ବିବାହ, ଶୁଦ୍ଧିକ୍ରିୟା ପାଇଁ ୨୦୦ ଲୋକଙ୍କୁ ଅନୁମତି
କଟକ ଅଫିସ,୮।୧୦: ଆସୁଛି ଶୀତଋତୁ। ଏହି ସମୟରେ ବିବାହ, ବ୍ରତ, ଶୁଦ୍ଧିକ୍ରିୟା ପାଇଁ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଗୁରୁବାର ନୂତନ ଗାଇଡଲାଇନ ଜାରି କରାଯାଇଛି। ଏଥିରେ ଉଲ୍ଲେଖ ରହିଛି, ବିବାହ, ବ୍ରତ, ଶୁଦ୍ଧିକ୍ରିୟା, ବୈଠକ ଆଦି କାର୍ଯ୍ୟକ୍ରମରେ ୨୦୦…
ପୂଜାମଣ୍ଡପରେ ସୁରକ୍ଷା ବ୍ୟବସ୍ଥା କରାଯିବ
କଟକ ଅଫିସ,୮।୧୦: କଟକର ୩ଟି ଥାନା ପକ୍ଷରୁ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପୁରୀଘାଟ ଥାନା ପକ୍ଷରୁ ସ୍ଥାନୀୟ ଟାଉନ ହଲଠାରେ ଆୟୋଜିତ ବୈଠକରେ ଡିସିପି ପ୍ରତୀକ୍ ସିଂ ସଭାପତିତ୍ୱ କରି ରାଜ୍ୟ ସରକାରଙ୍କ ଗାଇଡ୍ଲାଇନ ପାଳନ ପୂର୍ବକ…
୮ ଜିଲାରେ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର,୮।୧୦(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା , କଳାହାଣ୍ଡି, କନ୍ଧମାଳ, ଗଜପତି ଏବଂ ଗଞ୍ଜାମ ଜିଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର,…
ସାପ ଗବେଷଣା କ୍ଷେତ୍ରରେ ପୁଣି ଚମକିଲେ ଓଡ଼ିଆ
ଭୁବନେଶ୍ୱର,୮।୧୦(ବ୍ୟୁରୋ): ସାପ ଗବେଷଣା କ୍ଷେତ୍ରରେ ଧ୍ରୁବତାରା ହୋଇ ପୁଣି ଚମକିଛନ୍ତି ଜଣେ ଓଡ଼ିଆ। ସେ ଏକାଥରକେ ୪ଟି ନୂଆ ପ୍ରଜାତିର ସାପ ଆବିଷ୍କାର କରିଛନ୍ତି। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ଡେରାବିଶ ଡିଗ୍ରୀ କଲେଜର ଜୁଲୋଜି ଅଧ୍ୟାପକ ଡ. ଅଶୋକ ମଲ୍ଲିକ।…
ଆଜି ପ୍ରକାଶ ପାଇବ ଚିଠା ସଂରକ୍ଷଣ ତାଲିକା
ଭୁବନେଶ୍ୱର,୮।୧୦(ବ୍ୟୁରୋ): ଆସନ୍ତା ଫେବୃୟାରୀରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ସ୍ଥାନ ସଂରକ୍ଷଣ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଗାଇଡ୍ଲାଇନ ସମସ୍ତ ଜିଲାପାଳଙ୍କ ନିକଟକୁ ପଠାଯାଇଥିବା…
ସକାଳ ୮ରୁ ୪ଟା ଯାଏ ଆସିବନି ପାଣି
ଭୁବନେଶ୍ୱର,୭।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଶୁକ୍ରବାର ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ ରହିବ। ସକାଳ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଜଳ ଯୋଗାଣ ବନ୍ଦ ହେବା ନେଇ ଓ୍ବାଟ୍କୋ (ଓ୍ବାଟର କର୍ପୋରେସନ୍ ଅଫ୍ ଓଡ଼ିଶା ଲିମିଟେଡ୍) ପକ୍ଷରୁ ସୂଚନା ଦିଆଯାଇଛି।…
‘ବିଳମ୍ବ ହେଲେ ବି ଦ୍ୱିତୀୟ ଡୋଜ୍ ନିଅ’
ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ଉପର ତଳ ହେଉଛି। ଏହାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ସତର୍କତା ବଲମ୍ବନ କରୁଛନ୍ତି। ଟିକାକରଣକୁ ସରକାର ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଲୋକେ ସଚେତନ ନ ହୋଇ ଦ୍ୱିତୀୟ ଡୋଜ୍ ଟିକା ନେବା…
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜ୍ୟ ସରକାର ଓ ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୯ ଜଣ (ଓଏଏସ୍) ଅଫିସରଙ୍କ ବଦଳି କରାଯାଇଛି । ଝାରସୁଗୁଡ଼ା ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କୁ ସମ୍ବଲପୁର ମହାନଗର ନିଗମ…
ମୃତ ବ୍ୟକ୍ତିଙ୍କ ନାଁରେ ୧.୧୮ କୋଟି ଟଙ୍କା ଚଳୁ କରିଦେଲେ ଏଲ୍ଆଇସି ଏଜେଣ୍ଟ୍
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଫସିଛନ୍ତି ଜଣେ ଏଲ୍ଆଇସି ଏଜେଣ୍ଟ। ୪ ମୃତ ବ୍ୟକ୍ତିଙ୍କ ନାଁରେ ଏଜେଣ୍ଟ ଜଣକ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ କରି ଦେଇଥିବା ଅଭିଯୋଗ ହୋଇଛି। ଏହି…
ଆଜିଠୁ ବିଇଡି ,ସିଟି ପାଠ୍ୟକ୍ରମ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆରମ୍ଭ
ଭୁବନେଶ୍ବର, ୭।୧୦(ବ୍ୟୁରୋ) : ବିଇଡି ଓ ସିଟି ପାଠ୍ୟକ୍ରମ ନାମଲେଖା ପାଇଁ ଗୁରୁବାର ଠାରୁ ଆରମ୍ଭ ହୋଇଛି ପ୍ରବେଶିକା ପରୀକ୍ଷା। ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଥିବା ଏହି ପରୀକ୍ଷା ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ଗୁରୁବାର ଏବଂ ଶୁକ୍ରବାର ପ୍ରବେଶିକା ପରୀକ୍ଷା…
ଆଜି କରୋନା ନେଲା ୭ ଜୀବନ
ଭୁବନେଶ୍ୱର,୭।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୩୪ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଆଜି ରାଜ୍ୟରେ ୫୮୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୮୩ ଜଣ ଅଛନ୍ତି। ଏହି ୫୮୨ ଜଣଙ୍କ ମଧ୍ୟରୁ ୩୩୭ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୪୫ଟି…
Archives


