ମେଟ୍ରୋ

ପ୍ରକାଶ ପାଇଲା ଜିଲା ପରିଷଦ ଅଧ୍ୟକ୍ଷ ଚୂଡାନ୍ତ ସଂରକ୍ଷଣ ତାଲିକା

ଭୁବନେଶ୍ୱର,୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଜିଲା ପରିଷଦ ଅଧ୍ୟକ୍ଷ ପଦବୀର ଚୂଡାନ୍ତ ସଂରକ୍ଷଣ ତାଲିକା ଶନିବାର ପ୍ରକାଶ ପାଇଛି। ଏ ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏହି ସଂରକ୍ଷଣ ତାଲିକା ପ୍ରକାଶ କରିଯାଇଛି। ଅନୁସୂଚିତ ଜାତି/ଜନଜାତି ଓ ମହିଳାମାନଙ୍କ ପାଇଁ…

ଚିନ୍ତା ବଢାଉଛି କରୋନା,ରାଜ୍ୟରେ ୩୬୭୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟରେ ଶନିବାର ୩୬୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୩୧ ଜଣ ଲୋକାଲ କେସ…

ରାଜଧାନୀର ଆଉ ୧୧ ଅଞ୍ଚଳ ହେଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର,୮।୧(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ରାଜଧାନୀର ୧୧ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଏକାଧିକ କୋଭିଡ ପଜିଟିଭ ବାହାରିବା ପରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଉତ୍ତର ଜୋନର ନିଳାଦ୍ରିବିହାର…

ନିର୍ବାଚନ ଆୟୋଗ ଡାକିଲେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ବୈଠକ ଡାକିଛନ୍ତି। ତେବେ ଏହି ବୈଠକ ଶନିବାର ପୂର୍ବାହ୍ନ ୧୧ଟାରେ ଅନୁଷ୍ଠିତ ହେବ। ସିଏସ୍‌, ଉନ୍ନୟନ କମିଶନର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଏହି ବୈଠକରେ ଯୋଗ ଦେବେ।…

ଲେଫ୍ଟ ଫ୍ରି’ ନିୟମ କଡ଼ାକଡ଼ି ନିର୍ଦ୍ଦେଶ

ଭୁବନେଶ୍ୱର,୮।୧(ବ୍ୟୁରୋ): କଟକ-ଭୁବନେଶ୍ୱର କମିଶନରେଟ ପୋଲିସରେ ନୂଆ ଟ୍ରାଫିକ ଡିସିପି ଭାବେ ଏସ୍‌. ସୁଶ୍ରୀ ଯୋଗଦେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ସୁଶ୍ରୀ ସହରର ଟ୍ରାଫିକ୍‌ ସମସ୍ୟାର ସମାଧାନ କରିବା ପାଇଁ ନିଜେ ରାସ୍ତାକୁ ଓହ୍ଲାଇବା ସହ ନୂଆ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାର ସେ…

‘ନିର୍ବାଚନ ପାଇଁ ଲୋକଦେଖାଣିଆ ସ୍ବାସ୍ଥ୍ୟ ସ୍ମାର୍ଟକାର୍ଡ ବଣ୍ଟନ’

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟକାର୍ଡ ସାରା ରାଜ୍ୟରେ ବଣ୍ଟନ କରାଯାଉଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲାକୁ ଗସ୍ତ କରି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଗସ୍ତ ତଥା ସ୍ବାସ୍ଥ୍ୟ କାର୍ଡ ବଣ୍ଟନ…

୩ ମହାନଗରର ସଂରକ୍ଷଣ ଚିଠା ବିଜ୍ଞପ୍ତି ପ୍ରକାଶିତ

ଭୁବନେଶ୍ୱର,୮ା୧(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଓ୍ବାର୍ଡ ପୁନର୍ଗଠନ ଓ ଆସନ ସଂରକ୍ଷଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଶୁକ୍ରବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଭୁବନେଶ୍ୱର ମହାନଗର ନିଗମର ୬୭, କଟକର ୫୯ ଏବଂ ବ୍ରହ୍ମପୁର ମହାନଗର ନିଗମର ୪୨ଟି…

ବ୍ଲୁଇସ୍‌କୁ ଜାତୀୟ ଇ-ଗଭର୍ନାନ୍ସ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୨୦ ଜୁଲାଇରେ ଲୋକାର୍ପଣ ହୋଇଥିବା ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍‌ ଇଣ୍ଟେଲିଜେନ୍ସ ସିଷ୍ଟମ୍‌ (ବ୍ଲୁଇସ୍‌) ଜାତୀୟ ଇ-ଗଭର୍ନାନ୍ସ ସ୍ବର୍ଣ୍ଣ ପୁରସ୍କାର ହାତେଇଛି। ଶୁକ୍ରବାର ହାଇଦ୍ରାବାଦରେ ଅନୁଷ୍ଠିତ ୨୪ତମ ଜାତୀୟ ଇ-ଗଭର୍ନାନ୍ସ ସମ୍ମିଳନୀରେ କେନ୍ଦ୍ରୀୟ କାର୍ମିକ ଓ…

୫୦୦୦ ଦେଇ ଭୁଆଁ ବୁଲାଉଛନ୍ତି ସରକାର: ଭାଜପା

ଭୁବନେଶ୍ୱର, ୮।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରିବ ଲୋକଙ୍କୁ ଘର କରିବା ଲାଗି ୧ ଲକ୍ଷ ୭୦ ହଜାର ଟଙ୍କା ପଠାଉଛନ୍ତି। ଓଡ଼ିଶାରେ ଏହି ଟଙ୍କା ବାଟମାରଣା କରାଯାଇଛି। ଶାସକ ବିଜେଡି ଗରିବ ଲୋକଙ୍କୁ ୫ ହଜାର ଟଙ୍କା ଦେଇ ଭୁଆଁ…

ପିଜି ବଳକା ସିଟ୍‌ ପାଇଁ ହେବ ସ୍ବତନ୍ତ୍ର ସ୍ପଟ୍‌ ନାମଲେଖା

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ଖାଲି ପଡ଼ିଥିବା ପିଜି ସିଟ୍‌ରେ ନାମଲେଖା ପାଇଁ ସ୍ବତନ୍ତ୍ର ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ଏ ନେଇ ଶୁକ୍ରବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟ ପିଜି ଚେୟାରମ୍ୟାନ ଓ କଲେଜ(ଯେଉଁଠାରେ ପିଜି ଶିକ୍ଷାଦାନ…

୭୨ ଘଣ୍ଟାର ଆର୍‌ଟି-ପିସିଆର୍‌ ରିପୋର୍ଟ ନେଗେଟିଭ୍‌ ଥିଲେ ବିମାନ ବନ୍ଦରରେ ଟେଷ୍ଟ ହେବନି

ଭୁବନେଶ୍ୱର, ୮।୧(ବ୍ୟୁରୋ): ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ସମସ୍ତ ବିମାନ ଯାତ୍ରୀଙ୍କ ଆର୍‌ଟିପିସିଆର୍‌ ଟେଷ୍ଟ୍‌କୁ ବାଧ୍ୟତାମୂଳକ କରାଯାଇଥିବାବେଳେ ଶୁକ୍ରବାରଠାରୁ…

ଦେଇଥିବା କଥା ରଖିଛୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀମାନଙ୍କୁ ୩ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି। ରାଜ୍ୟର ସମୁଦାୟ ୩୧ ଲକ୍ଷ ପରିବାରକୁ ୧୪୪୪ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?