ମେଟ୍ରୋ

ଚନ୍ଦକାରେ ୪ ଜଙ୍ଗଲ ସଫାରି ଯାନ ଲୋକାର୍ପିତ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୩୦ା୧୨(ଡି.ଏନ୍‌.ଏ.): ଚନ୍ଦକା ବନ୍ୟପ୍ରାଣୀ ବନଖଣ୍ଡ ଅଧୀନ ଗୋଡ଼ିବାରିଠାରେ ପର୍ଯ୍ୟଟକଙ୍କ ନିମନ୍ତେ ୪ଟି ଶୀତତାପ ନିୟନ୍ତ୍ରିତ ଜଙ୍ଗଲ ସଫାରି ଯାନର ଶୁଭାରମ୍ଭ ହୋଇଛି। ବୁଧବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ…

ତିନିଦିନ ଘନ କୁହୁଡ଼ି

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ,…

ଖୋଲିବ ୬୩ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୁଧବାର ଜିଲା ଶିକ୍ଷା ଅଧିକାରୀମାନଙ୍କ ସମୀକ୍ଷା ବୈଠକ ପଟିଆସ୍ଥିତ ଓ-ହବ୍‌ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଉନ୍ନୟନ କମିଶନର(ଡିସି)…

୧୫ ଆଇପିଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ପୋଲିସରେ କାର୍ଯ୍ୟରତ ୧୫ଜଣ ଆଇପିଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ସରକାରୀଙ୍କ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩ ଜଣଙ୍କୁ ଆଇଜି ଓ ୩ଜଣଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିବାବେଳେ ଅନ୍ୟ ୯ଜଣଙ୍କୁ…

ସ୍ବାଧୀନତା, ସମ୍ପତ୍ତି ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ସାଇବର ଓ ଅର୍ଥନୈତିକ ଅପରାଧର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସରେ ୧୪ ନୂଆ ଥାନାକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ ଜୀବନ, ସ୍ବାଧୀନତା ଓ ସମ୍ପତ୍ତିର ସୁରକ୍ଷା ସର୍ବୋଚ୍ଚ…

‘ଆଗ ଓବିସିଙ୍କୁ ସଂରକ୍ଷଣ ଦିଅ, ପରେ ନିର୍ବାଚନ’

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମେ ପଛୁଆବର୍ଗ ତଥା ଓବିସିଙ୍କ ପାଇଁ ସ୍ଥାନ ସଂରକ୍ଷଣର ବ୍ୟବସ୍ଥା କରାଯାଉ। ତା’ପରେ ନିର୍ବାଚନ ପ୍ରକ୍ରିୟା ଆଗକୁ ନେବାକୁ ଭାଜପା ବିଧାୟକମାନେ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ରାଜ୍ୟ ନିର୍ବାଚନ କମିଶନରଙ୍କୁ…

ଆଧାରକାର୍ଡ ନ ଥିଲେ ସ୍କୁଲ ଆଇ କାର୍ଡରେ ନେଇ ପାରିବେ ଟିକା

ଭୁବନେଶ୍ବର,୨୯।୧୨(ବ୍ୟୁରୋ): ଜାନୁୟାରୀ ପହିଲାରୁ ୧୫ ରୁ ୧୮ ବର୍ଷ ପିଲାଙ୍କୁ ଟିକା ଦିଆଯିବ । ଏଥିପାଇଁ ରାଜ୍ୟରେ ସ୍ବତନ୍ତ୍ର ଟିକାକରଣ କେନ୍ଦ୍ର ଖୋଲାଯିବ । ଏ ନେଇ ସ୍କୁଲରେ ସ୍ବତନ୍ତ୍ର ଟିକା କେନ୍ଦ୍ର ଖୋଲିବା ପାଇଁ ଜିଲା ପ୍ରଶାସନ ନିଷ୍ପତ୍ତି ନେବେ…

ସକାଳ ୮ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପିଲାଙ୍କୁ ଟିକା

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଜାନୁୟାରୀ ପହିଲାରୁ ପିଲାଙ୍କୁ ଟିକା ଦିଆଯିବ । ସାରା ଦେଶରେ ୧୫ ରୁ ୧୮ ବର୍ଷର ପିଲାଙ୍କୁ ଏହି ଟିକା ଦିଆଯିବ । ଏଥିପାଇଁ ରାଜ୍ୟରେ ସ୍ବତନ୍ତ୍ର ଟିକାକରଣ କେନ୍ଦ୍ର ଖୋଲାଯିବ । ଯେଉଁଠି ପିଲାଙ୍କ ପାଇଁ ଟିକାକରଣ କେନ୍ଦ୍ର…

ବଦଳିପାରେ ସ୍କୁଲ୍‌ ଖୋଲିବା ନିଷ୍ପତ୍ତି: ଡିଏମ୍‌ଇଟି

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ସ୍କୁଲ ଖୋଲିବା ନିଷ୍ପତ୍ତି ବଦଳିପାରେ। ଏ ନେଇ ଡିଏମ୍‌ଇଟି ରମାରମଣ ମହାନ୍ତି ସୂଚନା ଦେଇଛନ୍ତି। ସରକାର ପୂର୍ବ ସ୍ଥିତି ଦେଖି ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ନେଇଥିଲେ। ସେତେବେଳେ ରାଜ୍ୟକୁ ଓମିକ୍ରନ ଆସି ନ ଥିଲା କି ସଂକ୍ରମଣ ବଢି…

ଆଜି ବି ବର୍ଷିବ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟର କିଛି ସ୍ଥାନରେ ମଙ୍ଗଳବାର ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ବୁଧବାର ମଧ୍ୟ କେତେକ ସ୍ଥାନରେ ବର୍ଷା ହେବ । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ବୁଧବାର ଓ ଆସନ୍ତା…

ରାଜ୍ୟରୁ ପୁଣି ୨ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୫୭କୁ ବୃଦ୍ଧି ପାଇଛି। ମୃତକ ଦ୍ୱୟ ଖୋର୍ଦ୍ଧା ଓ କୋରାପୁଟ ଜିଲାର। ତେବେ ଆଜି ରାଜ୍ୟରେ ୧୨୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ବୋତଲ ମାଡ଼ରେ କର୍ମଚାରୀଙ୍କ ମୁଣ୍ଡ ଫାଟିଲା

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅଧୀନ ଡେଲ୍‌ଟା ଛକସ୍ଥିତ ବିଅର୍‌ ପାର୍ଲରରେ ମଙ୍ଗଳବାର ଜଣେ କର୍ମଚାରୀଙ୍କୁ ଆକ୍ରମଣ କରାଯାଇଛି। ଗ୍ରାହକଙ୍କ ବୋତଲ ମାଡ଼ରେ ବାର୍‌ କର୍ମଚାରୀ ଅଶୋକ ବାରିକଙ୍କ ମୁଣ୍ଡ ଫାଟିଛି। ତାଙ୍କୁ ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଅଭିଯୋଗକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?