ମେଟ୍ରୋ

୩ ଦିନ ବର୍ଷା

ଭୁବନେଶ୍ୱର,୪।୧୦: ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଫଳରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏପରି କି ପୂର୍ବ ବିହାର, ପଶ୍ଚିମବଙ୍ଗ ଏବଂ ସିକ୍କିମ ଉପରେ ନିମ୍ନ ଚାପ କ୍ଷେତ୍ର ଚିହ୍ନିତ ହୋଇଛି।  ସମୁଦ୍ର ପତ୍ତନଠାରୁ ୪.୫…

କଠୋର ହେଲା ବିଏମ୍‌ସି

ଭୁବନେଶ୍ୱର,୪।୧୦: ଆଗକୁ ଆସୁଛି ଶୀତ ଋତୁ। ଶୀତରେ କରୋନା ସଂକ୍ରମଣ ବଢିବା ଆଶଙ୍କା କରି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପୁଣି କୋଭିଡ୍‌ କଟକଣାକୁ କଠୋର କରିଛିି। ବିବାହ, ବ୍ରତ ଓ ଶୁଦ୍ଧି କାର୍ଯ୍ୟରେ ସର୍ବାଧିକ ୫୦ ଜଣଙ୍କୁ ଅନୁମତି ମିଳିବ ବୋଲି…

ଏଣିକି ନୂଆ ପଦ୍ଧତିରେ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୪।୧୦(ବ୍ୟୁରୋ): କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଯୁକ୍ତ୨ ପରୀକ୍ଷାକୁ ନୂଆ ପଦ୍ଧତିରେ କରିବାକୁ ନିଷ୍ପତ୍ତି ନେଇଛି। ଦୁଇବର୍ଷ ମଧ୍ୟରେ ୬ଟି ଇଣ୍ଟରନାଲ ଓ ୨ଟି ଆନୁଆଲ ପରୀକ୍ଷା ହେବ। ତିନି ମାସକୁ ଥରେ ହେବାକୁ…

ଚୋରି ପାଇଁ ବନ୍ଦୋବସ୍ତ

ଭୁବନେଶ୍ୱର,୪।୧୦: ୨୦୧୫ ଅଗଷ୍ଟରେ ସ୍ଥାନୀୟ ନୟାପଲ୍ଲୀ ମମ୍‌ତାଜ ହାଇସ୍କୁଲ ସମ୍ମୁଖ ଖୋଲା ନାଳରେ ପଡ଼ି ଜଣେ ଛାତ୍ର ପ୍ରାଣ ହରାଇଥିଲେ। ଉକ୍ତ ଘଟଣାକୁ ନେଇ ସହରବାସୀଙ୍କ ମଧ୍ୟରେ ପ୍ରବଳ କ୍ଷୋଭ ପ୍ରକାଶ ପାଇଥିଲା। ଏପରି କି ସରକାରଙ୍କ ଅପାରଗତା ଯୋଗୁ ଏଭଳି…

ପରିବହନ ବେଳେ ଖଣିଜ ଚୋରି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ହାର୍ଡ କୋକ୍‌, ଚାର୍ଜକ୍ରୋମ୍‌ ଭଳି ମୂଲ୍ୟବାନ ଖଣିଜ ପଦାର୍ଥକୁ ବନ୍ଦର ଓ ବିଭିନ୍ନ ସ୍ଥାନକୁ ପରିବହନ ବେଳେ ଚୋରି ହେଉଛି। ଏଥିରେ ସମ୍ପୃକ୍ତ ଏକ ବଡ଼ ର଼୍ୟାକେଟକୁ ରବିବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଫ୍‌) ଧରିଛି। କଟକ ଜିଲା ଚୌଦ୍ୱାର…

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି

ଭୁବନେଶ୍ୱର,୪।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…

ଆଜି ରାଜ୍ୟରୁ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୪ ଶିଶୁ

ଭୁବନେଶ୍ୱର,୪।୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୦୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୮,୩୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୩୮ ଜଣ ଚିହ୍ନଟ…

୩ ଓଡ଼ିଆଙ୍କୁ ହତ୍ୟା, ଦାୟୀ କିଏ

ଭୁବନେଶ୍ୱର,୪।୧୦: ଓଡ଼ିଶାର ରାୟଗଡ଼ା ଜିଲାସ୍ଥିତ ଉତ୍କଳ ଆଲୁମିନା ବିଷୟରେ ପୂର୍ବରୁ ଦିଆଯାଇଥିବା କେତୋଟି ରିପୋର୍ଟର ଏହା ୩ୟ ଭାଗ। ସେହି ସ୍ଥାନକୁ ଯିବାପରେ ଧରିତ୍ରୀ ସାମ୍ବାଦିକଙ୍କୁ ମିଳିଥିବା ତଥ୍ୟ ଅନୁଯାୟୀ ଆଦିତ୍ୟ ବିର୍ଲାର ଏହି କମ୍ପାନୀ ସ୍ଥାନୀୟ ବାସିନ୍ଦାଙ୍କ ଉପରେ କଠୋର…

୮୩୧ ଭୋଟରଙ୍କୁ ପସନ୍ଦ ଆସିଲେନି କେହି

ପୁରୀ ଅଫିସ,୪।୧୦: ପିପିଲି ଉପନିର୍ବାଚନରେ ୧ ଲକ୍ଷ ୮୦ ହଜାର ୯୯ ଜଣ ଭୋଟର ମତଦାନ କରିଛନ୍ତି। ତନ୍ମଧ୍ୟରୁ ବିଜେଡିକୁ ୯୬ ହଜାର ୯୭୨ ଓ ଭାଜପାକୁ ୭୬ ହଜାର ୫୬ ଖଣ୍ଡ ଭୋଟ ମିଳିଛି। ତେବେ ଚଳିତ ନିର୍ବାଚନରେ ନୋଟାରେ…

ବାପାଙ୍କ ବିଜୟ ଧାରା ଜାରି ରଖିଲେ ପୁଅ

ପୁରୀ ଅଫିସ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଏଥିରେ ବିଜେଡିର ରୁଦ୍ର ପ୍ରତାପ ମହାରଥୀ ବାଜି ମାରିଛନ୍ତି। ବାପା ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ବିଜୟ ଧାରାକୁ ପୁଅ ରୁଦ୍ର ସଫଳତାର ସହ ବଜାୟ ରଖିଛନ୍ତି।…

ପିପିଲିରେ ନାଚିଲେଣି

ପୁରୀ ଅଫିସ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୨୪ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରୁଦ୍ର ପ୍ରତାପ ମହାରଥୀ ଆଗୁଆ ରହିଛନ୍ତି। ରୁଦ୍ର ୯୨,୮୧୦ ଭୋଟ ପାଇଥିବା ବେଳେ ଭାଜପାର ଆଶ୍ରିତ ପଟ୍ଟନାୟକ ୭୨,୩୨୧ ଭୋଟ…

ପିପିଲି ଉପନିର୍ବାଚନ: ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ

ପୁରୀ ଅଫିସ,୩ା୧୦: ପିପିଲି ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗୁଆ ରହିଥିବା ସୂଚନା ମିଳିଛି। ଦ୍ୱିତୀୟ ରାଉଣ୍ଡରେ ବିଜେଡି ୨୪୪୧ ଖଣ୍ଡ ଭୋଟ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri