ମେଟ୍ରୋ

ଜମୁଛି ଶିଶିର ସରସ ମେଳା

ଭୁବନେଶ୍ୱର,୨।୧(ବ୍ୟୁରୋ): ଗତ ୨ ବର୍ଷ ଧରି ବନ୍ଦ ରହିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳା ପୁଣି ଲୋକଙ୍କ ନିକଟକୁ ଫେରିଛି। ଏଥର ଏହା ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଛି। ଚଳିତ ମାସ ୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ମେଳା…

ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି ସ୍ଥଗିତ

ଭୁବନେଶ୍ୱର,୨ା୧(ବ୍ୟୁରୋ): ଆସନ୍ତାକାଲିଠାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତିକୁ ସାମୟିକ ସ୍ଥଗିତ କରାଯାଇଥିବା ନେଇ ସୂଚନା ମିଳିଛି। ୨ ଦିନ ମଧ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସ୍କୁଲ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ହୋଇଛି। ଏହା ସାମୟିକ ବୋଲି ବିଦ୍ୟାଳୟ…

ପୁଣି ବଢ଼ିଲା ସଂକ୍ରମଣ: ଆଜି ରାଜ୍ୟରୁ ୪୨୪ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ୪୨୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୫,୫୫୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪୯ ଜଣ ଚିହ୍ନଟ ହୋଇଥିବା…

ଖର୍ଚ୍ଚ କମାଇବ ଇ-ମୋଡ୍‌

ଭୁବନେଶ୍ୱର,୨ା୧(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନିକ କାର୍ଯ୍ୟକୁ ସମ୍ପୂର୍ଣ୍ଣ କାଗଜମୁକ୍ତ କରିବାକୁ ଲକ୍ଷ୍ୟ ରଖି ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ପ୍ରଶାସନିକ ଚିଠିପତ୍ର ଇଲେକ୍ଟ୍ରୋନିକ ମୋଡ୍‌ରେ କରାଯାଉଥିବା ବେଳେ ମାନୁଆଲ ବଜେଟ ବଦଳରେ ଇ-ବଜେଟ କାର୍ଯ୍ୟକାରୀ କରିଛନ୍ତି। କେବଳ ସେତିକି ନୁହେଁ, ବିଧାନସଭାର…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧୫୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନାରେ ୧୦,୪୪,୯୬୨ ଜଣ ସୁସ୍ଥ ହୋଇସାରିଲେଣି। ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୬ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୧୪ ଏବଂ…

ନିୟମିତ ହେଲେ ୮ ହଜାର ୧୦୨ କନିଷ୍ଠ ଶିକ୍ଷକ, ୨୦୧୫ରେ ପାଇଥିଲେ ନିଯୁକ୍ତି

ଭୁବନେଶ୍ବର,୧।୧(ବ୍ୟୁରୋ): ୨୦୧୫ ଜାନୁୟାରୀରେ ନିଯୁକ୍ତି ପାଇଥିବା ୮ ହଜାର ୧୦୨ କନିଷ୍ଠ ଶିକ୍ଷକଙ୍କୁ ରାଜ୍ୟ ସରକାର ଶନିବାର ନିୟମିତ କରିଛନ୍ତି । ତେବେ ୬ ବର୍ଷ ୧୧ ମାସ ପରେ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି। ଏହା ଭିତରେ ୪୦ ହଜାର ୫୨…

ବ୍ରଜରାଜନଗରରେ ୬ ମାସ ମଧ୍ୟରେ ହେବ ଉପ ନିର୍ବାଚନ

ଭୁବନେଶ୍ୱର,୧।୧(ବ୍ୟୁରୋ): ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ବିଧାନସଭା ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ କମିଶନ ଓ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ନେଇ ଅବଗତ କରାଯାଇଛି । ଏ ନେଇ…

୧୪ ବର୍ଷରେ କମିଶନରେଟ ପୋଲିସ

ଭୁବନେଶ୍ୱର,୧।୧(ବ୍ୟୁରୋ): ଆଜି ହେଉଛି କମିଶନରେଟ ପୋଲିସର ପ୍ରତିଷ୍ଠା ଦିବସ। କମିଶନରେଟ ପୋଲିସ ୧୩ ପୂରି ୧୪ ବର୍ଷରେ ପାଦ ଥାପିଛି । ୨୦୦୮ ଜାନୁୟାରୀ ୧ରେ ଦ୍ବୈତନଗରୀ ଭୁବନେଶ୍ବର-କଟକକୁ ନେଇ ଗଠିତ ହୋଇଥିଲା । ୨୦୨୨ ପୋଲିସ ପାଇଁ ବଡ଼ ଚାଲେଞ୍ଜ…

କ୍ଲାସରୁମରେ ଶିକ୍ଷକଙ୍କୁ ମୋବାଇଲ ମନା!

ଭୁବନେଶ୍ୱର,୧।୧(ବ୍ୟୁରୋ): କ୍ଲାସରୁମରେ ଶିକ୍ଷକଙ୍କୁ ମୋବାଇଲ ମନା। ଶ୍ରେଣୀକୁ ଯିବା ସମୟରେ ଶିକ୍ଷକ ମୋବାଇଲ ନେଇପାରିବେନି। ଯଦି ନେବେ ତେବେ ଫୋନ ସୁଇଚ ଅଫ କରିବେ। ପିଲାଙ୍କ ପାଠପଢ଼ା ବେଳେ ଶିକ୍ଷକଙ୍କ ମୋବାଇଲ ଫୋନ ବନ୍ଦ ରହିବ । ପିଲାଙ୍କ ପାଠପଢ଼ାକୁ ନେଇ…

ଆରମ୍ଭ ହେଉ ହେଉ ଟିକା ବୁକିଂ କଲେଣି ୪୮ ହଜାର ପିଲା

ଭୁବନେଶ୍ୱର,୧।୧(ବ୍ୟୁରୋ): ଜାନୁୟାରୀ ୧ରୁ ୧୫ରୁ ୧୮ ବୟସ ବର୍ଗଙ୍କ ଟିକାକରଣ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଛି। ଏଯାଏ କୋଓ୍ବିନରେ ୪୫ ହଜରରୁ ଅଧିକ ପିଲା ଟିକା ବୁକିଂ କଲେଣି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ୨୦୦୫ରୁ ୨୦୦୭ ମଧ୍ୟରେ…

ଅଭୟଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୧।୧(ବ୍ୟୁରୋ): ପୂର୍ବତନ ଡିଜିପି ଅଭୟଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ଓଡ଼ିଶା ପୋଲିସ ମୁଖିଆ ଭାବେ କର୍ତ୍ତବ୍ୟ ସମ୍ପାଦନ କରିଥିବା ଅଭୟଙ୍କୁ ରାଜ୍ୟ ସରକାର ଏସ୍‌ଟିଏଫ(ନାର୍କୋଟିକ୍ସ) ଅଧ୍ୟକ୍ଷ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି । ଅବସର ପରେ ଅଭୟଙ୍କୁ ମୁଖ୍ୟ ଶାସନ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୨କୁ ବୃଦ୍ଧି ପାଇଛି। କେବଳ କଟକ ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?