ମେଟ୍ରୋ

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୪୮ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୨,୧୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫୯ ଜଣ ଚିହ୍ନଟ ହୋଇଥିବା…

ଯୁକ୍ତ୨ ପରୀକ୍ଷା: ନୂଆ ପଦ୍ଧତିରେ ସ୍ବଚ୍ଛତାକୁ ନେଇ ଆଶଙ୍କା

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ନୂଆ ପଦ୍ଧତି ଆପଣାଇଛି। ସିଏଚ୍‌ଏସ୍‌ଇର ଏହି ପରୀକ୍ଷା ସଂସ୍କାର ନୀତିରେ ସରକାରଙ୍କ ମୋହର ବି ଲାଗିସାରିଛି। ତେବେ ଏଥିରେ ସ୍ବଚ୍ଛତାକୁ ନେଇ ଛାତ୍ରୀଛାତ୍ର ଓ ଶିକ୍ଷାବିତ୍‌ମାନେ ଆଶଙ୍କା…

ୟୁଜିସି ଏନ୍‌ଇଟି ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ୟୁନିଭର୍ସିଟି ଗ୍ରାଣ୍ଟ୍‌ କମିଶନ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ୟୁଜିସି ଏନ୍‌ଇଟି) ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ତେବେ ଆସନ୍ତା ୨୦ ତାରିଖରୁ ଏହା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଏନ୍‌ଟିଏ ଦ୍ୱାରା ପରିଚାଳିତ…

ଆଜି ଧରାବତରଣ କରିବେ ମା’

ଭୁବନେଶ୍ୱର, ୧୧ା୧୦ (ବ୍ୟୁରୋ): ଭକ୍ତଙ୍କ ପାଇଁ ଧରାବତରଣ କରିବେ ଦେବୀ ଦଶଭୁଜା। ଏଥିପାଇଁ ମଣ୍ଡପଗୁଡ଼ିକରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିିରେ କାରିଗର ଶେଷ ସ୍ପର୍ଶ ଦେଇଥିବାବେଳେ ମହିଷମର୍ଦ୍ଦିନୀଙ୍କ ଆଗମନକୁ ଅପେକ୍ଷା କରିଛନ୍ତି ଶ୍ରଦ୍ଧାଳୁ। ଏବେ ଷୋଡ଼ଶ ଦିନାତ୍ମକ ପୂଜା ବିଧି ସହ ନବରାତ୍ରିର…

ଘନଉଛି ବାତ୍ୟା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ) ରାଜ୍ୟରୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏପରି ସ୍ଥିତିରେ ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍‌ ପ୍ରବାହ ଏବେ ବି ଜାରି ରହିଛି। ଏହା ବର୍ତ୍ତମାନ ସମୁଦ୍ର…

ସ୍ଥଗିତ ହେଲା ୟୁଜିସି-ଏନ୍‌ଇଟି ପରୀକ୍ଷା

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ)- ୟୁନିଭରସିଟି ଗ୍ରାଣ୍ଟ କମିସନ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ ବା ୟୁଜିସି ଏନ୍‌ଇଟି ପରୀକ୍ଷାକୁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ସ୍ଥଗିତ କରିଛି। ତେବେ ଆସନ୍ତା ୨୦ତାରିଖରୁ ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଏନ୍‌ଟିଏ ଦ୍ୱାରା ପରିଚାଳିତ ଏହି ପରୀକ୍ଷା ଆସନ୍ତା…

କରୋନା ଯୋଗୁ ବଢୁଛି ମାନସିକ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)- କୋଭିଡ୍‌-୧୯ ଯୋଗୁ ରାଜ୍ୟରେ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବଢ଼ିଛି। ରବିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ପରିସ୍ଥିତିର କିପରି ସମାଧାନ ହୋଇପାରିବ ସେଥିପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଜିଲାର ମାନସିକ ଚିକିତ୍ସା…

ବାଦାମବାଡ଼ିରେ ଫାଟିଲା ପାଇପ୍‌, ଉଠିଲା ୧୫ଫୁଟ ଉଚ୍ଚକୁ ପାଣି

କଟକ ଅଫିସ୍‌,୧୦।୧୦: କଟକ ବାଦାମବାଡ଼ି ଟ୍ରାଫିକ୍‌ ଛକରେ ରବିବାର ଅପରାହ୍ଣରେ ଭୂତଳ ପାଣି ପାଇପ୍‌ ଫାଟି ଯାଇଛି। ପ୍ରାୟ ୧୫ଫୁଟ ଉଚ୍ଚକୁ ପାଣି ଉଠି ରାସ୍ତା ଝଳମଗ୍ନ ହୋଇ ଯାଇଛି। ରାସ୍ତାଟି ଜନଗହଳି ପୂୂର୍ଣ୍ଣ ହୋଇଥିବାରୁ ଯାତାୟତରେ ବାଧା ଉପୁଜିଛି। ଘଟଣା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖରିଫ୍‌ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀ ଏହି ଚିଠି ଲେଖିଛନ୍ତି। ପୂର୍ବରୁ କେନ୍ଦ୍ର ବଳକା ଚାଉଳ ଉଠାଇ ନ ଥିବା ବେଳେ ଏବେ ଖରିଫ ଋତୁ ଧାନକୁ କିପରି ସୂଚାରୁ ରୂପେ…

ପୋଖରୀରୁ ମିଳିଲା ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତଦେହ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗଙ୍କ ମୃତଦେହକୁ ରବିବାର ଜବତ କରାଯାଇଛି। ରାଜଧାନୀ ଉପକଣ୍ଠ ପାତ୍ରପଡ଼ା ଗାଁର ଏକ ପୋଖରୀରୁ ସନ୍ଦେହଜନକ ଭାବେ ତାଙ୍କ ମୃତଦେହ ମିଳିଛି। ଶନିବାର ରାତିରେ ଅନୁରାଗ ନିଖୋଜ ଥିଲେ। ଏନେଇ ଥାନାରେ…

ପୂଜା ପୂର୍ବରୁ ମୋଟା ଅଙ୍କର ଟଙ୍କା ନେଇ ଘରକୁ ଫେରୁଥିଲେ ୩ ସରକାରୀ ଅଧିକାରୀ, ଧରିଲା ଭିଜିଲାନ୍ସ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଭିଜିଲାନ୍ସ ବିପୁଳ ଟଙ୍କା ଜବତ କରିବା ସହ ୩ ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କୁ ଗିରଫ କରିଛି। ପୂଜା ପୂର୍ବରୁ ଶନିବାର ଏହି ତିନି ଅଧିକାରୀ ମୋଟା ଅଙ୍କର ଟଙ୍କା ନେଇ ନିଜ ନିଜ ଘରକୁ ଫେରୁଥିବା ବେଳେ ଭିଜିଲାନ୍ସ…

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, କେବଳ ଖୋର୍ଦ୍ଧାରୁ ୫

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri