ମେଟ୍ରୋ

‘ଗୋଷ୍ଠୀ ସଂକ୍ରମଣର ପ୍ରାମାଣିକ ତଥ୍ୟ ନାହିଁ’

ଭୁବନେଶ୍ୱର,୧।୧(ବ୍ୟୁରୋ): କୋଭିଡର ଗୋଷ୍ଠୀ ସଂକ୍ରମଣ ପ୍ରାମାଣିକ ତଥ୍ୟ ନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆମ ରାଜ୍ୟରେ ସଂକ୍ରମଣ ବଢୁଛି, ଏଥିପାଇଁ ସତର୍କ ରହିବାକୁ ପଡିବ। ଖୋର୍ଦ୍ଧା ଜିଲା ମେଡିକାଲ ହବ୍‌ ହୋଇଥିବାରୁ ଏଠି ସଂକ୍ରମଣ ଅଧିକ…

ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧।୧: ରାଜ୍ୟବାସୀଙ୍କୁ ନୂଆ ବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ।‘ରାଜ୍ୟବାସୀଙ୍କୁ ନୂଆବର୍ଷ ଅବସରରେ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୯୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ ଶନିବାର ୨୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୩ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୨ ଜଣ ଲୋକାଲ କେସ…

ଜଳଜୀବନ ମିଶନ୍‌ରେ ଓଡ଼ିଶାକୁ ୮୩୧ କୋଟି

ଭୁବନେଶ୍ୱର, ୧।୧(ବ୍ୟୁରୋ): ଓଡ଼ିଶାରେ ଜଳଜୀବନ ମିଶନକୁ ତ୍ୱରାନ୍ବିତ କରିବା ପାଇଁ କେନ୍ଦ୍ର ସରକାର ୮୩୦ କୋଟି ୮୫ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଆଗାମୀ ୨୦୨୪ ସୁଦ୍ଧା ଓଡିଶା ‘ହର୍‌ ଘର ଜଲ’ ରାଜ୍ୟ ହେବା ପାଇଁ ଲକ୍ଷ୍ୟ ରଖିଛି। ରାଜ୍ୟରେ ୮୫.୬୭…

‘ମାଧୋ ସିଂଙ୍କ ବୀରତ୍ୱର କାହାଣୀ ଦେଶବାସୀ ଜାଣନ୍ତୁ’

ଭୁବନେଶ୍ୱର, ୧।୧(ବ୍ୟୁରୋ): ବ୍ରିଟିଶ ଶାସକଙ୍କ କବଳରୁ ଭାରତମାତାକୁ ରକ୍ଷା କରିବା ପାଇଁ ଅନେକ ବୀର ଜୀବନ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଶହୀଦ ମାଧୋ ସିଂ ଅନ୍ୟତମ। ୧୮୫୭ ମସିହାରେ ମହାନ୍‌ ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ବ୍ରିଟିଶ ଶାସକଙ୍କ ବିରୋଧରେ…

୧୫ଦିନ ସୁଯୋଗ ଦେଲା ବିଏମ୍‌ସି

ଭୁବନେଶ୍ୱର,୧।୧(ବ୍ୟୁରୋ): ଅନଧିକୃତ ନିର୍ମାଣକୁ ନିୟମିତ କରାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନା ଅଧୀନରେ ଆସିଥିବା ଦରଖାସ୍ତଗୁଡ଼ିକରେ ଯେଉଁସବୁ ଆବଶ୍ୟକ ନଥିର ଅଭାବ ରହିଛି ସେହି ବାବଦରେ ବହୁ ପୂର୍ବରୁ ମହାନଗର ନିଗମ…

ଭୁଲ୍‌ ସତ୍ୟପାଠ ଦାଖଲ କଲେ ଜେଲ

ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନରେ ସଂଶୋଧନ ପାଇଁ ୩ଟି ଅଧ୍ୟାଦେଶକୁ ଅନୁମୋଦନ କରାଯାଇଛି। ଓଡ଼ିଶା ଗ୍ରାମପଞ୍ଚାୟତ ଅଧିନିୟମ-୧୯୬୪, ଓଡ଼ିଶା ପଞ୍ଚାୟତ ସମିତି ଅଧିନିୟମ-୧୯୫୯ ଏବଂ ଓଡ଼ିଶା ଜିଲା ପରିଷଦ ଅଧିନିୟମ-୧୯୯୧ରେ…

ପିଲାଙ୍କୁ ଟିକା: ଆଜିଠୁ ପଞ୍ଜୀକରଣ

ଭୁବନେଶ୍ୱର, ୧।୧(ବ୍ୟୁରୋ): ଆସନ୍ତା ୩ ତାରିଖରୁ ରାଜ୍ୟରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଟିକା ଦିଆଯିବ। ଏଥିପାଇଁ ଶନିବାରଠାରୁ ପଞ୍ଜିକରଣ ଆରମ୍ଭ ହେବ। ୨୦୦୭ କିମ୍ବା ତା’ ପୂର୍ବରୁ ଯେଉଁ ପିଲା ଜନ୍ମ ହେଇଛନ୍ତି ସେମାନେ କୋଭାକ୍ସିନ ଟିକା ନେବା…

‘ପ୍ରଥମେ ପଛୁଆ ବର୍ଗଙ୍କୁ ସଂରକ୍ଷଣ, ପରେ ନିର୍ବାଚନ କର’

ଭୁବନେଶ୍ୱର,୧।୧(ବ୍ୟୁରୋ): ଆଗାମୀ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ସଂରକ୍ଷଣ ଦାବିକୁ ଦୋହରାଇଛି କଂଗ୍ରେସ। ଶୁକ୍ରବାର ପ୍ରଦେଶ କଂଗ୍ରେସ କମିଟିର ୩ଜଣିଆ ପ୍ରତିନିଧି ଦଳ ଲୋକସେବା ଭବନକୁ ଯାଇ ପଞ୍ଚାୟତିରାଜ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଭେଟି ଏନେଇ ଆଲୋଚନା…

ବର୍ଷ ଆରମ୍ଭରୁ ପିଲାଙ୍କ ପଞ୍ଜିକରଣ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩ ତାରିଖରୁ ୧୫ରୁ ୧୮ ବର୍ଷର ପିଲାଙ୍କୁ ଟିକା ଦିଆଯିବ। ଏଥିପାଇଁ ଶନିବାରଠାରୁ ପଞ୍ଜିକରଣ ଆରମ୍ଭ ହେବ। ୨୦୦୭ କିମ୍ବା ତା’ ପୂର୍ବରୁ ଯେଉଁ ପିଲା ଜନ୍ମ ହୋଇଛନ୍ତି ସେମାନେ ଟିକା ନେବା ପାଇଁ ଯୋଗ୍ୟ।…

ସରକାରୀ ଅଫିସରେ ଗହଳି ମନା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଭିଡ଼କୁ ନିୟନ୍ତ୍ରଣ କରି ସଂକ୍ରମଣ ରୋକିବା ନେଇ କଟକଣାକୁ କଡ଼ାକଡ଼ି କରାଯାଉଛି। ସରକାରୀ ଅଫିସରେ ମଧ୍ୟ ରାଜ୍ୟ ସରକାର ନୂଆବର୍ଷ କଟକଣା ଲଗାଇଛନ୍ତି। କଟକଣା ଅନୁସାରେ, ନୂଆବର୍ଷରେ ସରକାରୀ ଅଫିସରେ ଏକାଧିକ ଲୋକ…

ରାଜ୍ୟରେ ୫ କୋଟି ଟପିଲା ଟିକାକରଣ

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ)- ଟିକାକରଣ କ୍ଷେତ୍ରରେ ଓଡ଼ିଶାକୁ ଆଉ ଏକ ସଫଳତା ମିଳିଛି। ରାଜ୍ୟରେ ଟିକାକରଣ ୫ କୋଟି ଡୋଜ୍‌ ଟପିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ଶୁକ୍ରବାର ଏହି ସୂଚନା ଦିଆଯାଇଛି। ଏହି ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?