ମେଟ୍ରୋ

ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ ସଂଶୋଧନ ନେଇ ମଞ୍ଜୁରୀ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ ସଂଶୋଧନ ନେଇ ଆଜି କ୍ୟାବିନେଟ୍‌ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ଅଧୀନ ଜମି ସମ୍ପର୍କିତ ମାମଲାର ତୁରନ୍ତ ଫଇସଲା ପାଇଁ ଆଇନରେ ସଂଶୋଧନ ନିଷ୍ପତ୍ତି ହୋଇଛି। ନିୟମ ଅନୁସାରେ ବିକ୍ରି, ଲିଜ୍‌ ପାଇଁ ଅଧିକୃତ ପ୍ରଜାଙ୍କୁ…

ରାଜଧାନୀର ୫ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ ପୁଣି ଥରେ ରାଜ୍ୟରେ ସଂକ୍ରମଣ ହଜାରେ ଟପିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଦିନକରେ ୧୨୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ରାଜଧାନୀରେ ବି ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ…

ରାଜ୍ୟରେ କମିବ ଶୀତ : ଘନ କୁହୁଡ଼ି ପାଇଁ ୟେଲୋ ଆଲର୍ଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ବର୍ଷା ପରେ ଶୀତ ବୃଦ୍ଧି ପାଇଥିବା ବେଳେ ଏବେ ପୁଣି ତାପମାତ୍ରା ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୭ ତାରିଖ ପରେ ରାଜ୍ୟରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା…

ରାଜ୍ୟରେ ବଢୁଛି ସଂକ୍ରମଣ: ଟେଷ୍ଟ, ଟ୍ରାକ୍‌, ଟିକାକରଣକୁ ଗୁରୁତ୍ୱ

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବା ଯୋଗୁ ଚିନ୍ତା ବଢାଉଛି। ତେବେ କୋଭିଡ୍‌ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ର୍ରିୟା ରଖିଛନ୍ତି। ଓଡ଼ିଶାରେ ଏବେ ଯେପରି ବଢୁଛି ପୂର୍ବରୁ ବି ଅନ୍ୟ ରାଜ୍ୟରେ ଏପରି…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୬କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ମାର୍କେଟ ବିଲ୍ଡିଂ ବନ୍ଦ କଲା ବ୍ୟବସାୟୀ ସଂଘ

ଭୁବନେଶ୍ୱର, ୫।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଉଠା ଦୋକାନୀଙ୍କ ଦୌରାତ୍ମ୍ୟ ବଢ଼ି ଚାଲିଛି। ଏମାନଙ୍କ ପାଇଁ ମାର୍କେଟ ପରିସରରେ ଅନେକ ସମୟରେ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବାସହ ଅଯଥା ଭିଡ଼ ହେଉଛି। ଏପରି ଅଭିଯୋଗ ଆଣି ମାର୍କେଟ ବିଲ୍ଡିଂ ବ୍ୟବସାୟୀ…

ଦାୟିତ୍ୱ ଗ୍ରହଣ କଲେ ଟ୍ରାଫିକ ଡିସିପି ଏସ୍‌. ସୁଶ୍ରୀ

ଭୁବନେଶ୍ୱର,୫।୧(ବ୍ୟୁରୋ): ଦ୍ୱୈତନଗରୀ କଟକ-ଭୁବନେଶ୍ୱରର ନୂଆ ଟ୍ରାଫିକ ଡିସିପି ଭାବେ ୨୦୧୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ୍‌.ସୁଶ୍ରୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ଡିସେମ୍ବର ୨୯ରେ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କୁ ଏହି ନିଯୁକ୍ତି ମିଳିଥିଲା। କାର୍ଯ୍ୟରେ ଯୋଗଦେବା ପରେ ସେ…

ପୁଣି ଉପରମୁହାଁ କରୋନା,ରାଜ୍ୟରେ ୧୨୧୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୧୦ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୦୬ ଜଣ ଲୋକାଲ କେସ…

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର, ୫।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଏହି ବୈଠକ ବସିବାକୁ ଥିବାବେଳେ ଯେଉଁ ମନ୍ତ୍ରୀମାନେ ନିଜ ଏରିଆରେ ଥିବେ ସେମାନେ…

ସଂରକ୍ଷଣ ଅସନ୍ତୋଷ ବଢୁଛି

ଭୁବନେଶ୍ୱର,୫ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ପାଖେଇ ଆସୁଥିବାବେଳେ ନିର୍ବାଚନୀ ଉଷ୍ମତା ବଢ଼ିବାରେ ଲାଗିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ରାଜ୍ୟ ସରକାର ସାନି ସଂରକ୍ଷଣ ତାଲିକା ପ୍ରକାଶ କରିଛନ୍ତି। ଏଥିରେ ଓବିସି ସଂରକ୍ଷଣକୁ ବାଦ୍‌ ଦିଆଯାଇଛି। ଆସନ୍ତା ୧୦…

ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ସଂଯୁକ୍ତ କିଷାନ ମୋର୍ଚ୍ଚା

ଭୁବନେଶ୍ୱର,୫।୧(ବ୍ୟୁରୋ): ଜିନ୍ଦଲ କମ୍ପାନୀର ସ୍ବାର୍ଥ ପାଇଁ ପୋଲିସ ଜନସାଧାରଣଙ୍କ ଉପରେ ଅତ୍ୟାଚାର କରୁଛି। ଜଗତ୍‌ସିଂହପୁର ଜିଲାର ଢ଼ିଙ୍କିଆ ଅଞ୍ଚଳରେ ପୋଲିସ ଗ୍ରାମକୁ ଘେରାବନ୍ଦୀ କରି ପାନବରଜ ଦଖଲ, ରାତିଅଧିଆ ଗିରଫଦାରି, ଲୋକଙ୍କ ସ୍ବାଭାବିକ ଯାତାୟାତ ବନ୍ଦ ଆଦି ଘଟଣା ଘଟାଉଛି। ମିଥ୍ୟା…

ସମୟ ଭିତରେ ସବୁ କାମ ସାର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୫।୧(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ବିଭିନ୍ନ ଅଞ୍ଚଳରେ ଟାଉନ୍‌ ପ୍ଲାନିଂ ସ୍କିମ୍‌ ଲୋକପ୍ରିୟତା ଯୋଗୁ ଏଥିରେ ଅଗ୍ରଗତି ପରିଲକ୍ଷିତ ହୋଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ଏକ ସମୀକ୍ଷା ବୈଠକରୁ ଜଣାପଡ଼ିଛି। ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?