ମେଟ୍ରୋ

ଭୁବନେଶ୍ବରର ଆଉ ୪ ଅଞ୍ଚଳ କଣ୍ଟେନମେଣ୍ଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜଧାନୀରେ କରୋନା ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ଭୁବନେଶ୍ବରରେ ଆଉ ୪ଟି ସ୍ଥାନକୁ ବିଏମ୍‌ସି କଣ୍ଟେନମେଣ୍ଟ ଘୋଷଣା କରିଛି। ନୟାପଲ୍ଲୀ ଓ ଭୀମପୁରରେ ଗୋଟିଏ ଲେଖାଏ ଏବଂ ଶ୍ରୀକ୍ଷେତ୍ର ବିହାରରେ ଦୁଇଟି…

‘ଆଗକୁ ଆହୁରି ସଂକ୍ରମଣ ବୃଦ୍ଧି ପାଇବ’

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ତେବେ ଆଗକୁ ଆହୁରି ସଂକ୍ରମଣ ବୃଦ୍ଧି ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସବୁ ରାଜ୍ୟରେ ଓମିକ୍ରନ ଦେଖାଦେଲାଣି, ଆଗକୁ ସଂକ୍ରମଣ ଆହୁରି ବଢିବ। ମୁକାବିଲା ପାଇଁ…

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ ତଳେ ତାଙ୍କୁ ହୃଦ୍‌ଘାତ ହୋଇଥିଲା। ପରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ।…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୭କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…

ବଢି ବଢି ଚାଲିଛି କରୋନା,ରାଜ୍ୟରେ ୧୮୯୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୮୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୮ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୯୧ ଜଣ ଲୋକାଲ କେସ…

୧୫ ବର୍ଷରେ କମିଶନରେଟ ପୋଲିସ

ଭୁବନେଶ୍ୱର,୬।୧(ବ୍ୟୁରୋ): ଟ୍ବିନ୍‌ ସିଟିରେ ପୋଲିସ କମିଶନରେଟ ବ୍ୟବସ୍ଥାକୁ ୧୪ବର୍ଷ ପୂରି ୧୫ବର୍ଷ ଚାଲିଛି। ଏହି ଅବସରରେ ପୋଲିସ ସେବା ଭବନରେ ବୁଧବାର କମିଶନରେଟ ପୋଲିସର ୧୪ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ…

ଲିଖିତ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ମାର୍କେଟ ବିଲ୍ଡିଂ ବନ୍ଦ

ଭୁବନେଶ୍ୱର, ୬।୧(ବ୍ୟୁରୋ): ଭୁବନେଶ୍ୱରର ଅନ୍ୟତମ ବ୍ୟସ୍ତବହୁଳ ମାର୍କେଟ ବିଲ୍ଡିଂ ଖୋଲିବ କି ନାହିଁ ସେ ନେଇ କୌଣସି ନିଷ୍କର୍ଷ ବାହାରି ପାରି ନାହିଁ। ବୁଧବାର ବିଏମ୍‌ସି ଓ ପୋଲିସ ସହିତ ବ୍ୟବସାୟୀ ସଂଘର ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ତେବେ…

ପଞ୍ଚାୟତ ନିର୍ବାଚନ ସପକ୍ଷରେ ବିଜେଡି

ଭୁବନେଶ୍ୱର, ୬।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପୂର୍ବରୁ ଏବେ କରୋନା ୩ୟ ଲହର ଭୟ ଘାରିବା ଆରମ୍ଭ ହୋଇଯାଇଛି। ରାଜ୍ୟ ସରକାର ବିଭିନ୍ନ ପ୍ରକାର ସ୍କିମ୍‌ ରାଜ୍ୟବାସୀଙ୍କ ଲାଗି ଘୋଷଣା କରି ପ୍ରସ୍ତୁତି ଚଳାଇଥିବା ବେଳେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ମଧ୍ୟ…

୧୦ ଜିଲାକୁ ଘନ କୁହୁଡ଼ି ସତର୍କତା

ଭୁବନେଶ୍ୱର, ୬।୧(ବ୍ୟୁରୋ) – ସାରା ରାଜ୍ୟରେ ଏବେ ଶୀତ ଅନୁଭୂତ ହେଉଛି। କିନ୍ତୁ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୦ଟି ଜିଲାକୁ ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହି…

ଫେରିଲା ନାଇଟ୍‌ କର୍ଫ୍ୟୁ, ଏସବୁରେ କଟକଣା ଲଗାଇଲେ ରାଜ୍ୟ ସରକାର; ଜାଣନ୍ତୁ…

ଭୁବନେଶ୍ୱର,୫।୧(ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଏଭଳି ସ୍ଥିତିରେ ବୁଧବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ କୋଭିଡ୍‌ ଗାଇଡଲାଇନ୍‌ ଜାରି କରାଯାଇଛି। ଏ ସଂକ୍ରାନ୍ତରେ ଏସ୍‌ଆର୍‌ସି ପ୍ରଦୀପ ଜେନାଙ୍କ ପକ୍ଷରୁ ଦିଆଯାଇଥିବା…

ଆସିଲା ଓମିକ୍ରନ ଟେଷ୍ଟ କିଟ୍‌

ଭୁବନେଶ୍ୱର,୫।୧(ବ୍ୟୁରୋ): ଓମିକ୍ରନ ଭାରିଆଣ୍ଟକୁ ନେଇ ରାଜ୍ୟରେ ଚିନ୍ତା ବଢ଼ୁଥିବା ବେଳେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି। ତେବେ ଏହା ଭିତରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଓମିକ୍ରନ୍‌ ଭାରିଆଣ୍ଟ ଚିହ୍ନଟ ପାଇଁ ଆଉ ଜିନମ୍‌ ସିକ୍ୟୁଏନ୍‌ସିଂର ଆବଶ୍ୟକ ନାହିଁ। ଏ…

ରାଜ୍ୟରେ ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଆଇଏଲ୍‌ଏସ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣଙ୍କ ବିଦେଶ ଲିଙ୍କ୍‌ ରହିଥିବା ଜଣାପଡିଛି। ବାକି ୧୯ ଜଣ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?