ସନ୍ତୋଷ ତ୍ରିପାଠୀ ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କୁଳପତି
ଭୁବନେଶ୍ୱର, ୨୩।୭(ବ୍ୟୁରୋ): ଫକୀର ମୋହନ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କୁ ନିଯୁକ୍ତି ଦିଆଯାଇଛି। ଗୁରୁବାର ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟ କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ନେଇ...
ରାଜ୍ୟରେ ୧,୯୧୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୧,୯୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦୯ ଜଣ କ୍ୱାରାଣ୍ଟାଇନ୍ ଥିଲେ। ବାକି...
ଓଡ଼ିଆ ଆଇଆର୍ଏସ୍ ଅଫିସର ଜାତିସଂଘ ଟ୍ୟାକ୍ସ କମିଟି ବିଶେଷଜ୍ଞ
ନୂଆଦିଲ୍ଲୀ, ୨୩ା୭: ଅର୍ଥ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଥିବା ଓଡ଼ିଆ ଆଇଆର୍ଏସ୍ ଅଫିସର ରଶ୍ମିରଞ୍ଜନ ଦାସ ୨୦୨୧-୨୦୨୫ ବର୍ଷ ପାଇଁ ଜାତିସଂଘ ଟ୍ୟାକ୍ସ କମିଟି ସଦସ୍ୟ ନିଯୁକ୍ତ ହୋଇ ବିଶ୍ୱର ୨୫ ଜଣ ଟିକସ ବିଶେଷଜ୍ଞଙ୍କ ମଧ୍ୟରେ ଏକମାତ୍ର ଭାରତୀୟ...
ୟୁସି ଦେବାରେ ଓଡ଼ିଶା ବିଫଳ
ନୂଆଦିଲ୍ଲୀ, ୨୩ା୭: ଓଡ଼ିଶା ସରକାର ପୂର୍ବବର୍ଷ ପାଇଥିବା ଅନୁଦାନର ବିନିଯୋଗ ପ୍ରମାଣପତ୍ର (ୟୁସି) କେନ୍ଦ୍ର ନିକଟରେ ଦାଖଲ କରିବାରେ ବିଫଳ ହୋଇଛନ୍ତି। ଏଥିଯୋଗୁ ୨୦୨୧-୨୨ ଆର୍ଥିକ ବର୍ଷ ଲାଗି ଆଦିବାସୀ ଯୋଜନାକୁ ସ୍ବତନ୍ତ୍ର କେନ୍ଦ୍ରୀୟ ସହାୟତା (ଏସ୍ସିଏ ଟୁ ଟିଏସ୍ଏସ୍)ରେ...
ଶେଷ ହେଲା ଶ୍ରୀଜୀଉଙ୍କ ଅଧରପଣା
ପୁରୀ ଅଫିସ,୨୨।୭: ବିଶ୍ୱବାସୀଙ୍କୁ ବୁଧବାର ତିନି ଠାକୁର ସୁନାବେଶ ଦର୍ଶନ ଦେଇଥିଲେ। ଗୁରୁବାର ରଥ ଉପରେ ଶେଷ ହୋଇଛି ଶ୍ରୀଜୀଉଙ୍କ ଅଧରପଣା ନୀତି। ବାହୁଡ଼ା ଓ ସୁନାବେଶ ଭଳି ଅଧରପଣା ନୀତି ବିନା ଭକ୍ତରେ ସମ୍ପନ୍ନ ହୋଇଛି। ସିଂହଦ୍ବାର ସମ୍ମୁଖ...
୨୩ରୁ ସ୍ବତନ୍ତ୍ର ଓଜେଇଇ ପାଇଁ ଆବେଦନ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଟେକ୍ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଆୟୋଜନ କରାଯିବ। ଏଥିପାଇଁ ୨୩ରୁ ଅନ୍ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅଗଷ୍ଟ ୧୦ ତାରିଖରେ ସରିବ। ଅଗଷ୍ଟ...
ଶିକ୍ଷକଙ୍କ ଲାଗି କୌଣସି ଟିକାକରଣ ବ୍ୟବସ୍ଥା ନାହିଁ
ଭୁବନେଶ୍ୱର, ୨୨।୭(ବ୍ୟୁରୋ): ରାଜ୍ୟରେ କରୋନା କଟକଣା ଭିତରେ ଆସନ୍ତା ୨୬ ତାରିଖରୁ ସ୍କୁଲ ଖୋଲିବ। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ସ୍କୁଲ ଆସିବେ। ତେବେ ପ୍ରାଥମିକତା ଭିତ୍ତିରେ ଶିକ୍ଷକଙ୍କୁ ଆଗ ଟିକା ଦିଆଯିବ ବୋଲି ଗଣଶିକ୍ଷା ବିଭାଗ...
୨୫ ଯାଏ ଜାରି ରହିବ ବର୍ଷା
ଭୁବନେଶ୍ବର,୨୨।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ବୁଧବାର ସୃଷ୍ଚି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଗୁରୁବାର ଲଘୁଚାପରେ ପରିଣତ ହୋଇଛି । ଏନେଇ ଉଭୟ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସ୍ପଷ୍ଟ କରାଯାଇଛି। ଆଇଏମଡି ସୂଚନା ମୁତାବକ, ଲଘୁଚାପ ପ୍ରଭାବରେ ଆସନ୍ତା ୨୩ରୁ ୨୫...
ବାଘ ଶିକାରୀଙ୍କୁ ବାନ୍ଧିଲା ଏସ୍ଟିଏଫ୍
ଭୁବନେଶ୍ୱର(ବ୍ୟୁରୋ)/ବାଉଁଶୁଣୀ (ଡି.ଏନ୍.ଏ),୨୨ା୭(ବ୍ୟୁରୋ): ରାଜ୍ୟରେ ଥମୁନି ବାଘ ଶିକାର। ବିଲୁପ୍ତ ପ୍ରାୟ ହେବାକୁ ବସିଲାଣି ବାଘବଂଶ। ବାଘଙ୍କୁ ସୁରକ୍ଷା ତଥା ଶିକାର ରୋକିବା ଦିଗରେ ବନ ବିଭାଗ ଏକ ପ୍ରକାର ସ୍ଥାଣୁ ପାଲଟି ଯାଇଛି। ଅପରପକ୍ଷରେ କ୍ରାଇମବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ(ଏସ୍ଟିଏଫ)...
ଥାନାକୁ ଆସିଲେନି ସୂର୍ଯ୍ୟକାନ୍ତ
ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ‘ମୋ ସାଇକେଲ’ କବାଡିଖାନାକୁ ଯିବା ତଥା ୩ଶହ ସାଇକେଲ ହଜିବା ନେଇ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ୍ (ବିଏସ୍ସିଏଲ୍) ପକ୍ଷରୁ ଶହୀଦ ନଗର ଥାନାରେ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ପ୍ରାଥମିକ...
ଭୁବନେଶ୍ୱରରେ ୨୩୫ ଡେଙ୍ଗୁ ରୋଗୀ, ଦିନକରେ ୪୩ ଚିହ୍ନଟ
ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଭୁବନେଶ୍ୱରରେ ଭୟଙ୍କର ରୂପ ନେଲାଣି ଡେଙ୍ଗୁ। ଗତ ୧୫ ତାରିଖ ସୁଦ୍ଧା ସହରରୁ ୧୧୩ଜଣ ରୋଗୀ ଚିହ୍ନଟ ହୋଇଥିବାବେଳେ ଶେଷ ୬ଦିନରେ ଆଉ ୧୨୨ଜଣ ସଂକ୍ରମିତ ହୋଇଛନ୍ତି। ଫଳରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୩୫ରେ ପହଞ୍ଚତ୍ଛି।...
ଭୀମଟାଙ୍ଗିରେ ମହିଳାଙ୍କ ତଣ୍ଟିକାଟି ହତ୍ୟା ଘଟଣା: ହତ୍ୟାର ୪ଦିନ ପୂର୍ବରୁ କରିଥିଲେ ଯୋଜନା
ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗି ହାଉସିଂ ବୋର୍ଡ କଲୋନୀ ଫେଜ୍-୧ ପ୍ଲଟ୍ ନଂ. ଏ/ଏଲ୍-୧ରେ ଭଡ଼ାରେ ରହୁଥିବା ପ୍ରିୟଙ୍କା ପ୍ରିୟଦର୍ଶିନୀ ସାହୁ ହତ୍ୟା ଘଟଣାର ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କୁ କମିଶନରେଟ୍ ପୋଲିସ ବୁଧବାର କୋର୍ଟଚାଲାଣ କରିଛି। ଜାମିନ...
Archives


