିଥିଲା। ଜନଗହଳିପୂର୍ଣ୍ଣ ରାସ୍ତାରେ…
ଆଜିଠୁ କଟକ, ଭୁବନେଶ୍ୱରରେ ପାର୍ବଣ କର୍ଫ୍ୟୁ: ରାତି ୮ରୁ ବଜାର ବନ୍ଦ
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ବ ଘୋଷଣା ଅନୁଯାୟୀ ଆଜିଠୁ ଟୁଇନ ସିଟିରେ ରାତି ୮ଟାରୁ ରାତ୍ରିକାଳୀନ କର୍ଫ୍ୟୁ ଲାଗିବ। ଆସନ୍ତା ୨୦ ତାରିଖ ଯାଏ ଏହି କଟକଣା ବଳବତ୍ତର ରହିବ। ଅସାମାଜିକଙ୍କୁ ଧରିବା ପାଇଁ ସ୍ବତନ୍ତ୍ର ସ୍କ୍ବାଡ ଗଠନ କରିଛି କମିଶନରେଟ…
ଆଜି ରାଜ୍ୟ କ୍ୟାବିନେଟ୍
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ବୋଲି ଜଣାପଡ଼ିଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ…
କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୪୮ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ
ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୨,୧୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୫୯ ଜଣ ଚିହ୍ନଟ ହୋଇଥିବା…
ଯୁକ୍ତ୨ ପରୀକ୍ଷା: ନୂଆ ପଦ୍ଧତିରେ ସ୍ବଚ୍ଛତାକୁ ନେଇ ଆଶଙ୍କା
ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ନୂଆ ପଦ୍ଧତି ଆପଣାଇଛି। ସିଏଚ୍ଏସ୍ଇର ଏହି ପରୀକ୍ଷା ସଂସ୍କାର ନୀତିରେ ସରକାରଙ୍କ ମୋହର ବି ଲାଗିସାରିଛି। ତେବେ ଏଥିରେ ସ୍ବଚ୍ଛତାକୁ ନେଇ ଛାତ୍ରୀଛାତ୍ର ଓ ଶିକ୍ଷାବିତ୍ମାନେ ଆଶଙ୍କା…
ୟୁଜିସି ଏନ୍ଇଟି ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ୟୁନିଭର୍ସିଟି ଗ୍ରାଣ୍ଟ୍ କମିଶନ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ୟୁଜିସି ଏନ୍ଇଟି) ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ତେବେ ଆସନ୍ତା ୨୦ ତାରିଖରୁ ଏହା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଏନ୍ଟିଏ ଦ୍ୱାରା ପରିଚାଳିତ…
ଆଜି ଧରାବତରଣ କରିବେ ମା’
ଭୁବନେଶ୍ୱର, ୧୧ା୧୦ (ବ୍ୟୁରୋ): ଭକ୍ତଙ୍କ ପାଇଁ ଧରାବତରଣ କରିବେ ଦେବୀ ଦଶଭୁଜା। ଏଥିପାଇଁ ମଣ୍ଡପଗୁଡ଼ିକରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିିରେ କାରିଗର ଶେଷ ସ୍ପର୍ଶ ଦେଇଥିବାବେଳେ ମହିଷମର୍ଦ୍ଦିନୀଙ୍କ ଆଗମନକୁ ଅପେକ୍ଷା କରିଛନ୍ତି ଶ୍ରଦ୍ଧାଳୁ। ଏବେ ଷୋଡ଼ଶ ଦିନାତ୍ମକ ପୂଜା ବିଧି ସହ ନବରାତ୍ରିର…
ଘନଉଛି ବାତ୍ୟା
ଭୁବନେଶ୍ୱର,୧୦।୧୦(ବ୍ୟୁରୋ) ରାଜ୍ୟରୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏପରି ସ୍ଥିତିରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍ ପ୍ରବାହ ଏବେ ବି ଜାରି ରହିଛି। ଏହା ବର୍ତ୍ତମାନ ସମୁଦ୍ର…
Archives


