ମେଟ୍ରୋ

ୱେବ୍‌ ଚ୍ୟାନେଲ ସିଲ୍‌, ଏମ୍‌ଡିଙ୍କ ସମେତ ଦୁଇ ଗିରଫ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଜଣେ ମହିଳାଙ୍କୁ ଧମକ ଦେବା ସହ ଟଙ୍କା ମାଗିବା ଅଭିଯୋଗରେ ଏକ ୱେବ୍‌ ଚ୍ୟାନେଲର ଦୁଇ କର୍ମଚାରୀଙ୍କୁ ମଞ୍ଚେଶ୍ୱର ପୋଲିସ ଗିରଫ କରିଛି। ସେମାନେ ହେଲେ ୱେବ୍‌ ଚ୍ୟାନେଲ ‘ପରିବର୍ତ୍ତନ’ର ଏମ୍‌ଡି ଜଗତ୍‌ସିଂପୁର ଜିଲା ରଘୁନାଥପୁର ଥାନାର ପ୍ରଶାନ୍ତ କୁମାର…

‘ମୋ ସରକାର’ରେ ୨୭ ବିଭାଗର ୨୨୫ ସେବା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ‘ମୋ ସରକାର’ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତୀକରଣଠାରୁ ଆରମ୍ଭ…

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟର ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ ରାଜଭବନଠାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳ ପ୍ରଫେସର ଗଣେଶୀ…

ଖୁବ୍‌ଶୀଘ୍ର ସ୍ମାର୍ଟ ପ୍ରିପେଡ୍‌ ମିଟର

ଭୁବନେଶ୍ୱର,୬।୧୦(ବ୍ୟୁରୋ): ୨୦୨୫ ମାର୍ଚ୍ଚ ସୁଦ୍ଧା ସମଗ୍ର ଦେଶରେ ବିଦ୍ୟୁତ୍‌ ଦେୟକୁ ନିୟନ୍ତ୍ରିତ କରିବା ପାଇଁ ସ୍ମାର୍ଟ ପ୍ରିପେଡ୍‌ ମିଟର ପ୍ରଚଳନ ହେବ। ରାଜ୍ୟରେ ଏହି ବ୍ୟବସ୍ଥା ୨୦୨୨ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକାରୀ କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମଙ୍ଗଳବାର ସୂଚନା…

ମହାଳୟାରେ ବିନ୍ଦୁସାଗର ମନା

ଭୁବନେଶ୍ୱର,୫।୧୦(ବ୍ୟୁରୋ): ବୁଧବାର ପବିତ୍ର ମହାଳୟା। ପିତୃ ପୁରୁଷଙ୍କ ଶ୍ରାଦ୍ଧ ତର୍ପଣ ପାଇଁ ବିନ୍ଦୁସାଗରରେ ଭିଡ଼ ହେବାର ସମ୍ଭାବନା ଥିବାରୁ ଏହା ଉପରେ ରୋକ ଲଗାଇଛି ବିଏମ୍‌ସି। ଭିଡ଼ ବଢିଲେ ସଂକ୍ରମଣ ବଢିବାର ଆଶଙ୍କା ରହିଛି। ତେଣୁ ବିନ୍ଦୁସାଗରରେ କୌଣସି ପ୍ରକାର ଶ୍ରାଦ୍ଧ…

ଶପଥ ନେଲେ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ

ଭୁବନେଶ୍ୱର, ୫।୧୦(ବ୍ୟୁରୋ): ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀ ସୋମବାର ଶପଥ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୋମବାର ରାଜ ଭବନଠାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳ ପ୍ରଫେସର…

ପ୍ରଶାନ୍ତଙ୍କୁ ମିଳିଲାନି ଆଗୁଆ ଜାମିନ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ଆଗୁଆ ଜାମିନ ଦେଲେନାହିଁ। ଏହାଛଡ଼ା ନିମ୍ନ କୋର୍ଟରେ ହାଜର ହୋଇ ଜାମିନ ଆବେଦନ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଯଦି ସେ ଆବେଦନ କରନ୍ତି, ସେହିଦିନ ନିଷ୍ପତ୍ତି ନେବାକୁ…

ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକଙ୍କୁ କଡ଼ା ତାଗିଦ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ କଡ଼ା ତାଗିଦ କରିଛି। ଗତ ଅଗଷ୍ଟ ମାସରେ ପଦୋନ୍ନତି ପାଇଥିବା ବେଳେ ଅନେକ ଏବେ ବି ଯୋଗଦେଇ ନାହାନ୍ତି। ତେଣୁ ଆସନ୍ତା ୮ ତାରିଖ ସୁଦ୍ଧା ନୂତନ ସ୍ଥାନରେ କାର୍ଯ୍ୟରେ ଯୋଗ…

ଜବତ ହେଲା ଗଞ୍ଜେଇ ବେପାରୀଙ୍କ ୩ କୋଟି ସମ୍ପତ୍ତି

କଟକ ଅଫିସ,୫ା୧୦: ଗତ ଫେବୃୟାରୀ ୧ ତାରିଖରେ ଓଡ଼ିଶା ପୋଲିସ ୧୪ ଶହ କେଜି ଗଞ୍ଜେଇ ଜବତ କରିବା ସହ ୧୧ଜଣଙ୍କୁ ଗିରଫ କରିଥିଲା । ପରେ ସେମାନଙ୍କୁ ଗିରଫ କରି ଜେଲ ପଠାଯାଇଥିଲା। ଏବେ ନିଶା ମାଫିଆଙ୍କ ଲାଭବାନ ସମ୍ପତ୍ତିକୁ…

ବନ୍ଧୁକ ବେପାର କରୁଥିଲେ ଆଲବମ୍‌ ନିର୍ଦ୍ଦେଶକ

କଟକ ଅଫିସ,୫।୧୦: ଦୁର୍ଗା ପୂଜା ପୂର୍ବରୁ କମିଶନରେଟ ପୋଲିସ ପକ୍ଷରୁ କ୍ଲିନ କ୍ରାଇମ ଅଭିଯାନ ଆରମ୍ଭ ହୋଇଛି। ବନ୍ଧୁକ କାରବାର ଅଭିଯୋଗରେ ବାଦାମବାଡି ଥାନା ପୋଲିସ ମଙ୍ଗଳବାର ଜଣେ ଆଲବମ୍‌ ନିର୍ଦ୍ଦେଶକଙ୍କ ସମେତ ୪ ପେଶାଦାର ଅପରାଧୀଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ…

ଆଉ ଜଣେ ଯୁବ ସାମ୍ବାଦିକଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୧୦(ବ୍ୟୁରୋ): କରୋନାରେ ଆଖି ବୁଜିଲେ ଆଉ ଜଣେ ଯୁବ ସାମ୍ବାଦିକ। ସେ ହେଲେ ଇଂରାଜୀ ଦୈନିକ ‘ଦ କମନ୍‌ ଟାଇମ୍ସ’ର ସମ୍ପାଦକ ୪୪ ବର୍ଷୀୟ ସତ୍ୟଜିତ ମହାପାତ୍ର। କୋଭିଡ ସଂକ୍ରମିତ ହେବା ପରେ ସେ ଗତ ଏକ ମାସ ଧରି ଚିକିତ୍ସିତ…

୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୫।୧୦(ବ୍ୟୁରୋ): ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏହି ୪ ଅଧିକାରୀଙ୍କ ମଧ୍ୟରେ ୨ ଜଣ ଓଏଏସ୍‌ ଅଫିସର ଥିବା ବେଳେ ଜଣେ ଜିଲା ସବ ରେଜିଷ୍ଟ୍ରାର ଅଛନ୍ତି। ସେହିପରି ଜଣେ ପୂର୍ବତନ ଜିଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri