ମେଟ୍ରୋ

ଦାୟିତ୍ୱ ଗ୍ରହଣ କଲେ ନୂଆ ଡିଜିପି ସୁନୀଲ ବଂଶଲ

କଟକ ଅଫିସ,୩୧।୧୨: ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍‌ ଅଫିସର ସୁନୀଲ ବଂଶଲ। ଡିଜିପି ଅଭୟଙ୍କ ଅବସର ପରେ ତାଙ୍କ ସ୍ଥାନରେ ସେ ନୂଆ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଶୁକ୍ରବାର କଟକସ୍ଥିତ ପୋଲିସ ମୁଖ୍ୟାଳୟରେ…

ଏଣିକି ଅଫ୍‌ଲାଇନ୍‌ ନୁହେଁ ସବୁ ଅନ୍‌ଲାଇନ୍‌

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଏଣିକି ଅଫ୍‌ଲାଇନ୍‌ ନୁହେଁ ଅନ୍‌ଲାଇନ୍‌ରେ ଡିଏଲ୍‌ ଆବେଦନଠାରୁ ଆରମ୍ଭ କରି ଗାଡି ପରମିଟ୍‌ ଭଳି ସବୁ କାମ ହେବ। ନୂଆବର୍ଷଠାରୁ ପରିବହନ ବିଭାଗରେ ନୂଆ ସଂସ୍କାର ଅଣାଯିବ। ତଦନୁଯାୟୀ ଆର୍‌ଟିଓଗୁଡ଼ିକ ଦଲାଲ ମୁକ୍ତ ହେବ। ଅଫ୍‌ଲାଇନ୍‌ରେ ହୋଇଆସୁଥିବା କାର୍ଯ୍ୟଗୁଡ଼ିକରେ ଦଲାଲଙ୍କ…

ନାଇଟ୍‌ କର୍ଫ୍ୟୁ ଗାଇଡ୍‌ଲାଇନ୍‌ରେ ସଂଶୋଧନ; ଜାଣନ୍ତୁ କାହାକୁ ମିଳିଲା ଅନୁମତି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଜିରୋ ନାଇଟ୍‌, ନୂଆବର୍ଷ ପାଇଁ ଜାରି ହୋଇଥିବା ନାଇଟ୍‌ କଫ୍ୟୁ ଗାଇଡ୍‌ଲାଇନ୍‌ରେ ସଂଶୋଧନ କରାଯାଇଛି। ଏସ୍‌ଆର୍‌ସିଙ୍କ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଏହି ସମୟରେ ଜରୁରୀ ସେବା ଅଧିକାରୀଙ୍କ ଅନୁମତି ମିଳିବ ବୋଲି କୁହାଯାଇଛି। ତେବେ ସଂଶୋଧିତ ନିୟମ ଅନୁଯାୟୀ,…

ସତ୍ୟପାଠ ଦାଖଲ କରିବେ ପଞ୍ଚାୟତ ପ୍ରାର୍ଥୀ, ସାର୍ବଜନୀନ ହେବ…

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ପ୍ରଥମ ଥର ଲାଗି ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ସତ୍ୟପାଠ ଦାଖଲ କରିବେ। ଏଥିସହ ପ୍ରାର୍ଥୀ ଦାଖଲ କରିଥିବା ସତ୍ୟପାଠ ସାର୍ବଜନୀନ ମଧ୍ୟ କରାଯିବ। ଏନେଇ ଜିଲାପାଳମାନଙ୍କୁ ରାଜ୍ୟ ନିର୍ବାଚନ ଆୟୋଗ ଚିଠି ଲେଖିଛନ୍ତି। ତେବେ ପ୍ରାର୍ଥୀଙ୍କ ଅପରାଧିକ ମାମଲା, ସମ୍ପତ୍ତି…

‘ଜାଗା ମିଶନ’ ଉପରେ କ୍ୟାବିନେଟ୍‌ ମୋହର; ଶିକ୍ଷକଙ୍କ ପାଇଁ ସପ୍ତମ ବେତନ ଲାଗୁ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବସିଥିବା କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିରେ ୫ ମହାନଗର ନିଗମ ପାଇଁ ଜାଗା ମିଶନ ସମେତ ୯ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। କଟକ, ଭୁବନେଶ୍ୱର, ରାଉରକେଲା, ବ୍ରହ୍ମପୁର,…

ଏଣିକି ଅନ୍‌ଲାଇନରେ ହେବ ପରିବହନ ବିଭାଗର ସମସ୍ତ କାମ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ) : ଜାନୁୟାରୀ ୧ରୁ ପରିବହନ ବିଭାଗର ନୂଆ ନିୟମ ଲାଗୁ ହେବ। ଏଥର ସମସ୍ତ କାମ ଅଫ୍‌ଲାଇନ ନୁହେଁ ଅନ୍‌ଲାଇନରେ ହେବ । ଡ଼ିଏଲଠୁ ଆରମ୍ଭ କରି ଗାଡି ପରିମିଟି ଭଳି ସମସ୍ତ କାର୍ଯ୍ୟ ଏଣିକି ଅନ୍‌ଲାଇନରେ ହେବ ।…

ଦ୍ୱନ୍ଦ୍ୱ ଦୂର: ୩ ରୁ ହିଁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଜାନୁୟାରୀ ୩ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପାଠପଢା ଆରମ୍ଭ ହେବ। ବିଦ୍ୟାଳୟ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ଏ ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି। ୩ ରୁ ହିଁ ଖୋଲିବ ଏଥିରେ କୌଣସି ଦ୍ୱନ୍ଦ୍ୱ ନାହିଁ ବୋଲି…

ପୁଣି ଫେରିବ ଶୀତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଆଜିଠୁ ରାଜ୍ୟରେ ପାଣିପାଗ ବଦଳିଯିବ। ପୁଣି ଶୀତ ଲେଉଟିବ ବୋଲି ପାଣିପାଗ ବିଭାଗ ସୂଚନାରୁ ଜଣାପଡ଼ିଛି। ଆଜି ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଘନ କୁହୁଡ଼ିରେ ଆଚ୍ଛାଦିତ…

ଭୁବନେଶ୍ୱରରେ ବର୍ଷକରେ ୨୫୮ ଅପହରଣ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ବିଭିନ୍ନ ଥାନାରେ ଏବର୍ଷ ୨୫୮ଟି ଅପହରଣ ମାମଲା ରୁଜୁ କରାଯାଇଛି। ଏଥିମଧ୍ୟରୁ ୧୪୭ଟି ମାମଲାର ତଦନ୍ତ ଶେଷ କରାଯାଇଥିବାବେଳେ ସମ୍ପୃକ୍ତ ୪୦ଜଣ ଅଭିଯୁକ୍ତ ଗିରଫ ହୋଇଥିବା କମିଶନରେଟ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ନୟାପଲ୍ଲୀ…

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୦କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ୨ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ଆଜି ଦାୟିତ୍ୱ ଗ୍ରହଣ କରିବେ ଡିଜିପି ସୁନୀଲ ବଂଶଲ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ନବନିଯୁକ୍ତ ଡିଜିପି ସୁନୀଲ ବଂଶଲ ଶୁକ୍ରବାର ଅପରାହ୍ଣରେ ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବେ । ବର୍ତ୍ତମାନ ଡିଜିପି ଅଭୟଙ୍କ ଠାରୁ ସେ ଦାୟିତ୍ୱ ନେବେ। ଏହି ଅବସରରେ ନୂତନ ଡିଜିପିଙ୍କୁ ଗାର୍ଡ ଅଫ ଅନର୍‌ ପ୍ରଦାନ କରାଯିବା…

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୭ ଜଣ ଲୋକାଲ କେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?