ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମଭୋଇଙ୍କ ଜୀବନୀ
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ସାମିଲ ସନ୍ଥକବି ଭୀମ ଭୋଇଙ୍କ ଜୀବନୀ ସାମିଲ ହେବ। ସମ୍ବଲପୁର ରେଢ଼ାଖୋଲ ଗସ୍ତବେଳେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ସେ କହିଛନ୍ତି, ଭୀମ ଭୋଇଙ୍କ ସାହିତ୍ୟ, ଦର୍ଶନ ଉପରେ ଯେତିକି…
ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଅହିଂସାର ପ୍ରତୀକ ତଥା ସ୍ବାଧୀନତା ଆନ୍ଦୋଳନର ମୁଖ୍ୟ ପୁରୋଧା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଅହିଂସା ମନ୍ତ୍ରକୁ ପାଥେୟ କରି ଲୋକଙ୍କ କଲ୍ୟାଣ ସହ ଦେଶକୁ ଶାନ୍ତି ଓ ମୈତ୍ରୀର…
ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୦୯କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଆଖି ବୁଜିଥିବା…
ଆଜି ରାଜ୍ୟରୁ ୪୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୪୭୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୭,୪୩୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୮୧ ଜଣ ଚିହ୍ନଟ…
୨୦୨୨ ସୁଦ୍ଧା ସବୁ ସହରକୁ ପାନୀୟ ଜଳ
ଭୁବନେଶ୍ୱର, ୨।୧୦(ବ୍ୟୁରୋ): ସହରାଞ୍ଚଳକୁ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ଓ ଆବର୍ଜନାମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ପ୍ରତ୍ୟେକ ଘରକୁ ପାଇପ୍ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଏହି ଲକ୍ଷ୍ୟ…
‘ଓଡ଼ିଆ ଭାଷା, ସ୍ବାର୍ଥକୁ ଗୁରୁତ୍ୱ ଦିଅ’
ଭୁବନେଶ୍ୱର, ୨ା୧୦(ବ୍ୟୁରୋ): ଓଡ଼ିଶା ଉପରେ ଲୋଲୁପ ଦୃଷ୍ଟି ପକାଇଛନ୍ତି ପଡ଼ୋଶୀ। ଫଳରେ କେତେବେଳେ ପାଣି, କେତେବେଳେ ସୀମା ତ ଆଉ କେବେ ଓଡ଼ିଆ ଭାଷାକୁ ନେଇ ଉପୁଜୁଛି ଜଟିଳ ସ୍ଥିତି। କୋରାପୁଟ ଜିଲାର ସୀମାନ୍ତ କୋଟିଆକୁ ନେଇ ଆନ୍ଧ୍ର ସରକାରଙ୍କ ସହ…
୨୪୮୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବ୍ୟବସାୟ ଅନୁକୁଳ ବାତାବରଣ ଯୋଗୁ ଓଡ଼ିଶାକୁ ପୁଞ୍ଜିନିବେଶକାରୀ ଆକର୍ଷିତ ହେବାରେ ଲାଗିଛନ୍ତି। ଶୁକ୍ରବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ କମିଟି (ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ) ବୈଠକରେ ୧୪୧୧.୫୮…
ଓଏସ୍ଏସ୍ଟିଇଟି ପରୀକ୍ଷାରେ ତ୍ରୁଟି ଅଭିଯୋଗ
କଟକ ଅଫିସ, ୨।୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ କରାଯାଇଥିବା ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍ଏସ୍ଟିଇଟି)ରେ ତ୍ରୁଟି ହୋଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ ଏବିଭିପି ସହଯୋଗରେ ଶୁକ୍ରବାର ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…
ରାଷ୍ଟ୍ରୀୟ ଦଳିତ ପଛୁଆବର୍ଗ ମହାସଂଘର ପୁଣି ଧାରଣା
ବାରଙ୍ଗ, ୨।୧୦(ଡି.ଏନ୍.ଏ.): ଜମି ଜାଲିଆତି ନେଇ ନ୍ୟାଯ୍ୟ ଦାବି ନ ମିଳିବା ଓ ପ୍ରଶାସନ ପ୍ରତିଶ୍ରୁତି ଦେଇ ପୂରଣ କରୁ ନ ଥିବା ପ୍ରତିବାଦରେ ରାଷ୍ଟ୍ରୀୟ ଦଳିତ ପଛୁଆ ବର୍ଗ ମହାସଂଘ ପକ୍ଷରୁ ବାରଙ୍ଗ ତହସିଲ କାର୍ଯ୍ୟାଳୟ ସାମ୍ନାରେ ଶୁକ୍ରବାର ପୁଣି…
ବନ କର୍ମଚାରୀଙ୍କୁ ମାଡ଼ମାରି ଆଣ୍ଠେଇ ଦେଲେ
ବାଣପୁର, ୨।୧୦(ଡି.ଏନ୍.ଏ.): ବରବରା ଧୂଆଁନଳୀ ଜଙ୍ଗଲରୁ ଶାଗୁଆନ ଗଛ କଟାକୁ ନେଇ ଶୁକ୍ରବାର ସ୍ଥାନୀୟ ଫରେଷ୍ଟରଙ୍କ ସହ ବନ କର୍ମଚାରୀଙ୍କୁ କେତେଜଣ ଗ୍ରାମବାସୀ ମାଡ଼ ମାରି ଆଣ୍ଠେଇ ଦେଇଥିବା ବାଣପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା ମୁତାବକ, ଶୁକ୍ରବାର ସକାଳେ ବରବରା…
ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ
ନିମାପଡ଼ା, ୨।୧୦(ଡି.ଏନ୍.ଏ.): ଚାରିଛକ ଫାଣ୍ଡି ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତ ବେଲପଡ଼ା ଗ୍ରାମର ମମତା ସାହୁଙ୍କ ଗୁରୁବାର ରାତିରେ ମୃତ୍ୟୁ ଘଟିଛି। ତେବେ ମମତାଙ୍କ ବାପଘର ଲୋକେ ଏହି କଥା ଜାଣିବା ପରେ ଝିଅକୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା…
୧୧ ହଜାର କିଲୋ ପ୍ଲାଷ୍ଟିକ, ପଲିଥିନ ନଷ୍ଟ କରାଯିବ
ପୁରୀ ଅଫିସ, ୨।୧୦: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର ଯୁବ ଓ କ୍ରୀଡ଼ା ବ୍ୟାପାର ବିଭାଗ ଆହ୍ବାନ କ୍ରମେ ଶୁକ୍ରବାର ନେହେରୁ ଯୁବକେନ୍ଦ୍ର ପୁରୀ ପକ୍ଷରୁ ସ୍ବଚ୍ଛ ଭାରତ ଓ ସୁରକ୍ଷିତ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
Archives


