ମେଟ୍ରୋ

ନବରଙ୍ଗପୁର ବିଜେଡି ନେତା, କର୍ମୀ ଭାଜପାରେ ମିଶିଲେ

ଭୁବନେଶ୍ୱର, ୩।୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍‌ ପ୍ରକାଶ ନଡ୍ଡାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ନବରଙ୍ଗପୁର ଜିଲା ବିଜେଡି ସଂଖ୍ୟାଲଘୁ ପ୍ରକୋଷ୍ଠ ସଭାପତି ସୟଦ କାଝାମ ମାଦାନୀ ନିଜ ଶତାଧିକ ସମର୍ଥକଙ୍କୁ ନେଇ ଆନୁଷ୍ଠାନିକ ଭାବେ…

ଅପରାଧୀଙ୍କୁ ସୁରକ୍ଷା ଦେଉଛନ୍ତି ସରକାର: ଭାଜପା

ଭୁବନେଶ୍ୱର, ୪।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ନାରୀ ସୁରକ୍ଷା କେବଳ ସ୍ଲୋଗାନରେ ସୀମିତ ା ବିଜେଡି ଶାସନରେ ‘କ୍ରିମିନାଲାଇଜେଶନ ଇନ୍‌ ପଲିଟିକ୍ସ’ କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଛି ା ଏହାର ସଦ୍ୟତମ ଉଦାହରଣ କୋରାପୁଟ ଜିଲା ଜୟପୁର ବ୍ରାହ୍ମଣୀ ଗ୍ରାମରେ ବନ୍ଧୁକ ମୁନରେ…

ବିଗିଡିବାରେ ଲାଗିଲାଣି କୋଭିଡ୍‌ ସ୍ଥିତି,ବସିବ ସମୀକ୍ଷା ବୈଠକ

ଭୁବନେଶ୍ୱର,୪।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ୍‌ ସ୍ଥିତିକୁ ନେଇ ମଙ୍ଗଳବାର ସମୀକ୍ଷା ବୈଠକ କରିବେ। ଅପରାହ୍ନ ୫ଟାରେ ଏହି ବୈଠକ ହେବା ନେଇ ସୂଚନା ରହିଛି। ଏହି ବୈଠକରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ। ରାଜ୍ୟରେ ଦିନକୁ…

ହୁ ହୁ ହୋଇ ବଢୁଛି କରୋନା,ରାଜ୍ୟରେ ୬୮୦ ପଜିଟିଭ୍‌

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୩୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮୩ ଜଣ ଲୋକାଲ କେସ…

‘ହସ୍ପିଟାଲରେ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖ’

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ି ଚାଲୁଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଭର୍ଚୁଆଲ ମୋଡ୍‌ରେ…

୩୩.୫ ହଜାର ପିଲାଙ୍କୁ ନିଟ୍‌ ଇଡି-ଟେକ୍‌ କୋର୍ସ କୁପନ

ଭୁବନେଶ୍ୱର, ୪।୧(ବ୍ୟୁରୋ): ଦେଶରେ ଶୁଭାରମ୍ଭ ହୋଇଥିବା ନିଟ୍‌ ୩.୦(ନ୍ୟାଶନାଲ ଏଜୁକେଶନାଲ ଏଲାଇନ୍ସ ଫର୍‌ ଟେକ୍ନୋଲୋଜି) ଅନ୍ତର୍ଗତ ୧୨ ଲକ୍ଷ ସାମାଜିକ-ଆର୍ଥିକ ଅନଗ୍ରସର ଛାତ୍ରୀଛାତ୍ରଙ୍କୁ ୨୫୩ କୋଟି ଟଙ୍କାର ମାଗଣା ନିଟ୍‌ ଇଡି-ଟେକ୍‌ କୋର୍ସ ବଣ୍ଟନ କରାଯାଇଛି। ଏହା ଛାତ୍ର ସମାଜ ପାଇଁ…

ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର,୪।୧(ବ୍ୟୁରୋ): ଚିଲିକାରେ ମଙ୍ଗଳବାର ପକ୍ଷୀ ଗଣନା ଆରମ୍ଭ ହୋଇଛି। ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଯାଏ ଏହି ଗଣନା ଚାଲିବ। ସେନେଇ ୨୧ଟି ଟିମ୍‌ରେ ୧୦୫ ଗଣନାକାରୀ ନିୟୋଜିତ ହୋଇଛନ୍ତି। ତିନିଟି ଟିମ୍‌ ସ୍ଥଳ ଭାଗରେ ଏବଂ ୧୮ଟି ଟିମ୍‌ ଜଳ…

ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ: ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୪।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଘୋଷଣାକୁ ଆଉ କିଛିଦିନ ବାକି ରହିଥିବା ବେଳେ ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ନିର୍ବାଚନ ହେବାକୁ ଯାଉଥିବା ୧୦୭ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି), ମ୍ୟୁନିସିପାଲିଟି…

ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍‌ବେଗଜନକ ଭାବେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଭର୍ଚ୍ଚୁଆଲ ମୋଡ୍‌ରେ…

ଓମିକ୍ରନ ଅଧିକ ସଂକ୍ରମଣ କିନ୍ତୁ ଭୟଙ୍କର ନୁହଁ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩।୧(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ସଂକ୍ରମଣ ବଢିବା ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ଯେଉଁମାନେ ବିଦେଶରୁ ଫେରୁଛନ୍ତି ସେମାନଙ୍କର ଟେଷ୍ଟ କରାହେଉଛି। ପଜିଟିଭ ହେଲେ ଜିନମ ସିକୁଏନ୍ସିଂ ମଧ୍ୟ କରାଯାଉଛି ବୋଲି ସାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ରବିବାର ୨୩…

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୩ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି।…

ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଆଉ ଶୁଣିବାକୁ ମିଳିବନି ମାଇଁ ଲଡ୍‌ ଉଚ୍ଚାରଣ

କଟକ ଅଫିସ,୩ା୧: ଏଣିକି ଆଉ କୋର୍ଟରେ ଶୁଣିବାକୁ ମିଳିବନି ମାଇଁ ଲର୍ଡ ଉଚ୍ଚାରଣ। ମାଇଁ ଲର୍ଡ ବଦଳରେ ଶୁଣିବାକୁ ମିଳିବ ସାର୍‌। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଏପରି ଐତିହାସିକ ନିଷ୍ପତ୍ତି ନେଇଛନ୍ତି। କୋର୍ଟ ରୁମ୍‌ରେ ଆଉ ମାଇଁ ଲଡ୍‌ ସମ୍ବୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?